-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ବ୍ଳକସ୍ତରୀୟ ଏକଦିବସୀୟ ସ୍କାଉଟ ଓ ଗାଇଡ଼ କ୍ୟାମ୍ପୋରୀ ଅନୁଷ୍ଠିତ

24-Jan-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଗାଇସିଲାଟବ୍ଲକ ଅନ୍ତର୍ଗତ ବୁରୋମୁଣ୍ଡାସ୍ଥିତ  ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବ୍ଳକସ୍ତରୀୟ ଏକଦିବସୀୟ ସ୍କାଉଟ ଓ ଗାଇଡ଼ କ୍ୟାମ୍ପୋରୀ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ଡକ୍ଟର ପ୍ରେମାନନ୍ଦ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଅତିଥି ଭାବରେ ଗାଇସିଲେଟ ପଞ୍ଚାୟତ ସମିତି ମହାବିଦ୍ୟାଳୟର ପି.ଇ.ଟି. ତଥା ବ୍ଳକ କ୍ରୀଡା ସଂସଦ ସଭାପତି ଶ୍ରୀଯୁକ୍ତ ହେମନ୍ତ ପଣ୍ଡା ଓ ଗିରିଧାରୀ ମହାବିଦ୍ୟାଳୟ, ଶରଧାପାଲିର  ପି.ଇ.ଟି. ଶ୍ରୀଯୁକ୍ତ ପବିତ୍ର ଭୋଇ ଯୋଗଦେଇଥିଲେ । ବ୍ଳକ କ୍ରୀଡା ସଂସଦ  ସମ୍ପାଦକ ଶ୍ରୀଯୁକ୍ତ କଂଗ୍ରେସ ପଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଅତିଥିମାନେ ପ୍ରଦୀପ ପ୍ରଜ୍ଜ୍ଵଳନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବେହେରା ପତାକା ଉତ୍ତୋଳନ କରିଥିଲେ ।
   ସ୍କାଉଟ ମାଷ୍ଟର ମନୋଜ କୁମାର ପାଢୀ, ଉଦ୍ଧବ ଡନସନା, ଶଶାଙ୍କ ଦେବତା, ଅଜୟ ପଧାନ, ଆଦିତ୍ୟ କୁମାର ରାଉତ, କିରଣ ପଧାନ, ଗୁଣନିଧି ପାଣିଗ୍ରାହୀ, ରାଧେଶ୍ୟାମ ପଧାନ, ଉଦୟ ସାହୁ ଏବଂ ଗାଇଡ଼ କ୍ୟାପଟେନ କଲ୍ୟାଣୀ କଲେତ ସମସ୍ତ ପ୍ରତିଯୋଗିତା ସୁଚାରୁରୂପେ ତୁଲାଇଥିଲେ ।  ଗାଇସିଲାଟ ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ୮୦ଜଣ ସ୍କାଉଟ ଓ ଗାଇଡ଼ ଯୋଗଦେଇଥିଲେ । ବିଦ୍ୟାଳୟର ସହକାରୀ ଶିକ୍ଷକ ପଞ୍ଚାନନ ମାଝୀ, ଅର୍ଜୁନ ତାଣ୍ଡି, ମୋହନ ପଧାନ, ସୁବଳ ଠାକୁର, ରାମ କୁମାର ପଟେଲ, ତିଲୋତ୍ତମ ବିଶି, ପ୍ରଫୁଲ୍ଲ କୁମାର ସାଗର, ରଜତ କୁମାର ଚୌହାନ, ଶିକ୍ଷୟିତ୍ରୀ ନିବେଦିତା ପାଣିଗ୍ରାହୀ, ମୋନାଲିସା ଠାକୁର, ମାମି ପଧାନ, ସ୍ଵପ୍ନାରାଣୀ ଭୋଇ, ସସ୍ମିତା ସାହୁ ଓ କନିଷ୍ଠ ସହାୟକ ବୈଲୋଚନ ସେଠଙ୍କ ସହଯୋଗରେ କାର୍ଯ୍ୟକ୍ରମ ସଫଳ ହୋଇଥିଲା । ଶେଷରେ ବିଦ୍ୟାଳୟର କ୍ରୀଡା ଶିକ୍ଷକ ଶ୍ରୀଯୁକ୍ତ ମନୋଜ କୁମାର ପାଢୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like