-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ଜିଲ୍ଲା

ନୁଅପାଲି ଆଦିବାସୀ ଉଚ୍ଚ ବିଦ୍ୟାଳୟ ର ୩୫ ତମ ବାର୍ଷିକ ଉତ୍ସବ ପାଳିତ

24-Jan-2025



ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ୍,କୁଲତାଜୋର୍ ପଞ୍ଚାୟତ ଅନ୍ତର୍ଗତ ନୁଆପାଲି ଗ୍ରାମରେ ଥିବା ଆଦିବାସୀ ଉଚ୍ଚ ବିଦ୍ୟାଳୟ ର ସାଂସ୍କୃତିକ ମଣ୍ଡପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ୩୫ ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି।ଦିବସବ୍ୟାପି କାର୍ଯ୍ୟକ୍ରମରେ ପ୍ରଥମେ ମଶାଲ ଯାତ୍ରା ସହ ପ୍ରଥମ ଅଧିବେଶନ ପୂର୍ବାହ୍ନ ୧୧ ଘଣ୍ଟା ସମୟରେ ସ୍କୁଲ ପରିସରରେ ଆରମ୍ଭ ହୋଇଯାଇଥିଲା।ସନ୍ଧ୍ୟା ୬ ଘଣ୍ଟା ସମୟରେ ଦ୍ଵିତୀୟ ଅଧିବେଶନ ରେ ମୁଖ୍ୟ ଅତିଥି ଙ୍କ କରକମଳରେ ବିଦ୍ୟାଳୟ ପରିସରରେ ସଂସ୍କୃତି ମଣ୍ଡପ ର ଭିତ୍ତପ୍ରସ୍ତର ସ୍ଥାପନ, ବାର୍ଷିକୋତ୍ସବ ପାଳନ,ସମ୍ବର୍ଦ୍ଧନା ଜ୍ଞାପନ   ପୁରସ୍କାର ବିତରଣ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା 
ମୁଖ୍ୟ ଅତିଥି ଭାବେ କଣ୍ଟାମାଳ ବିଧାୟକ ମାନ୍ୟବର ଶ୍ରୀଯୁକ୍ତ କହ୍ନେଇ ଡାଙ୍ଗ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଶ୍ରୀଯୁକ୍ତ ମହିଧର ରଣା ପୂର୍ବତନ ବିଧାୟକ କଣ୍ଟାମାଳ,ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା, ଜିଲ୍ଲାପାଳ, ବୌଦ୍ଧ,ଶ୍ରୀଯୁକ୍ତ ଶଙ୍କର୍ଷଣ ପ୍ରଧାନ,ଅଧ୍ୟକ୍ଷ ଜିଲ୍ଲା ପରିଷଦ,ଶ୍ରୀଯୁକ୍ତ ଗେନ୍ଦେରା କୁଜୁର,ଜିଲ୍ଲା ଶିକ୍ଷା ଅଧିକାରୀ, ବୌଦ୍ଧ,ଶ୍ରୀଯୁକ୍ତ ସନୋଜ୍ କୁମାର ସେଠୀ, ଗୋଷ୍ଠୀ ଶିକ୍ଷା ଅଧିକାରୀ, କଣ୍ଟାମାଳ,ଶ୍ରୀମତୀ ସୁମିତ୍ରା ସାହୁ,ସଭ୍ୟା ଜିଲ୍ଲା ପରିଷଦ ଜୋନ୍ -୧, ଶ୍ରୀଯୁକ୍ତ ମହେନ୍ଦ୍ର ରଣା,ଉପାଧ୍ୟକ୍ଷ ପଞ୍ଚାୟତ ସମିତି କଣ୍ଟାମାଳ, ଶ୍ରୀମତୀ ଚୁମକି ଭୋଇ,ସରପଞ୍ଚ କୁଳତା ଜୋର୍ ଗ୍ରାମ ପଞ୍ଚାୟତ, ଶ୍ରୀଯୁକ୍ତ କରୁଣାକର ସାହୁ,ସଭାପତି ବିଦ୍ୟାଳୟ ପରିଚାଳନା କମିଟି, ଶ୍ରୀଯୁକ୍ତ ଦିବ୍ୟ ଶଙ୍କର ରାଉତ,ଉପଦେଷ୍ଟା ଆଦିବାସୀ ଉଚ୍ଚ ବିଦ୍ୟାଳୟ ଏବଂ ଶ୍ରୀଯୁକ୍ତ ଅନନ୍ତ ଚରଣ କ୍ଷେତି,ପ୍ରଧାନ ଶିକ୍ଷକ ଆଦିବାସୀ ଉଚ୍ଚ ବିଦ୍ୟାଳୟ ନୁଆପାଳି ପ୍ରମୁଖ ମଞ୍ଚାସୀନ ଥିଲେ।ବିଦ୍ୟାଳୟର ବର୍ତ୍ତମାନ ଏବଂ ଭବିଷ୍ୟତ ସମ୍ପର୍କରେ ଆଲୋକପାତ କରିଥିଲେ।ବୌଦ୍ଧ ଜିଲ୍ଲା ର ଉପାନ୍ତ ଅଞ୍ଚଳରେ ପ୍ରାକୃତିକ ମନୋରମ ପରିବେଶ ମଧ୍ୟରେ ଦୀର୍ଘ ୩୫ ବର୍ଷ ଧରି ସ୍କୁଲ ର ପରିବେଶ କୁ ସ୍ୱଚ୍ଛ ଏବଂ ମନୋଲୋଭା କରି ଗଢି ତୋଲିଥିବା ସେହି ବିଶ୍ଵକର୍ମା ମାନଙ୍କ ପ୍ରତି କୃତଜ୍ଞତା ଜଣାଇଥିଲେ।ଏହି ସ୍କୁଲ ର ମନୋରମ ପରିବେଶ ପାଇଁ ପ୍ରକୃତି ମିତ୍ର,ପ୍ରକୃତି ବନ୍ଧୁ ଭଳି ପୁରସ୍କାର ପ୍ରାପ୍ତ କରିଥିବା ବେଳେ,ଶିକ୍ଷା ପ୍ରଦାନ ରେ ଶିକ୍ଷକ ମାନଙ୍କ ଭୂମିକା ଗୁରୁତ୍ଵପୂର୍ଣ୍ଣ।ଏଣୁ ଉତ୍ତମ ମାନର ଶିକ୍ଷା ପ୍ରଦାନ ପାଇଁ ବିଦ୍ୟାଳୟ ବହୁବାର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ରେ ପୁରସ୍କୃତ ହୋଇ ସରିଛି।ବିଦ୍ୟାଳୟ କୁ ପ୍ରବେଶ କଲେ କେଉଁ ସୁନ୍ଦର୍ ବାଟିକା ଯେଉଁଠି ବୃକ୍ଷ ଏବଂ ପୁଷ୍ପ ର ସମାହାର ରେ ଭରପୁର ଥିବା ଏକ ସୋନ୍ଦର୍ଯ୍ୟ ର ସ୍ବର୍ଗ ଭଳି ପ୍ରତିତ ହୁଏ।ସାଂସ୍କୃତିକ ସନ୍ଧ୍ୟାରେ ବିଦ୍ୟାଳୟ ର ଛାତ୍ର/ଛାତ୍ରୀ ମାନଙ୍କ ଦ୍ଵାରା ଉଚ୍ଚକୋଟୀର ଗୀତି ନାଟ୍ୟ ନୃତ୍ୟ ନାଟ୍ୟ,କାଳୀୟ ଦଳନ,ଆଦିବାସୀ ବିବାହ ପରମ୍ପରା,ରାଧା କୃଷ୍ଣ ରାସ ଇତ୍ୟାଦି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ଚିତ୍ତାକର୍ଷକ ଥିଲା।୩୫ ତମ ବାର୍ଷିକ ଉତ୍ସବ ଦିବସବ୍ୟାପି ପାଳିତ ହୋଇଥିଲା। ସନ୍ଧ୍ୟା କାର୍ଯ୍ୟକ୍ରମ ରେ ଅତିଥି ମାନଙ୍କ ଦ୍ଵାରା ମଞ୍ଚ ପୂଜନ ହୋଇଥିଲା ସ୍କୁଲ ର ଛାତ୍ର/ଛାତ୍ରୀ ମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରି ଉପସ୍ଥିତ ସମସ୍ତ ଙ୍କ ମନ ମୋହି ନେଇଥିଲେ।ଅତିଥି ମାନଙ୍କୁ ମଞ୍ଚାସୀନ କରି ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।ଅତିଥି ପରିଚୟ ପ୍ରଦାନ ଭବାନୀ ଶଙ୍କର ପାଣିଗ୍ରାହୀ କରିଥିବା ବେଳେ ଶିକ୍ଷକ ଜବର ସିଂ ବଞ୍ଛୋର୍, ଶଶୀ ଭୂଷଣ ପ୍ରଧାନ ଏବଂ ନୃତ୍ୟ ଗୁରୁ ସତ୍ୟ ନାରାୟଣ ବାଗ ସାଂସ୍କୃତିକ ମଞ୍ଚ ପରିଚାଳନା

କରିଥିଲେ।ନୃତ୍ୟ ଗୁରୁ ସତ୍ୟ ନାରାୟଣ ବାଗ,ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କୁ ଚମତ୍କାର ନୃତ୍ୟ ଶିକ୍ଷା ଦେଇଥିବାରୁ ସାଂସ୍କୃତିକ ସନ୍ଧ୍ୟାର କାର୍ଯ୍ୟକ୍ରମ ସଫଳ ହୋଇଥିଲା।ଏଣୁ ବିଦ୍ୟାଳୟ ର ଶିକ୍ଷକ ଏବଂ କାର୍ଯ୍ୟକ୍ରମ ର ଉଦ୍ୟୋକ୍ତା ମାନେ ପ୍ରଶଂସା କରିଥିଲେ।ରୂପ ସାଜସଜ୍ଜା ପାଇଁ ବଲାଙ୍ଗିର ସହରରୁ ମନୋରଞ୍ଜନ (ମନ) ତାଙ୍କ ଟିମ୍ ସହ ପହଞ୍ଚି ସୁନ୍ଦର୍ ସାଜସଜ୍ଜା କରି ଥିବାରୁ ତାଙ୍କୁ ସ୍କୁଲ ତରଫରୁ ପ୍ରଶଂସା କରାଯାଇଥିଲା।କାର୍ଯ୍ୟକ୍ରମ ଶେଷରେ ଜବର ସିଂ ବନଛୋର୍ ସଭା ଏବଂ କାର୍ଯ୍ୟକ୍ରମ କୁ ଧୈର୍ଯ୍ୟ ଧରି ଉପଭୋଗ କରିଥିବା,ଦୂର ଦୁରନ୍ତର ରୁ ଆସିଥିବା ଅନ୍ୟତମ ଅତିଥି,ମୁଖ୍ୟ ଅତିଥି,ସମ୍ମାନିତ ଅତିଥି ତଥା ସ୍କୁଲ ର ସହକର୍ମୀ ବୃନ୍ଦଙ୍କୁ ଧନ୍ୟବାଦ୍ ଦେଇଥିଲେ।ବିଳମ୍ବିତ ରାତ୍ରୀ ପର୍ଯ୍ୟନ୍ତ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଚାଲୁ ରହିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like