-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||     

HOME   ଜିଲ୍ଲା

ଆଦିବାସୀ ଉଚ୍ଚ ବିଦ୍ୟାଳୟ ନୁଆଁପାଲି ର ୩୫ତମ ବାର୍ଷିକୋତ୍ସବ

24-Jan-2025



 କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ବ୍ଲକ ଆଦିବାସୀ ଉଚ୍ଚ ବିଦ୍ୟାଳୟ ନୁଆଁପାଲିର ୩୫ତମ ବାର୍ଷିକୋତ୍ସବ ବିଦ୍ୟାଳୟର ଜାଗୃତି ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି l ପ୍ରଧାନଶିକ୍ଷକ ଅନନ୍ତ ଚରଣ କ୍ଷେତୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ ଡାଙ୍ଗ ମୁଖ୍ୟ ଅତିଥି, ଜିଲା ଜ୍ୱର୍ଣ୍ଣାଲିଷ୍ଟ ଫୋରମ ସଭାପତି ଦିବ୍ୟଶଙ୍କର ରାଉତ ମୁଖ୍ୟବକ୍ତା, ସମ୍ମାନିତ ଅତିଥି ଭାବରେ ଜିଲାପାଳ ସୁବ୍ରତ କୁମାର ପଣ୍ଡା,ପୂର୍ବତନ କଣ୍ଟାମାଳ ବିଧାୟକ ମହୀଧର ରଣା, ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଘନଶ୍ୟାମ ମେହେର, ସ୍କୁଲ ସଭାପତି କରୁଣାକର ସାହୁ, ଶିକ୍ଷାବିତ ନୀଳାଞ୍ଚଳ ଭୋଇ, କଣ୍ଟାମାଳ ବ୍ଲକ ଉପାଧ୍ୟକ୍ଷ ମହେନ୍ଦ୍ର ରଣା, ଜିଲା ପରିଷଦ ସଦସ୍ୟା ସୁମିତ୍ରା ସାହୁ, କୁଳୁତାଜୋର ସରପଞ୍ଚ ଚୁମକି ଭୋଇ, ମୋ ସ୍କୁଲ ସଭାପତି ପ୍ରେମରାଜ ରଣା ପ୍ରମୁଖ ଯୋଗଦେଇ ଯେଉଁ ଅଂଚଳର ଶିକ୍ଷା ଯେତେ ଉନ୍ନତ ସେ ଅଂଚଳ ସେତେ ବିକଶିତ ବୋଲି ବକ୍ତାମାନେ କହିଥିଲେ l ସହକାରୀ ଶିକ୍ଷକ ଗୋବର୍ଦ୍ଧନ ପ୍ରଧାନ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିବାବେଳେ ଶିକ୍ଷକ ଭବାନୀ ଶଙ୍କର ପାଣିଗ୍ରାହୀ ମଞ୍ଚ ପରିଚାଳନା ଓ ଶିକ୍ଷକ ଜବରସିଂ ବନଛୋର ଧନ୍ୟବାଦ ଦେଇଥିଲେ l ଏହି ଅବସରରେ ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯାଇଥିଲା l ପରେ ଶଶୀଭୂଷଣ ପ୍ରଧାନଙ୍କ ସଂଯୋଜନାରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା l ସମସ୍ତ ଶିକ୍ଷକ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026

You Might Also Like