-+91-9937148622 |

prerana_bgr@rediffmail.com |

  Wednesday 11th March 2026 |

| | | |

R.N.I. Regd No. ODIODI/2010/46693

Breaking News

ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||      ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   (10-Mar-2026)       ||      *କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   (10-Mar-2026)       ||      ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   (10-Mar-2026)       ||      ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   (10-Mar-2026)       ||      ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ   (10-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କ ଚିଠି♦️ ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର, ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍    (10-Mar-2026)       ||      ଦକ୍ଷିଣ ଏସିୟା ଗୋଲ ଶଟ ବଳ ଆନ୍ତର୍ଜାତୀୟ ଚାମ୍ପିୟନସିପ ଖେଳିବା ପାଇଁ ଭାରତ ଦଳ ପାଇଁ ମନୋନୀତ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗୀତା   (10-Mar-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (09-Mar-2026)       ||      NH-316 ମାଟିଆପଡା ROB କାର୍ଯ୍ୟ ତଦାରଖ କଲେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ♦️ ରଥଯାତ୍ରା ପୂର୍ବରୁ କାର୍ଯ୍ୟ ଶେଷ ଉପରେ ଗୁରୁତ୍ୱ    (09-Mar-2026)       ||     

HOME   ଜିଲ୍ଲା

ଦେବୋତ୍ତର କମିଶନରଙ୍କ ଶ୍ରୀ ମା ଶ୍ୟାମାକାଳୀ ମନ୍ଦିର ପରିଦର୍ଶନ

23-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଓଡିଶା ସରକାରଙ୍କ ଦେବୋତ୍ତର କମିଶନର ଲଲାଟେନ୍ଦୁ ଜେନା ଆଜି ବରଗଡ଼ ସ୍ଥିତ ଶ୍ରୀ ମା ଶ୍ୟାମାକାଳୀ ମନ୍ଦିର ପରିଦର୍ଶନ କରିଥିଲେ। ସେ ମନ୍ଦିରର ସୌନ୍ଦର୍ଯ୍ୟ କରଣ ଏବଂ ସୁନ୍ଦର ପରିଚାଳନା ପାଇଁ ମନ୍ଦିର କମିଟି ସଦସ୍ୟଙ୍କ ଭୁୟସୀ ପ୍ରଶଂସା କରିଥିଲେ। ଗସ୍ତ ସମୟରେ ପାର୍ଶ୍ୱ ଦେବାଦେବୀ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ। ଏହା ପୂର୍ବରୁ ସେ ୨୦୧୫ ମସିହାରେ ମନ୍ଦିର ପରିଦର୍ଶନ କରିଥିବା ପ୍ରକାଶ କରିଥିଲେ। ଏହି ପରିଦର୍ଶନ ବେଳେ ମନ୍ଦିର ପରିଚାଳନା କମିଟି ତରଫରୁ ଗୌରାଙ୍ଗ ନାୟକ, ବିଜୟ କୁମାର ମିଶ୍ର, ଦେବେଶ ଦେଶାଇ, ପ୍ରମୋଦ ବିଶି, ସୁବାସ ଭୋଇ ପ୍ରମୁଖ ଉପସ୍ଥିତ ରହି ଶ୍ରୀ ଜେନାଙ୍କୁ ମନ୍ଦିର ସ୍ଥାପନା ଇତିହାସ ଓ ସରକାରୀ ପଞ୍ଜିକରଣ ବିଷୟରେ ସୂଚନା ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   11-Mar-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   11-Mar-2026
  ଜିଲ୍ଲା  
ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   10-Mar-2026
  ଜିଲ୍ଲା  
*ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   10-Mar-2026
  ଜିଲ୍ଲା  
ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   10-Mar-2026
  ଜିଲ୍ଲା  
ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    10-Mar-2026
  ଜିଲ୍ଲା  
୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   10-Mar-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   10-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   10-Mar-2026
  ଜିଲ୍ଲା  
*କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   10-Mar-2026
  ଜିଲ୍ଲା  
ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   10-Mar-2026
  ରାଜ୍ୟ  
ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   10-Mar-2026

You Might Also Like