-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||      ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ    (08-May-2026)       ||      *ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   (08-May-2026)       ||      ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏମ. ଆର.ପି ଉପରେ ନୀତି ନିର୍ଦ୍ଧାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଗ୍ରାହକ ପଞ୍ଚାୟତର ଦାବୀପତ୍ର    (08-May-2026)       ||      ମାୟାବର୍ହା ହାଇସ୍କୁଲରେ ବିଶ୍ଵ ରେଡକ୍ରସ ଦିବସ ପାଳିତ   (08-May-2026)       ||      *ଡାବୁଗାଁରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି*   (08-May-2026)       ||      ଶ୍ରୀ ସତ୍ୟ ସାଇ ସେବା ସଂଗଠନ ତରଫରୁ ଈଶ୍ୱରମ୍ମା ଦିବସ ପାଳିତ "ଈଶ୍ୱରମ୍ମା ଙ୍କ ଜୀବନ ଆଦର୍ଶ ମାନବ ସେବା,ସତ୍ୟ ଓ ପ୍ରେମର ପ୍ରତୀକ"   (08-May-2026)       ||      ବରପାଲି ରେ ନକଲି ଖାଦ୍ୟ ସାମଗ୍ରୀ କାରଖାନା ସିଲ୍, ମାଲିକ ଫେରାର ।   (08-May-2026)       ||      କଟକ ପୂର୍ତ୍ତ ବିଭାଗ ଡିଭିଜନକୁ ଛାଡ଼ୁନାହାନ୍ତି ଇଂଜିନିୟର: ୮ବର୍ଷରେ ୪ ଥର ବଦଳି, ତଥାପି ମୋହ ଗ୍ରାସିଛି    (08-May-2026)       ||      କଟକ ପୂର୍ତ୍ତ ବିଭାଗ ଡିଭିଜନ-୧କୁ ଛାଡ଼ୁନାହାଁନ୍ତି ଇଂଜିନିୟର♦️ ୮ ବର୍ଷରେ ୪ଥର ବଦଳି ତଥାପି ଲୋଭ ଗ୍ରାସିଛି   (08-May-2026)       ||     

HOME   ଜିଲ୍ଲା

ମାୟାବର୍ହାରେ କନ୍ୟା ସନ୍ତାନ ଦିବସ ପାଳିତ

25-Jan-2025



ଡୁଙ୍ଗୁରିପାଲି,(ପ୍ରେରଣା ଖବର):
ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହ୍।ରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ, ରବିଚନ୍ଦ୍ର ପାଶୟତଙ୍କ ସଭାପତିତ୍ବରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ ହୋଇଯାଇଛି। ସଭାରେ ମୁଖ୍ୟ ଅତିଥି ଭାବରେ ବିଦ୍ୟାଳୟର ଛାତ୍ରୀ "ମାୟାବର୍ହ୍। ବୁଲବୁଲ" ଭାବରେ ପରିଚିତ କୁମାରୀ ଅର୍ଚ୍ଚିତା ପ୍ରଧାନ ମଞ୍ଚାସିନ ହୋଇ ଝିଅ ଓ ପୁଅ ସମସ୍ତେ ସମାନ ଓ ସମାନ ଅଧିକାର ପାଇବା ଉପରେ ମନ୍ତବ୍ୟ ପ୍ରଦାନ କରିଥିଲେ। ନିଜର ଜନ୍ମ ଦିନ ଅବସରରେ ଛାତ୍ରୀ ରେଖା ବଗର୍ତ୍ତି ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଝିଅ ଭାବରେ ଜନ୍ମ ଗ୍ରହଣ କରିଥିବା ଯୋଗୁ ଗର୍ବିତ ଓ ସମସ୍ତେ ବାପା ମା ଙ୍କ ନାମ ଉଜ୍ଜଳ କରିବାକୁ ଆହ୍ବାନ ଦେଇଥିଲେ ।

ସଭାର ପ୍ରାରମ୍ଭରେ ଜନନିକ। ଓ ସାଥୀ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିବେଳେ ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭା କୁ ସଂଯୋଜନା କରିଥିଲେ । ଶେଷରେ ଛାତ୍ରୀ ଲିପ୍ସା ଜୁଆଦି ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା   08-May-2026
  ଜିଲ୍ଲା  
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   08-May-2026
  ଜିଲ୍ଲା  
ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   08-May-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   08-May-2026
  ଜିଲ୍ଲା  
ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ   08-May-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ   08-May-2026
  ଜିଲ୍ଲା  
*ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   08-May-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   08-May-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   08-May-2026

You Might Also Like