-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜୁଡିସିଆଲ ଏକାଦଶ 

23-Jan-2025



ବଲାଙ୍ଗୀର, ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟେଡିୟମ୍ ଠାରେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜୁଡିସିଆଲ୍ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା । ଟସ୍ ଜିଣି ପ୍ରଥମେ ଜୁଡିସିଆଲ ଏକାଦଶ ବେଟିଂ ଆରମ୍ଭ କରିଥିଲା । ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଡ. ପବିତ୍ର ସାମଲଙ୍କ ଅଧିନାୟକତ୍ୱରେ ଖେଳ ଆରମ୍ଭ ହୋଇଥିଲା । ନିର୍ଦ୍ଧାରିତ ୧୫ ଓଭରରେ ଜୁଡିସିଆଲ୍ ଏକାଦଶ ୧୫୩ ରନ୍ କରିଥିଲା । ଏହାର ଜବାବରେ ଓକିଲ ସଂଘ ଏକାଦଶ ମାତ୍ର ୬୫ ରନ୍ କରି ୮୮ରନ୍ ରେ ପରାସ୍ତ ହୋଇଥିଲା । ଜିଲ୍ଲା ଓକିଲ ସଂଘର ସଭାପତି ଅମରେଶ ତ୍ରିପାଠୀ ଅଧିନାୟକ ଦାୟିତ୍ୱ ତୁଲାଇ ଥିଲେ । ରୂପକ ବରାଳ କ୍ରିକେଟ ମ୍ୟାଚ୍ ର ଧାରାବିବରଣୀ ପ୍ରଦାନ କରିଥିଲେ । ଡିଷ୍ଟିକ୍ଟ ଏଥିଲେଟିକ୍ ଏସୋସିଏସନ୍ ର ସଂପାଦକ ହରିନାରାୟଣ ପୂଝାରୀ ଏଥିରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ବିଜେତା ଜୁଡିସିଆଲ ଏକାଦଶ ଓ ରନରର୍ସଅଫ୍ ଦଳ ଜିଲ୍ଲା ଓକିଲ ସଂଘକୁ ପୁରସ୍କୃତ କରିଥିଲେ । ଓକିଲ ସଂଘ ପକ୍ଷରୁ ସାଇରାଜ ପତି ଓ ମହିଳା ଦଳରୁ ସବିତାରାଣୀ ମିଶ୍ର ବେଷ୍ଟ ପ୍ଲେୟାର ଭାବରେ ପୁରସ୍କୃତ ହୋଇଥିଲେ । ଜୁଡିସିଆଲ୍ ଏକାଦଶ ତରଫରୁ ଆକାଶ ତ୍ରିପାଠୀଙ୍କୁ ଟ୍ରଫି ପ୍ରଦାନପୂର୍ବକ ମେନ୍ ଅଫ୍ ଦ ମ୍ୟାଚ୍ ଘୋହଣ କର।।ଯାଇଥିଲେ । ଏଥିରେ ଜିଲ୍ଲା ଓକିଲ ସଂଘର ବହୁ ସଭ୍ୟସଭ୍ୟ।। ଓ ଜୁଡିସିଆଲ ଷ୍ଟାଫ୍ ଯୋଗ ଦେଇ ଖେଳକୁ ଉପଭୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like