-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ସିନାପାଲି ହାଇସ୍କୁଲ ପଡିଆ ଠାରେ ୭୬ ତମ ବ୍ଲକ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

26-Jan-2025



ନୂଆପଡା ଜିଲ୍ଲା ସିନାପାଲି ହାଇସ୍କୁଲ ପଡିଆ ରେ ୭୬ ତମ ବ୍ଲକ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ମୁଖ୍ୟ ଅତିଥି ରୂପେ ସିନାପାଲି ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଯତୀନ୍ଦ୍ର କୁମାର ସେଠି ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ମିଳିତ ପ୍ୟାରେଡ଼ ନିରୀକ୍ଷଣ ଏବଂ ଅବିଭାଦନ ଗ୍ରହଣ କରିଥିଲେ l ମଞ୍ଚାସିନ ଅତିଥି ଭାବରେ ବ୍ଲକ ଚ୍ୟାୟାର ମ୍ୟାନ ମାଧୁରୀ ମାଝୀ, ବ୍ଲକ ଉପାଧ୍ୟକ୍ଷା ମିନା ଘିଭେଲା, ୧୪ ନଂ ଜୋନ ଜିଲ୍ଲା ପରିଷଦ ଆଶା ଜୈନ, ୧୨ ନଂ ଜୋନ ଜିଲ୍ଲା ପରିଷଦ ପୁଷ୍ପାଞ୍ଜଲି ଗୁଆଳ, ସମିତି ସଭ୍ୟ ସିନାପାଲି ବ୍ଲକ ସଭାପତି  ମନିଷ ପଟେଲ, ସିନାପାଲି ସରପଞ୍ଚ  ସୁନିତା ମେହେର, ସିନାପାଲି ହାଇସ୍କୁଲ ପ୍ରଧାନ ଶିକ୍ଷକ ଲଳିତ କୁମାର ସୁନାରୀ, ବରିଷ୍ଠ ଆଇନଜୀବି ବୈସମ୍ପାୟନ ମେହେର, ବରିଷ୍ଠ ଶିକ୍ଷାବିତ ତୁଳସୀ ରାମ ମେହେର, ସିନାପାଲି ପ୍ରେସ କ୍ଲବ ସଭାପତି ଅଜିତ କୁମାର ଯୋଶୀ ଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ,ଛାତ୍ର ଛାତ୍ରୀ ଓ ଅବିଭାବକ ଉପସ୍ଥିତ ଥିଲେ ଓ ରକ୍ତଦାନ କରିଥିବା ୫ ଜଣ - ରବୀନ୍ଦ୍ର ଦାସ, କ୍ଷିତିଧର ମେହେର, ପରମେଶ୍ୱର ମେହେର, ସୁରେଶ ଚନ୍ଦ୍ର ସା, କ୍ଷିତିଧର ମେହେର ଙ୍କୁ ସମ୍ମାନିତ କରାଯାଇ ଥିଲା l ଏହି ଉପଲକ୍ଷେ ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l  ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା l  ସ୍କୁଲ ଛାତ୍ର ଛାତ୍ରୀ ମାନେ ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ  l ପରିଶେଷରେ କୃତି ପ୍ରତିଯୋଗି ଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା l ଏଥିରେ ମଞ୍ଚ ପରିଚାଳନା କରିଥିଲେ ଲୋଚନ ମେହେର, ଶେଷରେ ବ୍ଲକ ଚ୍ୟାୟାରମ୍ୟାନ ମାଧୁରୀ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ l

(ନୂଆପଡା ଜିଲ୍ଲାରୁ ପରମେଶ୍ୱର ମେହେରଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like