-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ସିନାପାଲିରେ ବ୍ଲକ ସ୍ତରୀୟ ଜାତୀୟ ବାଳିକା ଶିଶୁ ଦିବସ ପାଳିତ

24-Jan-2025



ସିନାପାଲି (ଚିନ୍ତାମଣି ନେତାମ )
 ନୂଆପଡା ଜିଲ୍ଲା ସିନାପାଲି ଗୋଷ୍ଠୀ ଶିକ୍ଷାକାର୍ଯ୍ୟାଳୟ ଠାରେ  "ଜାତୀୟ ବାଳିକା ଦିବସ "ପାଳିତ ହୋଇଯାଇଛି ।
ଜାତୀୟ ସ୍ତରରେ ନାରୀ ମାନଙ୍କର ପ୍ରତ୍ୟେକ କ୍ଷେତ୍ରରେ ଉତ୍କର୍ଷତା ଓ ଉତ୍ଥାନ ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି l ବାଳିକା  ଶିଶୁ ମାନଙ୍କର ଆତ୍ମ ମର୍ଯ୍ୟାଦା ଯେପରି ଅକ୍ଷୁଣ୍ଣ ରହିବ ଓ ତା ସହିତ ସେମାନେ ସମାଜ ର ମୁଖ୍ୟ ଧାରାରେ କିପରି ସ୍ୱେଚ୍ଛନ୍ଦ,ନିର୍ଭୟ ଭାବରେ ଚଳପ୍ରଚଳ କରି ପାରିବେ ତାକୁ ପ୍ରାଧାନ୍ୟ ଦେଇ ତାଙ୍କ ମନରୁ ହୀନମନ୍ୟତା ଦୂର କରିବାର ପ୍ରୟାସ ରେ ଜାତୀୟ ବାଳିକା ଶିଶୁ ଦିବସ ପାଳନ ମୁଖ୍ୟ ଆଭିମୁଖ୍ୟ ଧାରଣ କରେ l ଏହି ଉଦ୍ଦେଶ୍ୟରେ ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ସ୍ତରୀୟ ବାଳିକା ଶିଶୁ ଦିବସ, ସିନାପାଲି ବ୍ଲକ ଅନ୍ତର୍ଗତ ନିଲଜୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମରେ ସଭାମୁଖ୍ୟ ଭାବରେ ନିଲଜୀ ଉ. ପ୍ରା. ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସତ୍ୟବ୍ରତ ଗହିର ସଭା ପରିଚାଳନା କରିଥିବା ବେଳେ ମୁଖ୍ୟଅତିଥି ଭାବରେ ସିନାପାଲି ସହ -ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ପଣ୍ଡା ଯୋଗଦାନ କରି ଉପସ୍ଥିତ ଛାତ୍ରୀମାନଙ୍କୁ ନିଜ ଭିତରୁ ଅପାରଗ ମନୋଭାବ ଦୂର କରି, ସାମାଜିକ ତଥା ପାରିବାରିକ ଚାପ ଓ ଅସଚେତନତାର ପ୍ରଭାବରୁ ଉର୍ଦ୍ଧ୍ଵକୁ ଉଠି ଏକ ବିକଶିତ ମନୋଭାବ ପୋଷଣ କରିବାର ବାର୍ତ୍ତା ପ୍ରଦାନ କରିଥିଲେ l ସଭାରେ ଅନ୍ୟାନ୍ୟ ଅତିଥି ମାନଙ୍କ ମଧ୍ୟରେ ଶିକ୍ଷକ ଶ୍ରୀ କୁଳଚନ୍ଦ୍ର ନାୟକ, ରମାକାନ୍ତ ମେହେର, ଅରୁଣ କୁମାର ଯୋଷୀ,ହେରାମ୍ବ ଭୋଇ, ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପ୍ରତିନିଧି ସନ୍ତୋଷ ବନ୍ଦୀଛୋର, ନୃସିଂହ ନାଏକ ଉପସ୍ଥିତ ଥିଲେ l ଏହା ସହ ବ୍ଲକ ର ଅନେକ ବିଦ୍ୟାଳୟ ରୁ ପ୍ରତିଭାଧାରୀ ଛାତ୍ରୀ ଏକତ୍ରିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ବିଭିନ୍ନ ସୃଜନୀ ପ୍ରତିଯୋଗିତା ହୋଇଥିଲା l ଦେଶ ତଥା ଆମ ରାଜ୍ୟ କୁ ବିକାଶ ଦିଗରେ ଆଗେଇ ନେବା ପାଇଁ ନାରୀ ମାନଙ୍କର ଭୂମିକା କୁ ଆଧାର କରି ଚିତ୍ରାଙ୍କନ, ପ୍ରବନ୍ଧ ଲିଖନ, ଗୀତ, ସ୍ଲୋଗାନ ଓ ନୃତ୍ୟ ପ୍ରତିଯୋଗିତା ରେ ଛାତ୍ରୀ ମାନଙ୍କ ସକ୍ରିୟ ଭାଗିଦାରୀତା ଥିଲା l ପ୍ରତିଯୋଗିତା ପରିଚାଳନା ପାଇଁ ଶ୍ରୀ ଧୀରେନ୍ଦ୍ର କୁମାର ସା, ପ୍ରେମାନନ୍ଦ ମେହେର,ଶ୍ୟାମଲାଲ ବାଗ, ଜ୍ଞାନ ରଞ୍ଜନ ସୁନାନୀ, ହିମାଂଶୁ ଶେଖର ମହନ୍ତ, ଅର୍ଜୁନ ନାଏକ ପ୍ରମୁଖ ବିଚାରକ ଭାବରେ ପ୍ରତିଯୋଗିତା ପରିଚାଳନା କରିଥିଲେ l ଶେଷରେ ସମସ୍ତ କୃତି ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇ ଥିଲା l ସି. ଆର. ସି. ସି. ଶ୍ରୀଯୁକ୍ତ ରାକେଶ କୁମାର ମିଶ୍ର କାର୍ଯ୍ୟକ୍ରମର ସଂଯୋଜନା ଦାୟିତ୍ୱ ଗ୍ରହଣ କରିଥିବା ବେଳେ ନିଲଜୀ ଉପ୍ରା ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଓ ଛାତ୍ର ଛାତ୍ରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like