-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||     

HOME   ଜିଲ୍ଲା

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରରେ ବୀର ସୁରେନ୍ଦ୍ର ସାଏ ଓ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ

24-Jan-2025



ପଦ୍ମପୁର (ପ୍ରେରଣା ଖବର )
 ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରରେ ବୀର ସୁରେନ୍ଦ୍ର ସାଏ ଓ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ ହୋଇଯାଇଛି ।ସକାଳ ପର୍ଯ୍ୟାୟରେ ଦୁର୍ବାଦଳ ସାହୁ,ଥବିର ଡନସନା, ଦିନବନ୍ଧୁ ଦେହେରୀ, ସ୍ନିଗ୍ଧା ହାତୀ ପ୍ରମୁଖ ନେତାଜୀ ଓ ସୁରେନ୍ଦ୍ର ସାଏ ଙ୍କ ବିଷୟରେ  ବୌଦ୍ଧିକ ପ୍ରଦାନ କରିଥିଲେ । ମନ୍ଦାକିନୀ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ। ଶିଶୁ ମନ୍ଦିର ବିଭାଗରେ। ରଞ୍ଜିତା ଗୁରୁମା ସଂଯୋଜନା କରିଥିବା ବେଳେ ନରେନ୍ଦ୍ର କୁମ୍ଭାର ଓ ହରି ସାହୁ ବୌ ଦ୍ଧିକ ପ୍ରଦାନ କରିଥିଲେ। ବିଦ୍ୟାମନ୍ଦିର ରେ ପ୍ରଧାନ ଆଚାର୍ଯ୍ୟ ତଥା ସଂକୁଳ ସଂଯୋଜକ ଶ୍ରୀଯୁକ୍ତ ଚ୍ୟୈତନ୍ୟ ଭୋଇ ଅତିଥିମାନଙ୍କ ପରିଚୟ ପ୍ରଦାନ କରିବା ସହିତ ସ୍ଵାଗତ ଭାଷଣ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।  ନବମ ଶ୍ରେଣୀର ଭାଇ ସିଦ୍ଧାର୍ଥ ଶେଖର ସାହୁ ଉକ୍ତ ଜୟନ୍ତୀ ବିଷୟରେ କହିଥିଲେ । ହୁତାସନ ପାଣ୍ଡେ ଗୁରୁଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ବିଷୟରେ ଓ ରଜତ ସାହୁ ଗୁରୁଜୀ ବୀର ସୁରେନ୍ଦ୍ର ସାଏଙ୍କ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମିନତୀ ମେହେର ଗୁରୁମା ସଂଯୋଜନା କରିଥିଲେ । ବିଦ୍ୟାମନ୍ଦିର ପ୍ରମୁଖ ଦେବରାଜ ଡନସନା  ଗୁରୁଜୀ ଧନ୍ୟବାଦ ଦେଇଥିଲେ । ସମସ୍ତ ଗୁରୁଜୀ ଗୁରୁମାମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026

You Might Also Like