-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରରେ ବୀର ସୁରେନ୍ଦ୍ର ସାଏ ଓ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ

23-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରରେ ବୀର ସୁରେନ୍ଦ୍ର ସାଏ ଓ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ ହୋଇଯାଇଛି ।ସକାଳ ପର୍ଯ୍ୟାୟରେ ଦୁର୍ବାଦଳ ସାହୁ,ଥବିର ଡନସନା, ଦିନବନ୍ଧୁ ଦେହେରୀ, ସ୍ନିଗ୍ଧା ହାତୀ ପ୍ରମୁଖ ନେତାଜୀ ଓ ସୁରେନ୍ଦ୍ର ସାଏ ଙ୍କ ବିଷୟରେ  ବୌଦ୍ଧିକ ପ୍ରଦାନ କରିଥିଲେ । ମନ୍ଦାକିନୀ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ। ଶିଶୁ ମନ୍ଦିର ବିଭାଗରେ। ରଞ୍ଜିତା ଗୁରୁମା ସଂଯୋଜନା କରିଥିବା ବେଳେ ନରେନ୍ଦ୍ର କୁମ୍ଭାର ଓ ହରି ସାହୁ ବୌ ଦ୍ଧିକ ପ୍ରଦାନ କରିଥିଲେ। ବିଦ୍ୟାମନ୍ଦିର ରେ ପ୍ରଧାନ ଆଚାର୍ଯ୍ୟ ତଥା ସଂକୁଳ ସଂଯୋଜକ ଶ୍ରୀଯୁକ୍ତ ଚ୍ୟୈତନ୍ୟ ଭୋଇ ଅତିଥିମାନଙ୍କ ପରିଚୟ ପ୍ରଦାନ କରିବା ସହିତ ସ୍ଵାଗତ ଭାଷଣ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।  ନବମ ଶ୍ରେଣୀର ଭାଇ ସିଦ୍ଧାର୍ଥ ଶେଖର ସାହୁ ଉକ୍ତ ଜୟନ୍ତୀ ବିଷୟରେ କହିଥିଲେ ।

ହୁତାସନ ପାଣ୍ଡେ ଗୁରୁଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ବିଷୟରେ ଓ ରଜତ ସାହୁ ଗୁରୁଜୀ ବୀର ସୁରେନ୍ଦ୍ର ସାଏଙ୍କ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମିନତୀ ମେହେର ଗୁରୁମା ସଂଯୋଜନା କରିଥିଲେ । ବିଦ୍ୟାମନ୍ଦିର ପ୍ରମୁଖ ଦେବରାଜ ଡନସନା  ଗୁରୁଜୀ ଧନ୍ୟବାଦ ଦେଇଥିଲେ । ସମସ୍ତ ଗୁରୁଜୀ ଗୁରୁମାମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like