-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

*ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପଶ୍ଚିମ ଓଡ଼ିଶା ଶାଖା ପକ୍ଷରୁ ମାଗଣା ସ୍ବାସ୍ଥ୍ୟ ଚିକିତ୍ସା ଶିବିର ପ୍ରସ୍ତୁତି*

24-Jan-2025



- ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସ୍ୱର୍ଗତ ଜ୍ଞାନୀ ହୋତା ଓ ଚିତ୍ତ ରଞ୍ଜନ ହୋତା ଙ୍କ ସ୍ମୃତି ଉଦ୍ଦେଶ୍ୟରେ ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପଶ୍ଚିମ ଓଡ଼ିଶା ଶାଖା ପକ୍ଷରୁ ଆସନ୍ତା ଜାନୁଆରୀ ୨୬ ସଧାରଣ ତନ୍ତ୍ର ଦିବସ ରେ ମା ସୁରେଶ୍ଵରୀ ଙ୍କ ଠାରେ ପୂଜା ଅର୍ଚ୍ଚନା ପରେ ସୋନପୁର  ଘୋଡା ଘାଟ ପଡ଼ା ( ମହାରଣା ପଡ଼ା) ଠାରେ ଏକ ମାଗଣା ସ୍ବାସ୍ଥ୍ୟ ଚିକିତ୍ସା ଶିବିର ର ଶୁଭାରମ୍ଭ କରାଯିବ l ଏନେଇ ଆଜି ପ୍ରଫେସର୍ ଦତ୍ତେଶ୍ୱର ହୋତା ଙ୍କ ଅଧ୍ୟକ୍ଷତା ରେ ଅବସର ପ୍ରାପ୍ତ ବିଚାରପତି ( ଓଡ଼ିଶା ହାଇକୋର୍ଟ) ଶ୍ରୀ ଚିତ୍ତ ରଞ୍ଜନ ଦାଶ ଙ୍କ ଉପସ୍ଥିତି ରେ ତାଙ୍କ ସୋନପୁର  ବାସ ଭବନ ରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି l ସୁବର୍ଣ୍ଣପୁର ଜିଲ୍ଲା ର ସମସ୍ତ ଅଞ୍ଚଳ ର ଗରିବ ଲୋକ ଙ୍କ ପାଇଁ ମାଗଣା ରେ ପରୀକ୍ଷା ଓ ଚିକିତ୍ସା ର ସୁ - ବ୍ୟବସ୍ଥା କରାଯିବାକୁ ନିଷ୍ପତ୍ତି ହୋଇଛି l ଆସନ୍ତା ୨୬ ତାରିଖ ଦିନ ସୋନପୁର ଘୋଡ଼ା ଘାଟ ପଡ଼ା ରେ ଏହି ମା ଘାର ର ଶୁଭାରମ୍ଭ ହେବ ଏବଂ ପ୍ରଥମେ ତେଲେଣ୍ଡl ଓ ସେଲେଡି ଗାଁ ର ଗରିବ ରୋଗୀ ଙ୍କ ପାଇଁ ଚିକିତ୍ସା ସେବା ଓ ମାଗଣା ଔଷଧ ପ୍ରଦାନ କରାଯିବ l  ପ୍ରତି  ମାସ ଦ୍ବିତୀୟ ଶନିବାର ଓ ରବିବାର ଦିନ ରେ ଏହି ଘୋଡ଼ା ଘାଟ ପଡ଼ା ମା ଘର ସୋନପୁର ରେ ଗରିବ ଶ୍ରେଣୀର ରୋଗୀ ଙ୍କ ପାଇଁ ମାଗଣା ରେ ଚିକିତ୍ସା  ସେବା ଯୋଗାଇ ଦିଆଯିବ ବୋଲି ଡ଼ା .ଦତ୍ତେଶ୍ୱର ହୋତା ପ୍ରକାଶ କରିଛନ୍ତି l ବୈଠକ ରେ ମା ସୁରେଶ୍ଵରୀ ଙ୍କ ଭକ୍ତ ତଥା ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ବୈକୁଣ୍ଠ ଶତପଥି, ପଠାନ କୁମାର ପଣ୍ଡା, ସୈଳେନ୍ଦ୍ର ସାହୁ , ରବି ନାରାୟଣ ମହାପାତ୍ର, ପ୍ରଦୀପ ପୁରୋହିତ, ଅଭ୍ୟାଗତ ମହାପାତ୍ର, ସତ୍ୟ ନାରାୟଣ ତ୍ରୀପାଠୀ , ମନୋରଞ୍ଜନ ତ୍ରୀପାଠୀ ପ୍ରମୁଖ ଯୋଗ ଦେଇ ସ୍ବାସ୍ଥ୍ୟ ସେବା ଉପରେ ବିଭିନ୍ନ ପ୍ରସ୍ତାବ ରଖିଥିଲେ l   ମା ଘର ର ପ୍ରତି କ୍ୟାମ୍ପ ରେ ୟୁରୋଲୋଜିଷ୍ଟ, ନେଫ୍ରୋଲୋଜିଷ୍ଟ, ଏଣ୍ଡୋକ୍ରିନୋଲୋଜିଷ୍ଟ ବିଭାଗ ର ପ୍ରଫେସର ଯୋଗ ଦେଇ ରୋଗୀ ଙ୍କ ଉତ୍ତମ ସେବାରେ ନ୍ୟସ୍ତ ରହିବେ ବୋଲି ପ୍ରଫେସର ହୋତା ତଥା ମ୍ୟାନେଜିଂ ଟ୍ରଷ୍ଟି ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like