-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହେଲା ୧୫ ତମ ଜାତୀୟ ମତଦାତା ଦିବସ; ନୂତନ ପଞ୍ଜିକୃତ ଭୋଟରଙ୍କୁ ପରିଚୟ ପତ୍ର ପ୍ରଦାନ ଏବଂ କୃତୀ ଛାତ୍ର ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

25-Jan-2025



ବଲାଙ୍ଗିର : ବଲାଙ୍ଗିର ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଆଜି ୧୫ ତମ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି I ଏହି ପରିପ୍ରେକ୍ଷୀରେ ସକାଳ ଘ. ୮ ମି ସମୟରେ କଶୋଲ କଳା ମଣ୍ଡଲ  ପରିସରରୁ ଏକ ସଚେତନତା ରାଲିର ଆୟୋଜନ କରାଯାଇଥିଲା I ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡ଼ ବିଜୟାନନ୍ଦ ସେଠୀ, ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ , ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଏହି ରାଲିକୁ ଶୁଭାରମ୍ଭ କରିଥିବା ବେଳେ ବହୁ ସଂଖ୍ୟକ ଏନ.ସି.ସି, ରେଡ କ୍ରସ, ସିଭିଲିଆନ ଦଳର ଛାତ୍ରଛାତ୍ରୀ ଏବଂ ଜନସାଧାରଣଏହି ରାଲିରେ ଯୋଗ ଦେଇଥିଲେ I ଉକ୍ତ ରାଲି ମହିଳା ମହାବିଦ୍ୟାଳୟଠାରେ ସମାପ୍ତ ହୋଇଥିଲା I ଏଠାରେ ଉପସ୍ଥିତ ଅତିଥିମାନେ ଛାତ୍ରଛାତ୍ରୀଙ୍କ ସହିତ ଜାତୀୟ ମତଦାତା ଦିବସ ପାଳନର ଆଭିମୁଖ୍ୟ ଓ ଭୋଟଦାନ ସମ୍ପର୍କରେ ସବିଶେଷ ଆଲୋଚନା କରିଥିଲେ ଏବଂ ଏକ ସଂକ୍ଷିପ୍ତ ପ୍ରଶ୍ନୋତ୍ତର ସ୍ପର୍ଦ୍ଧା ଦ୍ୱାରା ନିଜର ଭୋଟଦାନ ସମ୍ପର୍କିତ ଦାୟିତ୍ୱ ଓ କର୍ତ୍ତବ୍ୟ ସମ୍ପର୍କରେ ସେମାନଙ୍କୁ ସଚେତନ କରାଇବା ସହ ମତଦାନ କରିବାକୁ ଶପଥ ନେଇଥିଲେ I 

ଉକ୍ତ ଦିବସ ଉପଲକ୍ଷେ ମହିଳା ମହାବିଦ୍ୟାଳୟଠାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ  ଅତିରିକ୍ତ ଜିଲ୍ଲାପାଳ ଡ଼ ସେଠୀ କହିଥିଲେ ଯେ ଗଣତନ୍ତ୍ରର ମୁଖ୍ୟ ଉପାଦାନ ଭାବେ ନାଗରିକର ମତଦାନ ଅଧିକାର ସାବ୍ୟସ୍ତ ସହ ନିରପେକ୍ଷ ଓ ସ୍ୱଚ୍ଛ ନିର୍ବାଚନ କରାଇବା ଉଦ୍ଦେଶ୍ୟରେ ଆଜିର ଏହି ଦିବସ ପାଳନ କରାଯାଉଛି I ନାଗରିକଙ୍କୁ ମିଳିଥିବା ମତଦାନର ଅଧିକାର ବ୍ୟବହାର ସହ ଭୋଟ ହାର ବୃଦ୍ଧି କରିବା ପାଇଁ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ I ତତ୍ସହିତ ନୂତନ ଯୁବ ଭୋଟରଙ୍କୁ ଭୋଟଦାନ କରିବା ପାଇଁ ପ୍ରୋତ୍ସାହିତ କରିଥିଲେ I ଏହା ସହ ଜାତୀୟ ମତଦାତା ଦିବସ ପାଳନର ଯଥାର୍ଥତା ସମ୍ପର୍କରେ ଆଲୋଚନା କରିଥିଲେ I 
ଜାତୀୟ ମତଦାତା ଦିବସ ଉପଲକ୍ଷେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ସ୍ତରୀୟ ବକ୍ତୃତା ଓ କୁଇଜ଼ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ I ଏହା ସହିତ ଜିଲ୍ଲାର ବିଭିନ୍ନ ନିର୍ବାଚନୀ ମଣ୍ଡଳରେ ନିର୍ବାଚନ ପ୍ରସ୍ତୁତିରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ଅଧିକାରୀମାନଙ୍କୁ ପୁରସ୍କୃତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026

You Might Also Like