-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଟିପିଡବ୍ଲୁଓଡିଏଲ୍ ଆର୍ ଇ ସି ସେକ୍ସନ୍ ତରଫରୁ ଗଣତନ୍ତ୍ର ଦିବସ ପାଳିତ

26-Jan-2025



ବଲାଙ୍ଗିର,  ଆଜି ସ୍ଥାନୀୟ ବଲାଙ୍ଗିର ପୁଇନ୍ତଲା ଗ୍ରିଡ୍ ଏବଂ ମାଧିଆପାଲି ଗ୍ରୀଡ୍ ରେ ୭୬ତମ ଗଣତନ୍ତ୍ର ଦିବସ ପାଳନ ହୋଇଯାଇଛି। ପୁଇନ୍ତଲା ଗ୍ରିଡ୍ ରେ ଲାଇନମ୍ୟାନ ଏ ପବିତ୍ର ଖୁଣ୍ଟିଆ ଙ୍କ ନେତୃତ୍ଵରେ ମୁଖ୍ୟ ଅତିଥି ଭାବେ ସଚ୍ଚିଦାନନ୍ଦ ସାହୁ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ଅଭିଭାଷଣ ପ୍ରଦାନ କରିଥିଲେ। ଏହି ଅବସରରେ ଲାଇନମ୍ୟାନ ବି ଶିବପ୍ରସାଦ ମିସ୍ତ୍ରୀ, ସୁପରଭାଇଜର ଗୋପୀକାନ୍ତ ବେହେରା, ବିଏ ଲାଇନମ୍ୟାନ ପ୍ରଶନ୍ନ ପଧାନ, ଆଶିଷ ବାଗ,ରାଜେଶ ଦଣ୍ଡସେନା, ପ୍ରବୀଣ ପଧାନ, ଅଜିତ ସେଟ୍, ଜଗାକାଲିଆ ସିଂହ, ନକୁଲ କୁମ୍ଭାର, ପ୍ରଶାନ୍ତ ସାଏ, ବିମ୍ବାଧର ସାଏ, ନାରାୟଣ ସେଠ୍, ବିଜୁ ଦାସ ପ୍ରମୁଖ ଉପସ୍ଥିତ ରହିଥିଲେ।
ସେହିପରି ଏହି ସେକ୍ସନ୍ ର ମାଧିଆପାଲି ଗ୍ରୀଡ୍ ରେ ମଧ୍ୟ ସେକ୍ସନ୍ ଅଫିସର୍ ରିଆଜୁଲ ହକ୍ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନିଜ ବକ୍ତବ୍ୟରେ ଭାରତ ମାତାର ଗୁଣଗାନ କରିଥିଲେ। କମର୍ସିଆଲ ଜେଇ ମନୋଜ ପାତ୍ର ଇଏସ୍ ଓ ବି ତାପସ ବାରିକ, କୃତିବାସ ପଧାନ, ଲାଇନମ୍ୟାନ ହରିହର ପଧାନ, ପ୍ରିୟନାଥ ଦଣ୍ଡସେନା, ରୁତୁରାଜ ପଧାନ, ପିତାମ୍ବର ଚନ୍ଦନ ପ୍ରମୁଖ ଯୋଗଦେଇ ୭୬ ତମ ଗଣତନ୍ତ୍ର ଦିବସ ପାଳନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like