-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରର ପୁରାତନ ଛାତ୍ର ଏକତ୍ରି କରଣ

23-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଦିବସ ଉପଲକ୍ଷେ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରର ପୁରାତନ ଛାତ୍ର ଏକତ୍ରି କରଣ ସଭା  ଅନୁଷ୍ଠିତ ହୋଇ ଯାଇଛି । ଉକ୍ତ ସଭାରେ ସଂକୁଳ ପ୍ରମୁଖ ଡ଼ଃ.ଦ୍ଵାଦଶ କୁମାର ପଧାନ, ସମ୍ପାଦକ ଶ୍ରୀଯୁକ୍ତ ଜନକ ଲାଲ ମେହେର,ଉପ ସଭାପତି ଶ୍ରୀଯୁକ୍ତ ଗୋପାଳ ପ୍ରସାଦ ମିଶ୍ର,ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ, ପୂର୍ବ ଛାତ୍ର ସଂସଦର ସଭାପତି ଶ୍ରୀଯୁକ୍ତ ପ୍ରିତେଶ ବହିଦାର,ସମ୍ପାଦକ ଶ୍ରୀଯୁକ୍ତ ହିତେଶ କୁମାର ଅଗ୍ରୱାଲ ପ୍ରମୁଖ ମଞ୍ଚାସୀନ ଥିଲେ ।  ଭଉଣୀ ମାନଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ଗାନ ପରେପରେ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ଅତିଥି ପରିଚୟ , ସ୍ଵାଗତ ଭାଷଣ  ଓ ଉଦ୍ଦେଶ୍ୟ କଥନ  କରିଥିଲେ । ବୀର ସୁରେନ୍ଦ୍ର ସାଏ ଓ ସୁବାଷ ଚନ୍ଦ୍ର ବୋଷଙ୍କ ବିଷୟରେ ପୁରାତନ ଛାତ୍ର ସଂସଦର ସଦସ୍ୟ  ହିତେଶ ରଞ୍ଜନ ମେହେର ବୌଦ୍ଧିକ ପ୍ରଦାନ କରିଥିଲେ । ନୂତନ ଛାତ୍ର ସଂସଦର ସଭାପତି ଭାବରେ ଗୁଣନିଧି ପଟେଲ, ଉପସଭାପତି ସୁରଜ ଅଗ୍ରୱାଲ,ସଂପାଦକ ଅଜୟ ଅଗ୍ରୱାଲ, ଯୁଗ୍ମ ସମ୍ପାଦକ ଡ଼ାଃ ଭରତ ସାହୁ, କୋଷାଧ୍ୟକ୍ଷ ସୁଶୀୱ କୁମାର ଅଗ୍ରୱାଲ,ସଦସ୍ୟା ମଧୁସ୍ମିତା ଦୋରା (ଆଡ଼ଭୋକେଟ୍) ଓ ସ୍ଵାତୀ ସାହୁ, ଉପଦେଷ୍ଟା ମଣ୍ଡଳୀର ସଦସ୍ୟ ଶାନ୍ତାନୁ ତ୍ରିପାଠୀ, ପ୍ରିତେଶ ବହିଦାର, ସୁନୀଲ ଅଗ୍ରୱାଲ, ଶୁଭମ ପଟ୍ଟନାୟକଙ୍କୁ  ଶ୍ରୀଯୁକ୍ତ ପ୍ରିତେଶ ବହିଦାର ନୂତନ ଦାୟିତ୍ୱ ହସ୍ତାନ୍ତର କରିଥିଲେ । ଡଃ. ଦ୍ଵାଦଶ କୁମାର ପଧାନ ନୂତନ ଛାତ୍ର ସଂସଦର ସଦସ୍ୟମାନଙ୍କୁ ମାର୍ଗଦର୍ଶନ କରିଥିଲେ । ଭକ୍ତ କାର୍ଯ୍ୟକ୍ରମରେ ଅନେକ ପୁରାତନ ଛାତ୍ରଛାତ୍ରୀ ଉପସ୍ଥିତ ରହି ସଭାକୁ ଆଗେଇ ନେଇଥିଲେ । ଶେଷରେ  ସମ୍ପାଦକ ଶ୍ରୀଯୁକ୍ତ ଜନକ ଲାଲ ମେହେର ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ଗୁରୁଜୀ ଗୁରୁମାଁ ଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like