-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ବୁରୋମୁଣ୍ଡା ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

26-Jan-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)--ଆଜି ବରଗଡ଼ ଜିଲ୍ଲା ଗାଇସିଲାଟ ବ୍ଲକ ଅନ୍ତର୍ଗତ ବୁରୋମୁଣ୍ଡାସ୍ଥିତ ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ  ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର  ପ୍ରଧାନ ଶିକ୍ଷକ ଡକ୍ଟର ପ୍ରେମାନନ୍ଦ ବେହେରା ଜାତୀୟ ପତାକା ଉତ୍ତୋଳନ କରି ବିଦ୍ୟାଳୟର ସମସ୍ତ ପୁଅଝିଅ ଭବିଷ୍ୟତରେ ଜଣେ ଜଣେ ଆଦର୍ଶ ନାଗରିକ ହେବାକୁ ଉଦବୋଧନ ଦେଇଥିଲେ । ଜନ୍ମଭୂମିର ଅଖଣ୍ଡତାକୁ ବଜାୟ ରଖିବାକୁ ଏକତାର ମନ୍ତ୍ରରେ ସମସ୍ତେ ଦିକ୍ଷୀତ ହେବାକୁ ଆହ୍ବାନ ଜଣାଇଥିଲେ । ଖେଳ ଶିକ୍ଷକ ମନୋଜ କୁମାର ପାଢୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।  ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷା କର୍ମଚାରୀଙ୍କ ନେତୃତ୍ୱରେ ବିଦ୍ୟାଳୟର ଛାତ୍ରଛାତ୍ରୀ ବ୍ୟାଣ୍ଡ ବାଜାର ତାଳେ ତାଳେ ଗ୍ରାମ ପରିକ୍ରମା କରିଥିଲେ । ଗ୍ରାମବାସୀ ଘର ସମ୍ମୁଖରେ ଝୋଟି ପକାଇ ଛାତ୍ରଛାତ୍ରୀଙ୍କ ପଟୁଆରକୁ ହାର୍ଦ୍ଦିକ ସ୍ବାଗତ ଜଣାଇଥିଲେ । ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଆଶୁତୋଷ ସାହୁ, ଉପାଧ୍ୟକ୍ଷା ଅମ୍ବିକା ପାଣ୍ଡେ, ସଭ୍ୟ ସୁନ୍ଦରମଣି ଦାଶ, ହେମନ୍ତ କୁମାର ଗଡ଼ତିଆ, ଉଦ୍ଧବ ପାଣ୍ଡେ, ମୁରାରୀ ବେହେରା, ଗୋପାଲ ଧୂବଲ, ସଭ୍ୟା ପ୍ରତିମା ଝାଙ୍କର, ଶେଶାନ୍ତି ଭୋଇ, ଯାଜ୍ଞସେନୀ ଛତର, ଗୋଲାପୀ ବରିହା, ଅନୁରା ବାଗ ପିଲାମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରିଥିଲେ । ବିଦ୍ୟାଳୟର ଶିକ୍ଷକ ପଞ୍ଚାନନ ମାଝୀ, ଅର୍ଜୁନ ତାଣ୍ଡି, ମୋହନ ପଧାନ, ସୁବଳ ଠାକୁର, ରାମ କୁମାର ପଟେଲ, ତିଲୋତ୍ତମ ବିଶି, ପ୍ରଫୁଲ୍ଲ କୁମାର ସାଗର, ରଜତ କୁମାର ଚୌହାନ, ଶିକ୍ଷୟିତ୍ରୀ ନିବେଦିତା ପାଣିଗ୍ରାହୀ, ମୋନାଲିସା ଠାକୁର, ନିହାରୀକା ଯୋଶୀ, ମାମି ପଧାନ, ସ୍ଵପ୍ନାରାଣୀ ଭୋଇ, ସସ୍ମିତା ସାହୁ ଓ କନିଷ୍ଠ ସହାୟକ ବୈଲୋଚନ ସେଠଙ୍କ ସହଯୋଗରେ କାର୍ଯ୍ୟକ୍ରମ ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like