-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||     

HOME   ଜିଲ୍ଲା

ହାତରସ୍ ପିଡିତାଙ୍କୁ ନ୍ୟାୟ ପ୍ରଦାନ ଦାବୀରେ ମହିଳା କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   

08-Oct-2020



ବଲାଙ୍ଗିର, ତା.୦୮.୧୦: ଉତ୍ତର ପ୍ରଦେଶ ଅନ୍ତର୍ଗତ ହଥରସ ଗଣଦୁଷ୍କର୍ମ ଘଟଣାରେ ପିଡିତାଙ୍କ ପରିବାରଙ୍କୁ ନ୍ୟାୟ ପ୍ରଦାନ କରିବା ତଥା ଦୋଷିକୁ ପ୍ରୋତ୍ସାହନ ଦେଉଥିବା ଯୋଗୀ ଓ ମୋଦୀ ସରକାର ବରଖାସ୍‌ତ ଦାବୀରେ ଜିଲ୍ଲା ମହିଳା କଂଗ୍ରେସ କମିଟି ତରଫରୁ ସଭାନେତ୍ରୀ ମିଳନୀ ସାହୁଙ୍କ ଅଧ୍ୟକ୍ଷତାରେ ଏକ ଗଣ ବିକ୍ଷୋଭ କାର୍ଯ୍ୟକ୍ରମ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ହେବା ସହ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ  ଏକ ଦାବୀ ପତ୍ର ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ ଆରତୀପ୍ରିତି ନାଗ, ସାଇନୀ ଖାନ, କଳ୍ପନା ନାଗ, ମୀରା ନନ୍ଦ ଙ୍କ ସହ ଜିଲ୍ଲା କଂଗ୍ରେସ ଅଧ୍ୟକ୍ଷ ଦିଲିପ ବେହେରା, ଉପାଧ୍ୟକ୍ଷ ମନିଷ ମିଶ୍ର, ରାଜ୍ୟ କଂଗ୍ରେସ ସଂପାଦକ ଅଜୟ ବାଲି, ଟାଉନ କଂଗ୍ରେସ ସଭାପତି ବୁଲୁ ଦାନୀ, ଅସିତ ମିଶ୍ର, ସାନନ୍ଦ ମିଶ୍ର, ମାନସ ମହାନ୍ତି, ଦଳିତ ନେତା ବ୍ରଜ ବିହାରୀ ନାଗ, ସଂଜୟ ମିଶ୍ର, ବିଦ୍ୟୁତ କୁମ୍ଭାର, ଅଙ୍କିତ ସାହୁ, ଗୋବିନ୍ଦ ପଣ୍ଡା, ପବିତ୍ର ନେପାକ, ଜୁଲୁ ପଟ୍ଟନାୟକ, ଅନ୍ତ ମଛଖଣ୍ଡ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026

You Might Also Like