-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||     

HOME   ଜିଲ୍ଲା

ନାକଟିଦେଉଳ ରେ ଜାତୀୟ ମତଦାତା ଦିବସ ପାଳନ

25-Jan-2025



ନାକଟିଦେଉଳ (କନ୍ଦର୍ପ ବେହେରା )
ରେଢାଖୋଲ ଉପଖଣ୍ଡ-ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନାକଟିଦେଉଳ ଠାରେ ଓଡିଶା ରାଜ୍ୟ ସରକାର ତଥା ଉପଖଣ୍ଡ ପ୍ରଶାସନ ର ନିର୍ଦ୍ଦେଶ ଅନୁଯାୟୀ ବ୍ଲକ୍ ସ୍ତରୀୟ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି ା ନାକ୍ଟିଦେଉଳ ବିଡିଓ କ୍ଷମାନିଧି ଭୋଇ, ସ୍ନାତକ ମହାବିଦ୍ୟାଳୟ ର ବରିଷ୍ଠ ଅଧ୍ୟାପକ ଦେବେଶ କୁମାର ବିଶ୍ବାଳ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ହେମାନନ୍ଦ ପ୍ରଧାନ ଙ୍କ ପରିଚାଳନା ରେ ଛାତ୍ରଛାତ୍ରୀ ମାନେ ଏକ ସଚେତନତା ରାଲି ରେ ନାକଟିଦେଉଳ ମହାବିଦ୍ୟାଳୟ ଠାରୁ ବାହାରି ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲେ ା ନାକଟିଦେଉଳ ପଞ୍ଚାୟତ ସମିତି ରେ ବିଡିଓ ଶ୍ରୀ କ୍ଷମାନିଧି ଭୋଇ ଙ୍କ ସଭାପତିତ୍ବ ରେ ଆୟୋଜିତ ସଚେତନତା ସଭା ରେ ସମ୍ମାନୀତ ଅତିଥି ଭାବେ ନାକଟିଦେଉଳ ଏଚ୍ ଏସ୍ ଏସ୍ ର ଅଧ୍ୟକ୍ଷ ହେମାନନ୍ଦ ପ୍ରଧାନ, ଡିଗ୍ରୀ କଲେଜ ର ରେଡକ୍ରସ୍ ପ୍ରୋଗ୍ରାମ ଅଫିସର ଦେବେଶ କୁମାର ବିଶ୍ବାଳ, ଅଧ୍ୟାପକ ସୁଭାଷ ଚନ୍ଦ୍ର ବେହେରା ଓ ଅଧ୍ୟାପିକା ଗିରିଶବାଳା ନାୟକ ଯୋଗ ଦେଇ ଅଧିକାର ତଥା କର୍ତ୍ତବ୍ୟ ଭାବେ ଭୋଟ୍ ଦାନ ର ଆବଶ୍ୟକତା ଓ ଭୋଟଦାନ ପାଇଁ ସଂକଳ୍ପ ବିଷୟରେ ଆଲୋକପାତ କରିଥିଲେ ା ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ରବିନ୍ଦ୍ର କୁମାର ସାହୁ ଜାତୀୟ ମତଦାତା ଦିବସ ର ଆଭିମୁଖ୍ୟ ଓ ଗୁରୁତ୍ବ ବିଷୟ ରେ ଆଲୋଚନା କରିଥିଲେ ା ବିଡିଓ ଶ୍ରୀ ଭୋଇ ସଚେନତା ସଭାରେ ଉପସ୍ଥିତ ସମସ୍ତ ଶିକ୍ଷକ,ଶିକ୍ଷୟତ୍ରୀ, ଛାତ୍ର ଛାତ୍ରୀ ମାନଙ୍କୁ ଦେଶର ଗଣତାନ୍ତ୍ରିକ ପରମ୍ପରା କୁ ବଜାୟ ରଖିବା, ମୁକ୍ତ ଅବାଧ ଶାନ୍ତିପୁର୍ଣ୍ଣ ନିର୍ବାଚନ ର ଗାରିମା କୁ ଅକ୍ଷୁର୍ଣ ରଖିବା ସହିତ ନିର୍ଭୀକତା ସହିତ ପ୍ରଲୋଭନ ରେ ପ୍ରଭାବିତ ନ ହୋଇ ନିଜ ମତାଧିକାର ସାବ୍ୟସ୍ତ କରିବାର ଶପଥ ପାଠ କରାଇଥିଲେ ା ପୁର୍ବରୁ ଆୟୋଜିତ କରାଯାଇଥିବା ପ୍ରବନ୍ଧ ଓ ତର୍କ ପ୍ରତିଯୋଗିତା ରେ ସଫଳତା ହାସଲ କରିଥିବାଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୁତ କରାଯାଇଥିଲା ା


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026

You Might Also Like