-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||     

HOME   ଜିଲ୍ଲା

ପରାକ୍ରମ ଦିବସରେ ଦୁଇ ଜାତୀୟ ବୀରଙ୍କ ଜୟନ୍ତୀ ପାଳନ

23-Jan-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ) 
ଆଜି ହେଉଛି ପରାକ୍ରମ ଦିବସ ।ଏହି ଦିବସରେ ଦୁଇ ଜଣ ଜାତୀୟ ବୀର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏ ଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇ ଯାଇଛି ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ପରିସରରେ। ଅନୁଷ୍ଠାନ ର ସଭାପତି ଡ.ପ୍ରଫୁଲ୍ଲ କୁମାର ରଥଙ୍କ ସଭାପତିତ୍ବରେ ଆୟୋଜିତ ଏକ ସାଧାରଣ ସଭାରେ ସଂପାଦକ ସନ୍ତୋଷ କୁମାର ଷଡଙ୍ଗୀ ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ଓ ଦୁଇ ବରପୁତ୍ର ଙ୍କ ଫଟୋଚିତ୍ର ରେ ପୁଷ୍ପ ମାଲ୍ୟାର୍ପଣ କରା ଯାଇଥିଲା । ବରିଷ୍ଠ ସଦସ୍ୟ ଭୂଷଣ କୁମାର ପାତ୍ର ନେତାଜୀଙ୍କ ସ୍ମୃତି ଚାରଣ କରି ସେ ଜଣେ ଅଗ୍ରଣୀ ସ୍ବାଧୀନତା ସଂଗ୍ରାମୀ ଏବଂ ତାଙ୍କର କାଳଜୟୀ ସ୍ବର"ମୋତେ ରକ୍ତ ଦିଅ ମୁଁ ତୁମକୁ ସ୍ବାଧୀନତା ଦେବି" ଆହ୍ବାନ ରେ ଉଦ୍‌ବୁଦ୍ଧ ହୋଇ ଯୁବ ଗୋଷ୍ଠୀ ଭାରତର ସ୍ବାଧୀନତା ସଂଗ୍ରାମରେ ନିଜକୁ ସମର୍ପିତ କରିଥିଲେ ବୋଲି ମତ ବ୍ୟକ୍ତ କରିଥିଲେ।ଠିକ୍ ସେହିପରି ବୀର ସୁରେନ୍ଦ୍ର ସାଏ ଙ୍କ ପବିତ୍ର ଜନ୍ମ ତିଥି ରେ ତାଙ୍କର ସ୍ମୃତି କୁ ଉଖାରି ଥିଲେ ଅନୁଷ୍ଠାନର ସଦସ୍ୟ ଗୋପୀନାଥ ମହାକୁର । ଇଂରେଜ ସରକାରଙ୍କ ବିରୁଦ୍ଧରେ ଦୀର୍ଘ ୨୦ ବର୍ଷ ସଶସ୍ତ୍ର ସଂଗ୍ରାମ କରି ଗରିଲା ରଣନୀତି ଆପଣେଇ ଥିଲେ ବୀର ଯୋଦ୍ଧା । ମାଁ ମାଟି ପାଇଁ ଏମାନଙ୍କ ଅବଦାନ ଅତୁଳନୀୟ ବୋଲି ଶ୍ରୀ ମହାକୁର ପ୍ରକାଶ କରିଥିଲେ । ସଦସ୍ୟ ସୈ।ମିତ୍ରୀ ମେହେର ସ୍ବାଗତ କରିଥିବା ବେଳେ ଡ.ଦ୍ବିତୀକୃଷ୍ଣ ପଣ୍ଡା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଅନୁଷ୍ଠାନ ର ସଦସ୍ୟ ବଳରାମ କାଣ୍ଡ, ନାରାୟଣ ପ୍ରସାଦ ନାୟକ,ଅକ୍ରୂର ଦନ୍ତା ପ୍ରମୁଖ ଉପସ୍ଥିତ ଥିଲେ ।ଶେଷରେ ସୁରୁ ସାହୁ ବନ୍ଦେ ମାତରଂ ଗାନ କରାଇବା ପରେ କୋଷାଧ୍ୟକ୍ଷ ଦୟାନିଧି ହୋତା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026

You Might Also Like