-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||     

HOME   ଜିଲ୍ଲା

ପାପଡା ହାଣ୍ଡି ବ୍ଲକ ଗଦବାକତରା ସରକାରୀ ଆଶ୍ରମ ବିଦ୍ୟାଳୟରେ ପ୍ରଥମ ଦିବସ ବାର୍ଷିକ କ୍ରିଡ଼ା ଉତ୍ସବ ଅନୁଷ୍ଠିତ

24-Jan-2025



ନବରଙ୍ଗପୁର (-ମିହିର ଶଙ୍କର ପାତ୍ର,)
ପାପଡା ହାଣ୍ଡି ସରକାରୀ ଆଶ୍ରମ ବିଦ୍ୟାଳୟରେ ଏକ ଦିବସୀୟ ବାର୍ଷିକ କ୍ରିଡା ଉତ୍ସବ ଉଦଘାଟିତ ହୋଇଛି। ସେମଳା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ ସାଗର ମୁଖ୍ୟଅତିଥି ଭାବେ ଯୋଗଦାନ କରି କ୍ରୀଡ଼ା ପତାକା ଉତ୍ତୋଳନ ଓ ଦୀପ ପ୍ରଜ୍ବଳନ କରି କାର୍ଯ୍ୟର ଆରମ୍ଭ କରିଥିଲେ ।ବୈଠକରେ ସଭାପତି ସଂଗ୍ରାମ ସଗରିଆ, ପ୍ରଧାନ ଶିକ୍ଷୟିତ୍ରୀ ସବିତା ମଜୁମଦାର, ସହକାରୀ ଶିକ୍ଷକ ଅସିତ ନାୟକ , ଧନେଶ୍ୱର ନାୟକ, ପିଙ୍କି ସାହୁ , ଚ଼ିତ୍ରସେନ ରାଉତ ,ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।ବି ଏସ ପଦର ବିଦ୍ୟାଳୟ ଖେଳ ଶିକ୍ଷକ ସପନ କୁମାର ବୈରାଗୀ ସମସ୍ତ ପ୍ରତି ଯୋଗିତା କାର୍ଯ୍ୟ କ୍ରମ ପରିଚାଳନା କରିଥିଲେ ।ପିଲାମାନଙ୍କୁ ଦୌଡ଼ ପ୍ରତିଯୋଗିତା, ଉଚ୍ଚ ଡିଆଁ,ଲମ୍ବ ଡିଆଁ,ସଟଫୁଟ,ଭଲିବଲ ,କ୍ରିକେଟ , ରିଙ୍ଗ ବଲ ପ୍ରତିଯୋଗିତା ଜୁନିୟର ଓ ସିନିୟର ଗ୍ରୁପର ରେ କୃତିତ୍ୱ ପିଲାମାନଙ୍କୁ  ପୁରସ୍କାର ବିତରଣ ପାଇଁ ବ୍ୟବସ୍ଥା କରିଥିଲେ ।ବୈଠକରେ ସି .ଆର. ସି .ସି .ବାବୁଲାଲ ପିଲା ମାନକୁ କ୍ରୀଡ଼ା କ୍ଷେତ୍ରରେ ସଫଳତା ପାଇଁ ଉତ୍ସାହ ପ୍ରଦାନରେ ଦୂତୀଚାନ୍ଦ, ଧ୍ୟାନଚାନ୍ଦଙ୍କ କୃତିତ୍ଵ କୁ ମନେପକାର ପ୍ରେରଣାଦାୟକ ବାର୍ତ୍ତା ଦେଇ ଉତ୍ସାହିତ କରିଥିଲେ । ଆଜିର କାର୍ଯ୍ୟକ୍ରମରେ ସହକାରୀ ଶିକ୍ଷକ ଅସିତ ନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ଉତ୍ସବ କୁ ସମାପ୍ତ ପୋଷଣା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026

You Might Also Like