-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||     

HOME   ଜିଲ୍ଲା

ଫୁଟବଲ ଟୁର୍ନାମେଣ୍ଟ ୱାନ ଡେ଼ ମେଚ୍ ଫାଇନାଲ, ମଧ୍ୟପୁର ବିଜୟୀ

23-Jan-2025



 ବଲାଙ୍ଗୀର ଜିଲ୍ଲା ବେଲପଡା ବ୍ଲକ  ଅନ୍ତର୍ଗତ ବିଛୁବାହାଲୀ ଗାଁ ରେ ସ୍କୁଲ ଫୂଟବଲ ପଡିଆ ରେ ୱାନଡେ ମେଚ ର ଆୟୋଜନ କରାଯାଇଥିଲା।ଏହି ୱାନଡେ଼ ମେଚରେ ୮ଗୋଟି ଦଳ ଭାଗ ନେଇଁ ଥିଲେ। ଦଳ ମାନଙ୍କ ମଧ୍ୟରେ କାନୁଟ, କଣ୍ଟାବାଞ୍ଜି, ମଧ୍ୟପୁର,ଝରଣୀ,ସଲଣ୍ଡି,ବେଲପଡା,ବିଛୁବାହାଲୀ,ଧୂମସୁ ଆଦି ଦଳ ଅଂଶ ଗ୍ରହଣ କରିଥିଲେ।

ସେମିଫାଇନାଲରେ ଦୁଇ ଗୋଟି ଦଳ ମଧ୍ୟରେ ପ୍ରତିଯୋଗିତା ହୋଇଥିଲା।ବିଛୁବାହାଲୀ ଏବଂ ମଧ୍ୟପୁର, ବିଛୁବାହାଲି ଦଳକୁ ପରାସ୍ତ କରି ମଧ୍ୟ୍ୟପୁର ଗୋଟିଏ ଗୋଲରେ ବିଜୟ ହୋଇ ଥିଲା। ଫାଇନାଲ ରେ ବେଲପଡା ଆଉ ମଧ୍ୟପୁର ଖେଳିଥିଲେ ଏବଂ ଗୋଟିଏ ଗୋଲରେ ବିଜୟ ଲାଭ କରିଥିଲା ମଧ୍ୟପୁର। 

ଆୟୋଜନରେ ମୁଖ୍ୟ ଅତିଥି ଭାବେ ଦେବାଶିଷ ମେହେର, ସମ୍ମାନିତ ଅତିଥି ଭାବେ ତୁଲାରାମ ମାଝୀ,ନାରାୟଣ ଯୁଏଡ଼, ଅଇବଲ ମାଝୀ, ନାଏବ ସରପଞ୍ଚ ଉପାସୁ  ମହାନନ୍ଦ, ୱାର୍ଡ ମେମ୍ବର ଟଙ୍କଧର ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।ଆମ୍ଫିଆର ଭାବେ ବିବଚ୍ଛ ମାଝୀ ଓ ଆଙ୍କର ଭାବେ ଜ୍ୟୋତି ରାମ ମିର୍ଧା ଖେଳ ପରିଚାଳନା କରିଥିଲେ। କମିଟି ସଦସ୍ୟ, ମୁଖ୍ୟ ଅତିଥି, କ୍ଷୀର ମାଝୀ, ଠାକୁର ଚନ୍ଦନ, ଶେଷଦେବ ପୁଟେଲ, ହରେଶ ମାଝୀ, ବରୁଣ ପ୍ରଧାନ ପ୍ରମୁଖ ଉଇନରକୁ ୪୦୦୦ ଟଂକା   ଓ ରୂନର ପାଇଁ ୩୦୦୦ ଟଙ୍କା ଅର୍ଥରାଶି ପ୍ରଦାନ କରିଥିଲେ। ଶାନ୍ତି ଶୃଙ୍ଖଳା ସହ ଏହି ଖେଳ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

(ତ୍ରିନାଥ ବାଗ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026

You Might Also Like