-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||     

HOME   ଜିଲ୍ଲା

ବିମଳେଇ ମହୋତ୍ସବ ର ଦ୍ଵିତୀୟ ସନ୍ଧ୍ୟା

24-Jan-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ପୁଇଁତଳା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ମିନି ଷ୍ଟାଡିୟମ ଠାରେ ତୃତୀୟ ବିମଲେଇ ମହୋତ୍ସବର ଦ୍ବିତୀୟ ଦିବସର ସାଂଧ୍ଯ ଅଧିବେଶନ ମହୋତ୍ସବର ସଭାପତି ଭରତଭୂଷଣ ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ସଭାରେ ମୁଖ୍ୟଅତିଥି ଭାବେ ଚାଷୀ ନେତା ଅରୁଣ ମିଶ୍ର  ଯୋଗଦେଇ ଆମର ଲୋକ ସଂସ୍କୃତି ହିଁ ଆମର ପ୍ରଧାନ ପଥ ପ୍ରଦର୍ଶକ ବୋଲି କହିବା ସହ ଶିଷ୍ଟ ପରଂପରା ପଛରେ ଲୋକ ସଂସ୍କୃତିର ବଳିଷ୍ଠ ଭୂମୀକା ରହିଛି ଏବଂ ସମାଜ ହିଁ ଲୋକ ସଂସ୍କୃତିର ଆଶ୍ରୟ ସ୍ଥଳ ବୋଲି ନିଜ ବକ୍ତବ୍ଯରେ  କହିବା ସହ ବିମଲେଇ ମହୋତ୍ସବ ର ଆୟୋଜକ ବଂଧୁ ମାନଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ। ମୁଖ୍ୟବକ୍ତା ଭାବେ ଶିକ୍ଷାବିତ ମଧୁସୂଦନ ପ୍ରଧାନ ଯୋଗଦେଇ ମାନବ ସମାଜର ସମଷ୍ଟିଗତ ଆତ୍ମପ୍ରକାଶ ହେଉଛି ଲୋକସଂସ୍କୃତି ବୋଲି କହିବା ସହ ଏଭଳି ମହୋତ୍ସବ ଲୋକମାନଙ୍କୁ ଭାତୃତ୍ବ ବନ୍ଧନରେ ବାନ୍ଧି ରଖିଛି ବୋଲି  କହିଥିଲେ । ସମ୍ମାନୀତ ଅତିଥି ଭାବେ ବିଲେଇସର୍ଡା ସରପଞ୍ଚ ସୁଶାନ୍ତ ଛତ୍ରିଆ,ଅଭିନେତା ରାଜକିଶୋର ପାଇକ,ଶୁଶୀଲ ପଧାନ ପ୍ରମୁଖ ଯୋଗଦେଇ ନିଜ ବକ୍ତବ୍ଯରେ  ଆମ ପରଂପରା ଓ ସଂସ୍କୃତି କୁ ବଂଚାଇ ରଖି ବିକାଶ ପଥରେ ଆଗେଇବା ହିଁ ଆମ ଲକ୍ଷ୍ୟ ହେବା ଉଚିତ ବୋଲି କହିଥିଲେ । ଜ୍ୟୋତିପ୍ରକାଶ ସାହୁ କାର୍ଯ୍ଯକ୍ରମ ର ସଂଯୋଜନା ଓ ଅନିଲ ପଣ୍ଡା ଧନ୍ୟବାଦ ଦେଇଥିଲେ। ସଭାପରେ  କଂସ ଦରବାର ରେ  ସ୍ବୟମ ଏକାଡେମୀ ଡ୍ଯାନ୍ସ ସମ୍ବଲପୁର ର କଳାକାର ମାନଙ୍କ ଦ୍ବାରା ଦଳଗତ ନୃତ୍ଯ , ଶ୍ରୀୟା ସାହୁଙ୍କ ଏକକ ନୃତ୍ଯ,ପ୍ରୀନ୍ସ ସାଇ ଗୃପ ଙ୍କ ଦଳଗତ ନୃତ୍ଯ ପ୍ରଦର୍ଶନ ହୋଇଥିଲା। ମହୋତ୍ସବ କମିଟୀର ସମସ୍ତ କର୍ମକର୍ତ୍ତା ତଥା ଗ୍ରାମବାସୀ ସକ୍ରୀୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026

You Might Also Like