-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ଜିଲ୍ଲା

ସରକାରଙ୍କ ପ୍ରୟାସ..... ଘର ଅଗଣାରେ କୁକୁଡ଼ା ପାଳନ ପାଇଁ ସହାୟତା ପ୍ରଦାନ

24-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ସମାଜର ଦୁର୍ବଳ ଶ୍ରେଣୀର ଲୋକଙ୍କୁ ଆର୍ଥିକ ଭାବେ ସ୍ୱାବଲମ୍ବୀ କରାଇବା ପାଇଁ ସରକାରଙ୍କ ବିଭିନ୍ନ ମହତକାଂକ୍ଷୀ ଯୋଜନା ମଧ୍ୟରେ " ବାଡ଼ି ଅଗଣାରେ କୁକୁଡ଼ା ପାଳନ " ହେଉଛି ଏକ ସଫଳ ଯୋଜନା l ଉକ୍ତ ଯୋଜନାରେ ଲାଭାର୍ଥୀ ମାନଙ୍କୁ ମାଗଣା କୁକୁଡ଼ା ଚିଆଁ  ସହିତ ଗୁହାଳ ନିର୍ମାଣ ପାଇଁ ଟଙ୍କା ପ୍ରଦାନ କରାଯାଇଥାଏ l ଏହି ପରିପ୍ରେକ୍ଷୀରେ ବରଗଡ଼ ଜିଲ୍ଲା ବିଜେପୁର ପ୍ରାଣୀ ଚିକିତ୍ସାଳୟ ଠାରେ ଉକ୍ତ ଯୋଜନାର ଶୁଭାରମ୍ଭ  ହୋଇଯାଇଛି l କାର୍ଯ୍ୟକ୍ରମକୁ ବିଜେପୁର ନିର୍ବାଚନ ମଣ୍ଡଳୀର ବିଧାୟକ ବିଧାୟକ ଶ୍ରୀଯୁକ୍ତ ସନତ କୁମାର ଗଡତୀୟା ଉଦଘାଟନ କରି ଚାଷୀମାନଙ୍କୁ କୁକୁଡ଼ା ଚିଆଁ ବଣ୍ଟନ କରିଥିଲେ l ତତ ସଙ୍ଗେ ସଙ୍ଗେ ବିଭାଗର ଅନ୍ୟ ଯୋଜନାଗୁଡିକର କାର୍ଯ୍ୟାନ୍ୱୟନ ଉପରେ ସମୀକ୍ଷା କରିବା ସହିତ ଉପସ୍ଥିତ ଚାଷୀମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ । ଆଜିର କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ବିଜେପୁର ଏନ ଏ ସି ଚେୟାରମ୍ୟାନ ଶ୍ରୀମତୀ ସୀତା ବାରିକ ଯୋଗଦାନ କରିଥିଲେ l ବିଜେପୁର ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀ ଡା ଗିରୀଶ ଚନ୍ଦ୍ର ମାଥୁରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସହକାରୀ ପ୍ରାଣୀ ଚିକିତ୍ସକ ଡା ସଂଯୁକ୍ତା ସାହୁ, ଏମ ଭି ୟୁ ଭି ଏ ଏସ ଡା ଦୀପାଲି ନାଏକ, ବୁଡ଼ାପାଲି ଭି ଟି ଦିଲ୍ଲୀପ କୁମାର ଦେବତା, ବାନ୍ଦୁପାଲି ଭି ଟି ଅଞ୍ଜଳି ପଧାନ ଲାଉମୁଣ୍ଡା ଏଲ ଆଇ ଜ୍ଞାନାନନ୍ଦ ସାହୁ ତଥା ବିଭାଗୀୟ କର୍ମଚାରୀ ସଞ୍ଜୀବ ସାହୁ,ବଳରାମ ପୁରୀ,ବୀରେନ୍ଦ୍ର ସାହୁ, ଗଙ୍ଗାଧର ଦୀପ ପ୍ରମୁଖ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like