-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

ମାନପୁର ଉଚ୍ଚ ପ୍ରାଥମିକ ସ୍କୁଲର ବାର୍ଷିକୋତ୍ସବ,,,,,,, ଶିଶୁର ପ୍ରଗତି ପାଇଁ ଜନନୀର ଭୂମିକା ଅନନ୍ୟ

23-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଜାରିଂ କ୍ଲଷ୍ଟରର ମାନପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ପୁରୀଙ୍କ ଅଧ୍ୟକ୍ଷତାରେ ସିଆରସିସି ରାଜେଶ୍ଵର ବେହେରା ମୁଖ୍ୟ ଅତିଥି, ସ୍କୁଲ ପରିଚାଳନା କମିଟି ଚେୟାରମେନ କମଳାକାନ୍ତ ମଟାରୀ ସମ୍ମାନୀୟ ଅତିଥି ଭାବେ ଯୋଗଦେଇ କୁନି ପ୍ରତିଭାମାନଙ୍କୁ ଉତ୍ସାହିତ କରିଥିଲେ। ଶିଶୁର ପ୍ରଗତି ପାଇଁ ଜନନୀର ଭୂମିକା ଅନନ୍ୟ ବୋଲି ସଭାରେ ମତପ୍ରକାଶ ପାଇଥିଲା।ଶିକ୍ଷକ ଶିକ୍ଷୟିତ୍ରୀ ପୂର୍ଣ୍ଣିମା ଅତିଥି ପରିଚୟ, ଶିକ୍ଷକ ଗେହ୍ଲାମଣି ମଲ୍ଲିକ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଶିକ୍ଷକ ଟିଟୋରାମ ଲୁହା ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିଲେ। ଶିକ୍ଷୟିତ୍ରୀ ଉର୍ମିଳା ସ୍ଵାଇଁ ସଭାକୁ ପରିଚାଳନା କରିଥିଲେ।ଏହି ଅବସରରେ ପୂର୍ବଦିନ ଆୟୋଜିତ ହୋଇଥିଵା ବାର୍ଷିକ କ୍ରୀଡା ପ୍ରତିଯୋଗୀତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ସହଯୋଗୀ ଶିକ୍ଷକ ରାକେଶ ଧନ୍ୟବାଦ ଅର୍ପଣ କରିଥିଲେ।ପରେ ଛାତ୍ରୀ ଛାତ୍ର ମାନଙ୍କ ଦ୍ୱାରା ପରିବେଷିତ ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଭିଭାବକ ବିମୋହିତ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like