-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗହଃଜ୍ଜ    (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||     

HOME   ଜିଲ୍ଲା

ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ ଅନ୍ତିମ କ୍ୱାଟର ଫାଇନାଲ ମ୍ୟାଚ ରେ ଭାଇଜାଗ ଦଳ ବିଜୟୀ ହୋଇ ସେମି ଫାଇନାଲ ରେ ପ୍ରବେଶ-

24-Jan-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା କ୍ରିକେଟ ସଂଘ ପକ୍ଷରୁ ସୋନପୁର  ଗାନ୍ଧି ଷ୍ଟାଡିୟମ୍ ଠାରେ ଆୟୋଜିତ  ୩୬ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକ୍ ଫେଷ୍ଟ୍ ବି ପୁଲ ର ଅନ୍ତିମ କ୍ୱlଟର ଫାଇନାଲ  ମ୍ୟାଚ ରେ ଭାଇଯାଗ ଦଳ ଦିଲ୍ଲୀ ବିରୁଦ୍ଧ ରେ ଉଭୟ ଟି ଟ୍ୱେଣ୍ଟି ଓ ଟି ଟେନ ମ୍ୟାଚ୍ ରେ ବିଜୟ ହାସଲ କରି ସେମି  ଫାଇନାଲ ରେ ପ୍ରବେଶ କରିଛି l ପ୍ରଥମ କୋଡ଼ିଏ ଓଭର ମ୍ୟାଚ ରେ ଦିଲ୍ଲୀ ପ୍ରଥମେ   ବ୍ୟାଟିଂ କରି ଭlଇଜଗ ଦଳ କୁ  ୧୫୧ ରନ୍ ଟାର୍ଗେଟ ଦେଇଥିବା ବେଳେ ଭାଈ ଜାଗ ଦଳ ୧୫.୨  ଓଭର ରେ ଲକ୍ଷ୍ୟ ହାସଲ କରି ମ୍ୟଚ ବିଯୟୀ ହୋଇଥଲା  l  ଟି ଟେନ ଫର୍ମାଟ ମ୍ୟାଚ୍ ରେ ପୁଣି ଦିଲ୍ଲୀ ଦଳ ପ୍ରଥମେ ବ୍ୟାଟିଂ କରି  ୯୨ ରନ୍ ଟାର୍ଗେଟ ରଖିଥିଲା ଭାଇଜାଗ ଦଳ ସମ୍ବୁଖରେ l  ଭାଈ ଜାଗ ଦଳ କିନ୍ତୁ ୯.୫ ଓଭର ରେ ଲକ୍ଷ୍ୟ ହାସଲ କରିବାରେ ସକ୍ଷମ ହୋଇ ଟର୍ଣ୍ଣlମେଣ୍ଟ ସେମି ଫାଇନାଲ ଜାଗା କୁ ପକ୍କା କରି ଥିଲା l  ଶ୍ରେଷ୍ଠ ଖେଳାଳି ଭାବେ ଭାଈ ଜାଗ ଦଳ ର ଟି-  ସାଇ ଙ୍କୁ ଆଜିର ଅତିଥି ପ୍ଲାବନ ମହାପାତ୍ର ଓ ରୂପେଶ ଅଗ୍ରୱାଲ ଙ୍କ ଦ୍ବାରା ପୁରସ୍କୃତ କରା ଯାଇଥିଲା l  ଓ ସି ଏ ପ୍ୟାନେଲ ଅମ୍ପାୟର ଶ୍ୟାମ ସୁନ୍ଦର୍ ପଣ୍ଡା, ସତ୍ୟ ପ୍ରାସାଦ ରଥ ଖେଳ ପରିଚାଳନା କରିଥିବା ବେଳେ ପ୍ରଦୀପ୍ତ ସେଠି,ବିଶ୍ବ ନାଥ ନାଏକ, ଦିନେଶ ଘିବିଲା ସ୍କୋରର ଥିଲେ l  ବି ଏସ ରାଓ, ଅଚ୍ୟୁତ ମିଶ୍ର, ପାର୍ଥ ସାରଥି ଦାଶ , ପ୍ରକାଶ ପାତ୍ର ପ୍ରମୁଖ ଖେଳ ର ପ୍ରତ୍ୟେକ୍ଷ ଧାରା ବିଦେଶୀ ପ୍ରଦାନ୍ କରି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗହଃଜ୍ଜ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026

You Might Also Like

  ଜିଲ୍ଲା  

ଜଗହଃଜ୍ଜ