-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||     

HOME   ଜିଲ୍ଲା

*ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ*- *ଭାଇଜାଗ କୁ ହରାଇ ବାପୁଜୀ କ୍ଳବ୍ ଭୁବନେଶ୍ବର ଫାଇନାଲ ରେ ପ୍ରବେଶ*-

25-Jan-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲା କ୍ରିକେଟ ସଂଘ ପକ୍ଷରୁ ସୋନପୁର  ଗାନ୍ଧି ଷ୍ଟାଡିୟମ୍ ଠାରେ ଆୟୋଜିତ  ୩୬ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକ୍ ଫେଷ୍ଟ୍  ର ଦ୍ଵିତୀୟ ସେମି ଫାଇନାଲ  ମ୍ୟାଚ ରେ ଭାଇଜାଗ୍ ଦଳ  ବିରୁଦ୍ଧ ରେ ଉଭୟ ଟି ଟ୍ୱେଣ୍ଟି ଓ ଟି ଟେନ ମ୍ୟାଚ୍ ରେ ସହଜ ବିଜୟ ହାସଲ କରି ଗ୍ରାଣ୍ଡ ଫାଇନାଲ ରେ ପ୍ରବେଶ କରିଛି ବାପୁଜୀ କ୍ଳବ୍ ଭୁବନେଶ୍ବର ଦଳ l ପ୍ରଥମ କୋଡ଼ିଏ ଓଭର ମ୍ୟାଚ ରେ ଭାଇଜାଗ ପ୍ରଥମେ ବ୍ୟାଟିଂ କରି ଭୁବନେଶ୍ବର ଦଳ କୁ  ୧୭୫ ରନ୍ ଟାର୍ଗେଟ ଦେଇଥିବା ବେଳେ ଭୁବନେଶ୍ବର  ଦଳ ୧୫.୨  ଓଭର ରେ ଲକ୍ଷ୍ୟ ହାସଲ କରି ମ୍ୟାଚ ବିଜୟୀ ହୋଇଥଲା  l  ସେହିପରି ଟି - ଟେନ ଫର୍ମାଟ ମ୍ୟାଚ୍ ରେ ପୁଣି ଭାଇଜାଗ ଦଳ ପ୍ରଥମେ ବ୍ୟାଟିଂ କରି  ମାତ୍ର ୬୦ ରନ୍ ର ଟାର୍ଗେଟ ରଖିଥିଲା ଭୁବନେଶ୍ବର  ଦଳ ଆଗରେ l ଭୁବନେଶ୍ୱର ଦଳ କିନ୍ତୁ ୬.୨ ଓଭର ରେ ସହଜ ଲକ୍ଷ୍ୟ ହାସଲ କରିବାରେ ସକ୍ଷମ ହୋଇ ଟର୍ଣ୍ଣlମେଣ୍ଟ ମେଗା ଫାଇନାଲ ସ୍ଥାନ କୁ ପକ୍କା କରି ଥିଲା l  ମ୍ୟାନ ଅଫ ଦି ମ୍ୟାଚ୍ ଭାବେ ଭୁବନେଶ୍ବର ଦଳ ର ରାକେଶ ପଟ୍ଟନାୟକ  ଙ୍କୁ ଆଜିର ଅତିଥି ପ୍ଲାବନ ମହାପାତ୍ର ଓ ରମଣ ପଧାନଓ ଶୈଳ ରଞ୍ଜନ ବାଦୀ  ଙ୍କ ଦ୍ବାରା ପୁରସ୍କୃତ କରା ଯାଇଥିଲା l

ଓ ସି ଏ ପ୍ୟାନେଲ ଅମ୍ପାୟର ଶ୍ୟାମ ସୁନ୍ଦର୍ ପଣ୍ଡା, ପ୍ରୁଥିରାଜ ମିଶ୍ର ଖେଳ ପରିଚାଳନା କରିଥିବା ବେଳେ ପ୍ରଦୀପ୍ତ ସେଠି,ବିଶ୍ବ ନାଥ ନାଏକ, ଦିନେଶ ଘିବିଲା ସ୍କୋରର ଦାୟିତ୍ବ ତୁଲାଇ ଥିଲେ l  ବି ଏସ ରାଓ, ଅଚ୍ୟୁତ ମିଶ୍ର, ପାର୍ଥ ସାରଥି ଦାଶ , ଆନନ୍ଦ ବାଗ ଖେଳ ର ପ୍ରତ୍ୟକ୍ଷ ଧାରା ବିଦେଶୀ ପ୍ରଦାନ୍ କରି ଥିଲେ l ଦର୍ଶକ ଙ୍କ ବହୂ ପ୍ରତିକ୍ଷୀତ ଲାଲନନି କ୍ରିକେଟ୍ ୨୦୨୫  ର ଗ୍ରାଣ୍ଡ ଫାଇନାଲ ମ୍ୟାଚ ଆସନ୍ତା କାଲି ରବିବାର ରେ ସୁନ୍ଦର ଗଡ ନବ ଜୀଵନ କ୍ରିକେଟ କ୍ଳବ୍ ଓ ବାପୁଜୀ କ୍ଳବ୍ ଭୁବନେଶ୍ବର ମଧ୍ୟରେ ଅନୁଷ୍ଟିତ ହେବ l ସବୁ ବର୍ଷ ପରି ୩୦ ହଜାର ରୁ ଉର୍ଦ୍ଧ୍ୱ ଦର୍ଶକ ଙ୍କ ଭିଡ଼ କୁ ଲକ୍ଷ୍ୟ ରଖି ପୋଲିସ ପ୍ରଶାସନ ଓ କ୍ରିକେଟ୍ କ୍ଳବ୍ ପକ୍ଷରୁ ଶାନ୍ତି ଶୃଙ୍ଖଳା ରକ୍ଷା ସକାଶେ ସମସ୍ତ ପ୍ରସ୍ତୁତି ଚାଲିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026

You Might Also Like