-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||     

HOME   ଜିଲ୍ଲା

ପୁଣି ରକ୍ତରଞ୍ଜିତ ହେବ ସୁଲିଆ ପୀଠ, ଆସନ୍ତା ୧୯ରେ ବଲାଙ୍ଗିରରେ ପାଳନ ହେବ ପ୍ରସିଦ୍ଧ ସୁଲିଆ ଯାତ୍ରା

12-Jan-2021



ବଲାଙ୍ଗିର (ପ୍ରେରଣା ଖବର): ବଲାଙ୍ଗୀରରେ  ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରା ଗାଁରେ ଆସନ୍ତା ୧୯ରେ ପ୍ରସିଦ୍ଧ ସୁଲିଆ ଯାତ୍ରା ସମ୍ପନ୍ନ ହେବ । ଏ ନେଇ ଆଜି ଶୁଲିଆ ଯାତ୍ରା କମିଟୀ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । କାହିଁ କେତେ କାଳରୁ ପ୍ରତି ବର୍ଷ ପୌଷ ମାସର ପ୍ରଥମ ମଙ୍ଗଳବାର ଦିନ ସୁଲିଆ ଯାତ୍ରା ପାଳନ କରାଯାଇଥାଏ । ପ୍ରଶାସନ ପକ୍ଷରୁ ବ୍ୟାପକ ସଚେତନତା ସତ୍ତ୍ବେ ଶୁଲିଆ ପୀଠରେ ହଜାର ହଜାର ସଂଖ୍ୟ‌ାରେ ପଶୁପକ୍ଷୀଙ୍କୁ ବଳି ପଡ଼ିଥାଏ । କରୋନା ମହାମାରୀ ସମୟରେ ଯାତ୍ରା ପଡୁଥିବାରୁ କୋଭିଡ କଟକଣା ମାନି ସୁଲିଆ ଯାତ୍ରା ପାଳନ କରିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି । କରୋନା ଯୋଗୁଁ ଏଥର ପ୍ରଥମ ଥର ପାଇଁ ମୀନାବଜାର,ଦୋକାନ ବଜାରକୁ ଯାତ୍ରାରେ ବାରଣ କରାଯାଇଛି । ଭକ୍ତମାନଙ୍କୁ ମାସ୍କ ପିନ୍ଧି ସୁଲିଆ ବୁଢାଙ୍କ ଆଶିର୍ବାଦ ନେବା ସହିତ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ପଡିବ ବୋଲି ଯାତ୍ରା କମିଟି ନିଷ୍ପତ୍ତି ନେଇଛି । ଏସବୁ ଭିତରେ କିନ୍ତୁ ପୂର୍ବ ବର୍ଷ ମାନଙ୍କ ଭଳି କନ୍ଧ ଆଦିବାସୀଙ୍କ ପ୍ରଥା ପରମ୍ପରା ଅନୁଯାୟୀ ପଶୁ ପକ୍ଷୀଙ୍କ ବଳି ଦେବାକୁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ସୁଲିଆ ଯାତ୍ରା ସମୟରେ ଦେହେରୀ, ପୂଜକ ତଥା ବଳି ଦେଉଥିବା ବ୍ୟକ୍ତି କପଡା ଜିନିଷ ପିନ୍ଧନ୍ତି ନାହିଁ । ବକ୍କଳ ଧାରଣ କରନ୍ତି । ତେଣୁ ସେମାନେ ମାସ୍କ ପିନ୍ଧିବେ ନାହିଁ, ଅନ୍ୟମାନେ ମାସ୍କ ପିନ୍ଧି ଯାତ୍ରାରେ ସାମିଲ ହେବେ । ଯାତ୍ରା କମିଟି ପ୍ରସ୍ତୁତି ବୈଠକ ସାରି ଥିବା ବେଲେ ପୋଲିସ ପ୍ରଶାସନ ତରଫରୁ ଏ ପର୍ଯ୍ୟନ୍ତ କୌଣସି ବୈଠକ କରାଯାଇନାହିଁ । ତେଣୁ ପ୍ରଶାସନ ସୁଲିଆ ଯାତ୍ରାକୁ ଅନୁମତି ଦେଉଛି ନା ନାହିଁ ତାହା ଦେଖିବା ବାକି ରହିଲା  ?  ଯଦି ଅନୁମତି ଦେବ, ତେବେ କଣ ସବୁ କଟକଣା ଲାଗିବ ? ପୁଲିସ ପ୍ରଶାସନର କଟକଣାକୁ ଆଦିବାସୀ ମାନେ ମାନିବେ ନା ନାହିଁ, ତାହା ପରେ ଜଣା ପଡ଼ିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026

You Might Also Like