-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ପୂର୍ବତନ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ବିଦାୟକାଳୀନ ସମ୍ଵର୍ଦ୍ଧନା

25-Jan-2025



ବଲାଙ୍ଗୀର- ସ୍ଥାନୀୟ ପୃଥ୍ବୀରାଜ ଉଚ୍ଚ ବିଦ୍ୟାଳୟର ସଭାଗୃହ ଠାରେ ଜିଲ୍ଲାର ୧୪ଗୋଟି ବ୍ଲକ ଓ ପୌରାଞ୍ଚଳର ସମସ୍ତ ପ୍ରଧାନଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ଦ୍ବାରା ପୂର୍ବତନ ଜିଲ୍ଲା ଶିକ୍ଷାଧିକାରୀ ଧୃବଚରଣ ବେହେରାଙ୍କୁ ବିଦାୟକାଳୀନ ସମ୍ଵର୍ଦ୍ଧନା ପ୍ରଦାନ କରାଯାଇଥିଲା। ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ କେଶବ ଚରଣ ମେହେର,ପ୍ରଧାନଶିକ୍ଷକ ସନ୍ତୋଷିନୀ ସେଠୀ, ରମାଇ ହାଇସ୍କୁଲ ର ପ୍ରଧାନଶିକ୍ଷକ ଶ୍ଯାମସୁନ୍ଦର ବିଶ୍ବାଳ,ଟିଟିଲାଗଡ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁବାଷ ଚନ୍ଦ୍ର ଦାଶ ମଞ୍ଚାସୀନ ଥିଲେ। ପ୍ରଧାନଶିକ୍ଷକ ମାନଙ୍କ ଦ୍ବାରା ଶ୍ରୀବେହେରାଂକୁ ପୁଷ୍ପଗୁଚ୍ଛ,ମାନପତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରା ଯାଇଥିଲା । ସଭାରେ ଶ୍ରୀବେହେରା କରୋନା ଭଳିଆ କଠିନ ପରିସ୍ଥିତିରେ ସମସ୍ତ ପ୍ରଧାନଶିକ୍ଷକ,ପ୍ରଧାନଶିକ୍ଷୟତ୍ରୀ, ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କ ସହଯୋଗରେ ଛାତ୍ରଛାତ୍ରୀମାନଙ୍କ

ପାଠପଢା ଅବ୍ୟାହତ ରହିବା କଥାକୁ ସ୍ମରଣ କରିଥିଲେ। ପରୀକ୍ଷା ପେ ଚର୍ଚ୍ଚା ପୋର୍ଟାଲ ରେ ଜିଲ୍ଲାର ଛାତ୍ରଛାତ୍ରୀ ,ଅଭିଭାବକ,ଶିକ୍ଷକ,ଶିକ୍ଷୟତ୍ରୀଙ୍କ ପଞ୍ଜୀକରଣ ରାଜ୍ୟରେ ପ୍ରଥମ ସ୍ଥାନରେ ଥିବା ଖବର ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଜିଲ୍ଲାର ପ୍ରତ୍ୟେକ ବ୍ଲକ ଓ ପୌରାଞ୍ଚଳରୁ ଜଣେ ଲେଖାଏଁ ପ୍ରଧାନଶିକ୍ଷକ ମାନଙ୍କ ପ୍ରତିନିଧି ଭାବେ ସନ୍ତୋଷିନୀ ସେଠୀ,ଦିଲିପ ଯୋଶୀ,ହେମନ୍ତ ବାରିକ,ସରୋଜ ନାୟକ, ବାଳକୃଷ୍ଣ ମହାନନ୍ଦ,ବରୁଣ ସାହୁ,ଲୋକନାଥ ମହେର,ରାଧାକାନ୍ତ ସୁଆର,ସୁନିଲ ପାତ୍ର, ଶ୍ଯାମସୁନ୍ଦର କୁଅଁର,ନିମାଇଁ ଚରଣ ମିଶ୍ର, ବିଭୂତି ଭୂଷଣ ବେହେରା ପ୍ରମୁଖ ଶ୍ରୀବେହେରାଙ୍କ କାର୍ଯ୍ଯକାଳ ସମୟରେ ହୋଇଥିବା ବିଭିନ୍ନ ଉନ୍ନତିମୂଳକ କାର୍ଯ୍ଯ ସଂପର୍କରେ କହି ଥିଲେ। କାର୍ଯ୍ଯକ୍ରମର ସଂଯୋଜନା ରାମଗୋପାଳ ଖମାରୀ ଶର୍ମା କରିଥିବା ବେଳେ ଉଦ୍ଦେଶ୍ଯଜ୍ଞାପନ ନୀଳମଣି ପଟେଲ ଓ ଧନ୍ୟବାଦ ଅର୍ପଣ କରିଥିଲେ ଚିତ୍ତରଞ୍ଜନ ପଣ୍ଡା । କାର୍ଯ୍ଯକ୍ରମରେ ପ୍ରଧାନଶିକ୍ଷକ ସୁନୀଲ ବେହେରା,ଅଗ୍ନି ନାଏକ,ସୁନୀଲ ପାତ୍ର, ଆନନ୍ଦ ବଡପଣ୍ଡା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like