-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ପ୍ରାକ୍ଟିସିଙ୍ଗ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

24-Jan-2025



ବଲାଙ୍ଗୀର (ପ୍ରେରଣା ଖବର): ଆଜି ରାଧାରାଣୀ ପଡ଼ା ଆଂଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ପ୍ରାକ୍ଟିସିଙ୍ଗ ପ୍ରାଥମିକ ବିଦ୍ୟାଳୟ ଠାରେ ସ୍କୁଲର ବାର୍ଷିକ ଉତ୍ସବ ପାଳିତ ହୋଇଥିଲା  
ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ପୃଥ୍ୱୀରାଜ ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସନ୍ତୋଷିନୀ ସେଠୀ, ସମ୍ମାନୀତ ଅତିଥି ଭାବରେ ୮ ନଂ ୱାର୍ଡ ର କାଉନସିଲର ଶ୍ରୀମତୀ ନନ୍ଦିନୀ ପୋଢ଼, 

ମୁଖ୍ୟବକ୍ତା ରୂପେ ଜିଲ୍ଲା ମାଧ୍ୟମିକ ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଜ୍ଞାନେନ୍ଦ୍ର ମଲ୍ଲିକ ତଥା ସି.ଆର.ସି.ସି ଗିରିଶରାମ ବେହେରା ପ୍ରମୁଖ ଯୋଗଦାନ କରିଥିଲେ l ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବରିଷ୍ଠ ପ୍ରଶିକ୍ଷିକା ଶ୍ରୀମତୀ ଆରତୀ ସାହୁ ଓ ଶ୍ରୀମତୀ ଅଳକା ସାମଲ୍ ମଧ୍ୟ ଅତିଥି ଭାବରେ ଯୋଗଦେଇ ସ୍କୁଲ ପିଲା ମାନଙ୍କୁ ଉତ୍ସାହିତ କରିଥିଲେ l ସ୍କୁଲର ଏସ୍.ଏମ୍.ସି ଚେୟାରମେନ ହରିଶଙ୍କର ସେଠୀ ମଞ୍ଚାସୀନ ଥିଲେ l ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସଙ୍ଗୀତ ନାଗ ସଭାକାର୍ଯ୍ୟ 

ପରିଚାଳନା କରିଥିଲେ l ପରେପରେ ସ୍କୁଲର ବିଭିନ୍ନ 
ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା l ବିଶେଷ ଆକର୍ଷଣ ଥିଲା ପିତୃମାତୃ କମିଟି ପକ୍ଷରୁ ମାଁ ମାନଙ୍କ ଦ୍ୱାରା ଦିଆଯାଇ ଥିବା ସ୍ଥାନୀୟ ଲୋକ କଳା ଉପରେ ନୃତ୍ୟ l ପରିଶେଷରେ ପ୍ରଧାନ  ଶିକ୍ଷୟିତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like