-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

*ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ ବି ପୁଲ ର ପ୍ରଥମ ମ୍ୟାଚ ରେ ଭୁବନେଶ୍ୱର ଦଳ ବିଜୟୀ ହୋଇ ସେମି ଫାଇନାଲ ରେ ପ୍ରବେଶ*-

23-Jan-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲା କ୍ରିକେଟ ସଂଘ ପକ୍ଷରୁ ସୋନପୁର  ଗାନ୍ଧି ଷ୍ଟାଡିୟମ୍ ଠାରେ ଆୟୋଜିତ   ୩୬ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକ୍ ଫେଷ୍ଟ୍ ବି ପୁଲ ର ପ୍ରଥମ ମ୍ୟାଚ ରେ ବାପୁଜୀ ଭୁବନେଶ୍ୱର ଦଳ ଶେରଶା ରାଞ୍ଚି ବିରୁଦ୍ଧ ରେ ଉଭୟ ଟି ଟ୍ୱେଣ୍ଟି ଓ ଟି ଟେନ ମ୍ୟାଚ୍ ରେ ବିଜୟ ହାସଲ କରି ସେମି  ଫାଇନାଲ ରେ ପ୍ରବେଶ କରିଛି l ପ୍ରଥମ କୋଡ଼ିଏ ଓଭର ମ୍ୟାଚ ରେ ଭୁବନେଶ୍ୱର ଦଳ ୬ ୱିକେଟ ହରାଇ ପ୍ରଥମ ବ୍ୟାଟିଂ ରେ  ରାଞ୍ଚି କୁ ୧୫୫ ରନ୍ ଟାର୍ଗେଟ ଦେଇଥିବା ବେଳେ ରାଞ୍ଚି ଦଳ ୯ ଓଭର ରେ ଅଲ ଆଉଟ୍ ହୋଇ ପୁରା ଧରାଶାୟୀ ହୋଇଥିଲେ l  ଟି ଟେନ ଫର୍ମାଟ ମ୍ୟାଚ୍ ରେ ପୁଣି ଭୁବନେଶ୍ବର ଦଳ  ପ୍ରଥମେ ବ୍ୟାଟିଂ କରି  ୯ ୱିକେଟ ହରାଇ ୬୪ ରନ୍ ଟାର୍ଗେଟ ରଖିଥିଲା ରାଞ୍ଚି ଦଳ ସମ୍ବୁଖରେ l  ରାଞ୍ଚି ଦଳ କିନ୍ତୁ ୯ ୱିକେଟ ରେ ମାତ୍ର ୫୧ ରନ କରିବାରେ ସକ୍ଷମ ହୋଇ ଟର୍ଣ୍ଣlମେଣ୍ଟ ରୁ ବାହାର ହୋଇଥଲା l  ହ୍ୟାଟ୍ରିକ ୱିକେଟ ହାସଲ କରିଥିବା ଭୁଵନେଶ୍ବର ଦଳ ର ଖେଳାଳି ମନୋଜ୍ ବାରିକ୍ ଙ୍କୁ ଆଜିର ଅତିଥି ଙ୍କ ଦ୍ବାରା ପୁରସ୍କୃତ କରା ଯାଇଥିଲା l  ଓ ସି ଏ ପ୍ୟାନେଲ ଅମ୍ପାୟର ଶ୍ୟାମ ସୁନ୍ଦର୍ ପଣ୍ଡା, ପ୍ରୁଥିରାଜ୍ ମିଶ୍ର ଖେଳ ପରିଚାଳନା କରିଥିବା ବେଳେ କ୍ଷେତ୍ର ବାସୀ ସାହୁ, ବିଶ୍ବ ନାଥ ନାଏକ, ଦିନେଶ ଘିବିଲା ସ୍କୋରର ଥିଲେ l ନାଇସେଟ ଏକାଡେମି ର ଅଧ୍ୟକ୍ଷ ରବଣ କୁମାର ପଧାନ  ଓ ଲlଲମନି କ୍ରିକେଟ ର  ବି ସତ୍ୟ ନାରାୟଣ ରାଓ ଙ୍କ ଦ୍ଵାରା ମ୍ୟାନ ଅଫ ଦି ମ୍ୟାଚ୍ ପୁରସ୍କାର ପ୍ରଦାନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like