-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅନୁଷ୍ଠିତ

24-Jan-2025



 

ବଲାଙ୍ଗୀର, ତା. ୨୩/୦୧ ( ପ୍ରେରଣା ଖବର ) : ବଲାଙ୍ଗୀର ଜିଲ୍ଲା ସଇଁତଳା ବ୍ଲକ ଅନ୍ତର୍ଗତ ଡେଙ୍ଗ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚଣ୍ଡାଳ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରଥମେ ପୂଜ୍ୟ ଅମରଆତ୍ମାମାନଙ୍କ ପ୍ରତିଛବିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ପରେ ଶିକ୍ଷାନୁଷ୍ଠାନର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତଥା ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ଯଥାବିଧି ପୂଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଏହି ଅବସରରେ ବୈଠକ ଆୟୋଜିତ ହୋଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚଣ୍ଡାଳ ମିଶ୍ରଙ୍କ ସଭାପତିତ୍ବରେ ପ୍ରଥମେ ଛାତ୍ରଛାତ୍ରୀମାନେ ନିଜ ନିଜର ବକ୍ତବ୍ୟ ରଖିଥିଲେ। ପରେ ଶିକ୍ଷକ ଶିକ୍ଷୟିତ୍ରୀମାନେ ଛାତ୍ରଛାତ୍ରୀମାନଙ୍କୁ ନିଜ ଜୀବନରେ ମହାପୁରୁଷଙ୍କ ଆର୍ଦଶକୁ ପ୍ରତିଫଳିତ କରିବାକୁ ମତବ୍ୟକ୍ତ କରିଥିଲେ। ଶେଷରେ ସଭାପତି ନିଜର ବକ୍ତବ୍ୟରେ ଦିବସର ମହତ୍ୱ ଗଙ୍ଗାଧର ମେହେରଙ୍କ ପଂକ୍ତି ଜରିଆରେ ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇବା ସହ ସ୍ବାଧୀନଚେତା ହେବାକୁ ଉପଦେଶ ଦେଇଥିଲେ। ଇତ୍ୟବସରରେ ପ୍ରୋତ୍ସାହନ ଦେବା ନିମିତ୍ତ ବକ୍ତବ୍ୟ ରଖିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ବୈଠକକୁ ଶିକ୍ଷକ ମନରଞ୍ଜନ ପରିଡ଼ା ପରିଚାଳନା କରିବା ସହ ଜୁନିଅର ଆସିଷ୍ଟାଣ୍ଟ ଅବିନାଶ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ। ପରେ ଛାତ୍ରଛାତ୍ରୀମାନଙ୍କୁ ବିଦ୍ୟାଳୟ ତରଫରୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା। ଶିକ୍ଷକ ରାମ ନାରାୟଣ ଦାସ, କୃପାସିନ୍ଧୁ ମିଶ୍ର, ଲିଙ୍ଗରାଜ ନନ୍ଦ, ସମୀର ସେଠି, ଦୀପକ ସେନ ଧରୁଆ , ସୁଦର୍ଶନ ଦାସ, ଦେବେଶ ହୋତା, ହିମାଂଶୁ ବିଶ୍ଵାଳ, ଶିକ୍ଷୟିତ୍ରୀ ରେଣୁକା ସାହୁ, ତପସ୍ଵିନୀ ପଟେଲ, କାନ୍ତି ଭୋଇ, ଗାୟତ୍ରୀ ବାରିକ, ଦ୍ରୌପଦୀ ଭୋଇ, ଶିବାନୀ ମଲ୍ଲିକ ପ୍ରମୁଖ କାର୍ଯ୍ୟକ୍ରମରେ ସକ୍ରିୟ ଭାବେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like