-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

୭୬ତମ ସାଧାରଣତନ୍ତ୍ର ଦିବସ ପାଳନ

26-Jan-2025



ବରଗଡ଼ :(ନିରଞ୍ଜନ ତ୍ରିପାଠୀ)-ଆଜି ୮ଘଟିକା ସମୟରେ ପାଇକମାଳ ବ୍ଲକ ଅନ୍ତର୍ଗତ ସାପଲହର ଗ୍ରାମର ସମସ୍ତ ବିଦ୍ୟାଳୟ ଶିକ୍ଷକ, ଛାତ୍ର ଛାତ୍ରୀ, ଅଙ୍ଗନବାଡ଼ି କର୍ମୀ ଓ ଶିଶୁ ମାନେ ତଥା ସମସ୍ତ ଅନୁଷ୍ଠାନ ସାମୁହିକ ପତାକା ଉତ୍ତୋଳନ ମାଁ ଶକ୍ତି ଶାଳୀ ଯୁବକ ସଂଘ ପଡ଼ିଆରେ ଶ୍ରୀଯୁକ୍ତ ଶୋଭାସାଗର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଥିଲା। ଏଥିରେ ମୂଖ୍ୟ ଅତିଥି ଭାବେ ଶ୍ରୀଯୁକ୍ତ ଟିକୁନୁ ସାହୁ ଆର୍ଯ୍ୟ ପତାକା ଉତ୍ତୋଳନ କରିଥିବା ବେଳେ ନିମନ୍ତ୍ରିତ ଅତିଥି ଭାବେ ଶ୍ରୀଯୁକ୍ତ ଭୋଳାନାଥ ମେହେର, ଲାଲ ବିହାରୀ ବଢେଇ, ବିପିନ ପ୍ରଧାନ, ପୁରନ୍ଦର ପ୍ରଧାନ, କ୍ଷମାନିଧି ବାରିକ,ଗୁଣସାଗର ପ୍ରଧାନ,ହାରାଧନ ପ୍ରଧାନ (ବାବା) ଯୋଗଦେଇଥିଲେ। ଯୁବକ ସଂଘ ସଂପାଦକ ଶ୍ରୀଯୁକ୍ତ ହାରାଧନ ପ୍ରଧାନ ସ୍ବାଗତ ଭାଷଣ ଦେଇଥିବାବେଳେ,ଶ୍ରୀଯୁକ୍ତ ଆଶିଷ ସାହୁଙ୍କ ନିର୍ଦ୍ଦେଶନାରେ ଛାତ୍ର ଛାତ୍ରୀ ମାନେ ସୂର୍ଯ୍ୟ ନମସ୍କାର ଓ ନୃତ୍ୟ ପରିବେଷଣ କରିଥିଲେ । ପରିଶେଷରେ କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଗ୍ରାମର ଉଦୀୟମାନ ଯୁବକ ଶ୍ରୀଯୁକ୍ତ ବୈବସୂତ ବାରିକଙ୍କ ତରଫରୁ ଛାତ୍ର ଛାତ୍ରୀ ମାନଙ୍କୁ ମିଷ୍ଠାନ୍ନ ବଣ୍ଟନ କରାଯାଇଥିଲା।ପତାକା ଉତୋଳନ ସମୟରେ ଗ୍ରାମର ଶତାଧିକ ପୁରୁଷ, ମହିଳା ଓ ଯୁବକ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ ଓ କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like