-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା କେମିଷ୍ଟ ଏଣ୍ଡ ଡ୍ରଗିଷ୍ଟ ଆସୋସିଏସନ୍ ତରଫରୁ ରକ୍ତଦାନ ଶିବିର

25-Jan-2025



ବଲାଙ୍ଗୀର(ପ୍ରେରଣା ଖବର): ସର୍ବଭାରତୀୟ କେମିଷ୍ଟ ଓ ଡ୍ରଗିଷ୍ଟ ଆସୋସିଏସନ୍ ର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସାରା ଦେଶରେ ରକ୍ତଦାନ ଶିବିର ଆୟୋଜିତ ହୋଇଛି ଏହି କ୍ରମେ ଆଜି ବଲାଙ୍ଗୀର ଜିଲ୍ଳା କେମିଷ୍ଟ ଓ ଡ୍ରଗିଷ୍ଟ ଏସୋସିଏସନ ତରଫରୁ  ସଭାପତି ଲୋଟସ ଷଡ଼ଙ୍ଗୀଙ୍କ ଅଧକ୍ଷତାରେ ସ୍ଥାନୀୟ ଜିଲ୍ଲା ରକ୍ତ ଭଣ୍ଡାର ଠାରେ ଏକ ମେଗା ସ୍ଵେଚ୍ଛାକୃତ ରକ୍ତଦାନ ଶିବିର  ଆୟୋଜିତ ହୋଇଥିଲା l ଏହି ଶିବିରକୁ ମୁଖ୍ୟ ଅତିଥି ଭାବରେ ମାନ୍ୟବର ବଲାଙ୍ଗୀର ବିଧାୟକ କଳିକେଶ ସିଂଦେଓ ଯୋଗଦେଇ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜିଲ୍ଳା ପରିଷଦ ଅଧକ୍ଷା

ଦେବକୀ ସାହୁ, ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲର ଅଧକ୍ଷା ଡ଼ଃ ମାନସୀ ପଣ୍ଡା, ଗୋପାଳଜି ପାଣିଗ୍ରାହୀ ପ୍ରମୁଖ ଯୋଗଦେଇ ଥିଲେ l ଏହି ଶିବିରରେ ଆକାଶ ପଟେଲ, ଧୀରେନ୍ଦ୍ର ଦୀପ, ମାନସ ରଣା, ଚନ୍ଦନ ମିଶ୍ର,ବିବେକ ଗୋୟଲ, ଲୋଟସ ଷଡ଼ଙ୍ଗୀ,ଶିବ ଶଙ୍କର ମେହେର,ଶାଶ୍ୱତ କୁମାର ପାତ୍ର, ଉଦିତ ସ୍ୱାଇଁ, ରଶ୍ମି ରେଖା ବରିହା, ସସ୍ମିତା ସ୍ୱାଇଁ, ଡ଼ଃ ଭୂପେଶ ନାୟକଜ୍ୟୋତିରଞ୍ଜନ ପଣ୍ଡା ପ୍ରମୁଖ ରକ୍ତଦାନ କରିଥିବା ବେଳେ ସର୍ବ ମୋତେ ୭୫ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲାଲା l ଶିବରକୁ 

ସାଙ୍ଗଠନିକ ସମ୍ପାଦକ ଶ୍ରୀମନ୍ତ ପଣ୍ଡା, ରାମଚନ୍ଦ୍ର ପୁରୋହିତ, ସଞ୍ଜୟ ଚୌଧୁରୀ, ସଂଜୀବ ରଥ, ସନ୍ତୋଷ ପ୍ରଧାନ, ସୋଭାଗ୍ୟ ଶଙ୍କର ମିଶ୍ର, କେଶବ ପଟ୍ଟନାୟକ, ମୁନା ଗୋଏଲ, ସୋମନାଥ ଅଗ୍ରୱାଲ, ଅରୁଣ ଜୈନ,ଅମିତ ଚୌଧୁରୀ, ଦୀପଙ୍କର ପଣ୍ଡା, ଲକ୍ଷଣ ଜୈନ, ପପୁ ସାହୁ, ରୋହିତ ଅଗ୍ରୱାଲ, ସଂଜୀବ ସାହୁ, ଗୋବିନ୍ଦ ଶତପଥି, ସୋମନାଥ ମିଶ୍ର ପ୍ରମୁଖ ସଂଯୋଜନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026

You Might Also Like