-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||     

HOME   ଜିଲ୍ଲା

ବାପୁଜୀ ସ୍ବତନ୍ତ୍ର ବିଦ୍ୟାଳୟରେ ବୀର ସୁରେନ୍ଦ୍ରସାଏ ଏବଂ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତୀ

24-Jan-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ସ୍ଥାନୀୟ ବାପୁଜୀ ସ୍ବତନ୍ତ୍ର ବିଦ୍ଯାଳୟରେ ଦେଶର ଦୁଇ ବୀରପୁତ୍ର ବୀର ସୁରେନ୍ଦ୍ରସାଏ ଏବଂ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇ ଯାଇଛି । ମାନସିକ ଅନଗ୍ରସର ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମେଘନାଦ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ଅଂଚଳର ବିଶିଷ୍ଟ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଡାକ୍ତର ଶକ୍ତି କୁମାର ତ୍ରିପାଠୀ ମୁଖ୍ୟ ଅତିଥ୍ଵ
ଭାବରେ ଯୋଗଦେଇ ଥ୍ଵବାବେଳେ ପାୱାର ଅଫ ଦିବ୍ୟାଙ୍ଗର ଉପ ସଭାପତି ଅଶୋକ ଅଗ୍ରୱାଲ ,ସମାଜସେବୀ ତାରାକାନ୍ତ ସାହୁ,
ବିଦ୍ୟାଳୟର ପରିଚାଳନା କମିଟୀର ବରିଷ୍ଠ ସଦସ୍ୟ ସମାରୁ ପଧାନ, ଦୂରଦର୍ଶନର ରିପୋଟର ତଥା ଗଣଦୃଷ୍ଟି ୟୁଟୁବ ଚେନାଲର ମୁଖ୍ୟ ଉମେଶ ବିଶ୍ବାଳ ,ବଧ୍ର ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ କିଶୋର ଚନ୍ଦ୍ର ସାହୁ ମଞ୍ଚାସିନ ଥୂଲେ । ଫଟୋଚିତ୍ର ସମ୍ମୁଖରେ ଅତିଥିଗଣଙ୍କ ଦ୍ବାରା ପୂଜାର୍ଚ୍ଚନା ଓ ପୁଷ୍ପମାଲ୍ୟ ଅର୍ପଣ ପରେ ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ସାହୁ ଉଦେଶ୍ୟ ଜ୍ଞାପନ , ଅତିଥ୍ଵ ପରିଚୟ ପ୍ରଦାନ ସହ ମହାପୁରୁଷଙ୍କ ସଂଗ୍ରାମୀ ଜୀବନ ବିଷୟରେ ଆଲୋକପାତ କରିଥଲେ । ମୁଖ୍ୟ ଅତିଥ୍ଵ ଡାକ୍ତର ତ୍ରିପାଠୀ ଓଡ଼ିଶାର ମହାନ ସଂଗ୍ରାମୀ ଦ୍ବୟଙ୍କ ତ୍ୟାଗ ବଳିଦାନ କୁ ସ୍ମରଣ କରି ସଂଗ୍ରାମୀ ଜୀବନ ପ୍ରତି ଅନୁପ୍ରାଣିତ ହେବା ଉଚିତ ବୋଲି ନିଜର ମତ ପୋଷଣ କରିଥଲେ । କମିଟି ସଦସ୍ୟ ଶ୍ରୀଯୁକ୍ତ ପଧାନ ଦେଶାତ୍ମବୋଧ ସଂଗୀତ ଗାନକରି ଛାତ୍ର ଛାତ୍ରୀ ଙ୍କୁ ଦେଶ ଭକ୍ତିରେ ଭିଜେଇ ଦେଇଥୁଲେ । ଅନ୍ୟମାନଙ୍କ ମଧ୍ଯରେ ବରିଷ୍ଠ ଶିକ୍ଷକ ନେପାଳ ଦୁଆନ ନିଜର ବକ୍ତବ୍ୟ ରଖ୍ଥ୍ଵବା ବେଳେ ଶିକ୍ଷକ ଦୁଖୀସେବକ ସାହୁ ସାଙ୍କେତିକ ଭାଷା ମାଧ୍ଯମରେ ଛାତ୍ର ଛାତ୍ରୀ ଙ୍କୁ ତଥ୍ୟ ଉପସ୍ଥାପନ କରିଥୁଲେ । ଦୃଷ୍ଟିହୀନ ଛାତ୍ରୀ ମାନେ ସ୍ବାଗତ ସଂଗୀତ ଗାନ କରିଥୁଲେ । ପରିଶେଷରେ କାମଦେବ ବେହେରା ଧନ୍ୟବାଦ ଅର୍ପଣ କରିଥୁଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026

You Might Also Like