-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||     

HOME   ଜିଲ୍ଲା

ସ୍ବାମୀଙ୍କ ନାଁ ରେ କଲଙ୍କର ଦାଗ

25-Jan-2025



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ)"ବିବାହ " ଏମିତି ଏକ ବନ୍ଧନ ଯାହା ଯୁଗ ଯୁଗ ଧରି ରହି ଆସିଛି। ସତ୍ୟଯୁଗର ଶିବ ପାର୍ବତୀ ଙ୍କ ବିବାହ ଗାଥା ଶୁଣିବାକୁ ମିଳେ ତ ତ୍ରେତୟା ଯୁଗର ରାମ ସୀତା ଙ୍କ ବିବାହ ଗାଥା ଶୁଣିବାକୁ ମିଳେ। ଦ୍ଵାପର ଯୁଗରେ ଶ୍ରୀକୃଷ୍ଣ ଓ ରୁକ୍ମିଣୀ ଙ୍କ ଶୁଣିବାକୁ ମିଳେ। ଏହି କଳିଯୁଗେ ମଧ୍ୟ ହିନ୍ଦୁ ଧର୍ମରେ "ବିବାହ" ବନ୍ଧନକୁ ପବିତ୍ର ସମ୍ପର୍କ କୁହାଯାଏ। କିନ୍ତୁ ଏ ଆଧୁନିକ ଯୁଗରେ ସେହି ପବିତ୍ର ସମ୍ପର୍କରେ କଲଙ୍କିତ କରୁଛନ୍ତି କିଛି ଅମଣିଷ ଯାହାକି ପୁରା ମାନବ ସଭ୍ୟତାର ମର୍ଯ୍ୟାଦା ହାନୀ ହେଉଛି। ପ୍ରତିଦିନ ପ୍ରତି ମୂହୁର୍ତ୍ତ ରେ ବିବାହ ଦମ୍ପତି ଙ୍କ ଉପରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶିତ ହେଉଅଛି। କେତେବେଳେ ସ୍ତ୍ରୀ କୁ ନିର୍ଯାତନାର ଶିକାର ହେବାକୁ ପଡୁଛି ତ କେତେବେଳେ ସ୍ବାମୀ ହାତରେ ସ୍ତ୍ରୀ ର ବଳି ପଡୁଛି କିଛି ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଛାଡ଼ପତ୍ର ହୋଇ ଅଲଗା ହେଉଛନ୍ତି ସେଥିପାଇଁ ଦାୟୀ ମଣିଷ ର ହୀନ ମାନସିକତା।
ବିବାହ କାହିଁକି କରାଯାଏ ? ନିଜ ପିଢ଼ି କୁ ଜୀବିତ ରଖିବା ପାଇଁ ବିବାହ କରାଯାଇଥାଏ। ନିଜ ସମ୍ପ୍ରଦାୟର ଗୋଟିଏ ଝିଅ ଓ‌ ଗୋଟିଏ ପୁଅକୁ ବିବାହ ବନ୍ଧନରେ ବାନ୍ଧି ଦିଆଯାଇଥାଏ। ବିବାହ ବନ୍ଧନରେ ଆବଦ୍ଧ ହେବା ପରେ ଦୁହେଁ ଦୁହିଁଙ୍କୁ ଚିରଦିନ ସକାଶେ ଯୁଡି ହୋଇ ରହିଥାନ୍ତି। ବିବାହ ପରେ ଗୋଟିଏ ନାରୀ ଗୋଟିଏ ପୁରୁଷ କୁ ସବୁ ସମର୍ପିତ କରିଥାଏ । ନିଜ ତନ,ମନ ଦେଇ ମାନିନେଇଥାଏ। ଆଗାମୀ ପିଢ଼ି ତିଆରି କରିବାକୁ ହେଲେ ଦୁଇ ଜଣ ଙ୍କ ମଧ୍ୟରେ ସମ୍ପର୍କ ସ୍ଥାପନ କରିବାକୁ ପଡିଥାଏ। ହେଲେ ସେହି ସମ୍ପର୍କ କୁ କଲଙ୍କିତ କରି ଦେଇଥାନ୍ତି କିଛି କୁଳାଙ୍ଗାର।

ସୂଚନା ଅନୁସାରେ ନୂଆପଡ଼ା ଜିଲ୍ଲା କୋମନା ଥାନା ଅଞ୍ଚଳର ଜଣେ ଯୁବକ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଅଞ୍ଚଳର ଜଣେ ଯୁବତୀକୁ ବୈଦିକ ରୀତିରେ ବିବାହ କରିଥିଲେ।ଦୁଇ ଜଣ ଙ୍କ ସମ୍ପର୍କ ସ୍ଥାପନ ହେବା ସମୟର କିଛି ଆପତ୍ତିଜନକ ଫଟୋ ଓ ଭିଡ଼ିଓ କରି ରଖିଥିଲେ। ଯେତେବେଳେ କିଛି ଅର୍ଥ ପାଇବା ପାଇଁ ଲୋଭ ଜାତ ହେଲା ସେତେବେଳେ ସ୍ତ୍ରୀ କୁ ଟଙ୍କା ମାଗିଥିଲେ। ସ୍ତ୍ରୀ ଟଙ୍କା ନ ଦେବାରୁ ସେ ସ୍ବାମୀ ଜଣକ ମଣିଷ ରୁ ପିଚାଶ ପାଳଟି ଅନ୍ତରଙ୍ଗ ଫଟୋ ଓ ଭିଡ଼ିଓ କୁ ସୋସିଆଲ ମିଡିଆରେ ଭାଇରାଲ କରିଦେଲା ।ଏ ବିଷୟରେ ଝିଅ ଘରେ‌ ଖବର ପାଇ ପାଟଣାଗଡ଼ ଥାନାରେ ଅଭିଯୋଗ କରିବା ପରେ ପାଟଣାଗଡ଼ ଥାନା କେଶ୍ ନମ୍ବର ୨୮/୨୪ ଆଇ ଟି ଆକ୍ଟ ଅନୁସାରେ ଆସାମୀ କୁ କୋର୍ଟ ଚାଲାଣ କରାଯାଇଥିବା ଉପଖଣ୍ଡ ପୋଲିସ ଅଧିକାରୀ ସଦାନନ୍ଦ ପୁଝାରୀ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026

You Might Also Like