-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ମାଉଣ୍ଟ ଲିଟେରା ଜି ସ୍କୁଲର ବାର୍ଷିକ ଉତ୍ସବ ୨୦୨୫ ସ୍ପାର୍କଲ ୩ର ଭବ୍ୟ ଆୟୋଜନ

25-Jan-2025



ଭୁବନେଶ୍ବର(ପ୍ରେରଣା ଖବର): ମାଉଣ୍ଟ ଲିଟେରା ଜୀ ସ୍କୁଲ ଓ ଜିକେଏଫ ନର୍ସିଂ ସ୍କୁଲର ବାର୍ଷିକ ଉତ୍ସବ ୨୦୨୫ ସ୍ପାର୍କଲ ୩ର ମହାଡମ୍ବର ରେ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ଭାବେ ସ୍କୁଲର ଶିକ୍ଷାର୍ଥୀ, ଅଭିଭାବକ ଓ ଶିକ୍ଷକଗଣଙ୍କ ସକ୍ରିୟ ଭାଗୀଦାରି ଦେଖା ଦେଇଥିଲା l 

ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଅନେକ ବିଶିଷ୍ଟ ଅତିଥି ବୃନ୍ଦ ଯୋଗଦାନ ଦେଇଥିଲେ l କର୍ନେଲ ଏସ.କେ  ଦାସ, ଡଃ ଆର୍ତତ୍ରାଣ ମିଶ୍ର, ଡାକ୍ତର ସୋମ୍ୟରଞ୍ଜନ ମିଶ୍ର ଏଵଂ ହସ୍ୟ କଳାକାର ମିଷ୍ଟର ଗୁଲୁଆ, ମିଷ୍ଟର ରବି କୁମାର ପ୍ରମୁଖ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ତାଙ୍କ ଉପସ୍ଥିତି ସମୂହରେ ଅପାର ଉତ୍ସାହ ଜନ୍ମାଇଥିଲା। ଚେୟାରମ୍ୟାନ ଇଞ୍ଜିନିଅର ପ୍ରଫୁଲ୍ଲ କୁମାର ସ୍ୱାଇଁ, ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଇଞ୍ଜିନିଅର ଅକ୍ଷୟ କୁମାର ସ୍ୱାଇଁ ଓ ସହକାରୀ ଅଧ୍ୟକ୍ଷ ଜ୍ୟୋତି ରଞ୍ଜନ ପଣ୍ଡା ତାଙ୍କର ବହୁ ମୂଲ୍ୟ ବକ୍ତବ୍ୟ ରଖିଥିଲେ l 

କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ହେଉଛି ଶିକ୍ଷାର୍ଥୀଙ୍କ ଦ୍ୱାରା ଉପସ୍ଥାପିତ ନୃତ୍ୟ, ସଙ୍ଗୀତ, ଏବଂ ନାଟକ, ଯାହା ଦର୍ଶକଙ୍କ ମନକୁ ବେଶ ଛୁଇଁଥିଲା। ଏହା ବ୍ୟତୀତ ସ୍କୁଲର ଶିକ୍ଷାର୍ଥୀଙ୍କ ସଫଳତା ବିଷୟରେ ଆଲୋଚନା ହୋଇଥିଲା ଏବଂ ସ୍ମାରକ ସ୍ୱରୂପ ଉପହାର ପ୍ରଦାନ କରାଯାଇଥିଲା।

ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପ୍ରଫୁଲ୍ଲ ମହାପାତ୍ର କହିଲେ, “ଏହା  ଏକ ସାଧାରଣ କାର୍ଯ୍ୟକ୍ରମ ନୁହେଁ, ଏହା ଏକ ପ୍ଲାଟଫର୍ମ ଯାହା ଆମ ଶିକ୍ଷାର୍ଥୀଙ୍କ ସ୍ୱପ୍ନକୁ ସାକାର କରିବ l ଦର୍ଶକମାନଙ୍କ ମନୋରଞ୍ଜନ ସହିତ ଏହା ଏକ ମଧ୍ୟମ ଯାହା ମାଧ୍ୟମରେ ଆମେ ନୂତନ ପିଢ଼ୀକୁ ଉତ୍ସାହ ଓ ପ୍ରେରଣା ଦେଇଥାଉ।”

ଉଭୟ ମାଉଣ୍ଟ ଲିଟେରା ଜୀ ସ୍କୁଲ ଏବଂ ଜିକେଏଫ ନର୍ସିଂ ଇନଷ୍ଟିଟ୍ୟୁଟ, ଭଗବତୀପୁର, କଣ୍ଟାବାଡର ସମସ୍ତ ଶିକ୍ଷାର୍ଥୀ ଏବଂ ଅଭିଭାବକ ମାଉଣ୍ଟ ଲିଟେରା ଜୀ ସ୍କୁଲର ବାର୍ଷିକ ଉତ୍ସବ ୨୦୨୫ ସମ୍ପର୍କରେ ପ୍ରଶଂସା କରିଥିଲେ ଏବଂ ଏକ ସଫଳ ଓ ସ୍ମରଣୀୟ ଦିନ ରୂପେ ପାଳିତ ହୋଇଛି ବୋଲି ମତ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like