-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||     

HOME   ଜିଲ୍ଲା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ରଛାତ୍ରୀଙ୍କ ଏନ ଆର ଟି ଏସ ପରୀକ୍ଷାରେ ସଫଳତା

24-Jan-2025



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ ) ଚଳିତ ଶିକ୍ଷାବର୍ଷ ୨୦୨୪–୨୫ ସରକାରୀ ବୃତ୍ତି ପରୀକ୍ଷାରେ ୯ ମ ଶ୍ରେଣୀ ଛାତ୍ର ଛାତ୍ରୀଙ୍କ ଏନ ଆର ଟି ଏସ ପରୀକ୍ଷା ଫଳାଫଳ ଶିକ୍ଷା ବିଭାଗ  ଦ୍ଵାରା ଘୋଷଣା କରାଯାଇଛି। ଉକ୍ତ ପରୀକ୍ଷାରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ମହକୁମା ସ୍ଥିତ ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର  ନବମ ଶ୍ରେଣୀର  ସାତ ଜଣ ଛାତ୍ରଛାତ୍ରୀ ବୃତ୍ତି ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା

ଯୋଗୁଁ ସମଗ୍ର ଜିଲ୍ଲାର ଶିକ୍ଷାନୁଷ୍ଠାନ ମାନଙ୍କ ମଧ୍ୟରେ ଚହଳ ସୃଷ୍ଟି କରିଛି l ବୃତ୍ତି ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନେ ହେଲେ ଅଭିଷେକ ମହାପାତ୍ର, ପ୍ରତ୍ୟାଶା ପ୍ରିୟଦର୍ଶିନୀ ସାହୁ, ଶକ୍ତିମାନ ବେହେରା, ସ୍ମୃତି ଆଞ୍ଚଲ ଦିଗାଲ, ସୋମ୍ୟା ପ୍ରିୟ ଦର୍ଶନି ମୁଖୀ, ନନ୍ଦିତା ମଲ୍ଲିକ, ନମ୍ରତା ପ୍ରଧାନ ପ୍ରମୁଖ କୃତିତ୍ଵ  ହାସଲ କରି ଶିଶୁ ବିଦ୍ୟାମନ୍ଦିର କୁ ଗୌରବାନିତ୍ୱ କରିଛନ୍ତି। । ଉକ୍ତ କୃତି ଛାତ୍ରଛାତ୍ରୀ ମାନଙ୍କ ପ୍ରଛଦ ପଟରେ ଥିବା ଶୁଭେଚ୍ଛୁ, ଆଚାର୍ଯ୍ୟ, ଆଚାର୍ଯ୍ୟା, ଅଭିଭାବକ, ମହଲ ତଥା ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ରାଜେନ୍ଦ୍ର କୁମାର ପାଢ଼ୀଙ୍କୁ ପରିଚାଳନା ସମିତି ସହିତ ଉକ୍ତ ଛାତଛାତ୍ରୀଙ୍କ ଉତ୍ତରୋତ୍ତର ଉନ୍ନତି କାମନା କରାଯାଇଛି। ପ୍ରକାଶ ଥାଉ କି ଏହି ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା ବାଟିକା ଠାରୁ ଆରମ୍ଭ କରି ବିଦ୍ୟା ମନ୍ଦିର ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ପାଠ୍ଯ ଗତ ଶିକ୍ଷା ସହିତ ଶାରୀରିକ, ନୈତିକ,  ବୌଦ୍ଧିକ ଓ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଶିକ୍ଷା ପ୍ରଦାନ କରାଯାଇଥାଏ l ତେଣୁ ପ୍ରତି ବର୍ଷ ଏହି ଅନୁଷ୍ଠାନ ସମଗ୍ର ଜିଲ୍ଲାରେ ବୃତ୍ତି ପାଇବା ସହିତ ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ଲାଭ କରିବା ସହ ଅଧିକ ଏ୧ ନମ୍ବର ରଖି କୃତକାର୍ଯ୍ୟ ହେଉଛନ୍ତି ବୋଲି ମତ ପ୍ରକାଶ ପାଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026

You Might Also Like