-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ

26-Jan-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇ ଯାଇଛି । ଶିଶୁ ମନ୍ଦିର ବିଭାଗରେ ସମ୍ପାଦକ ଶ୍ରୀଯୁକ୍ତ ଜନକଲାଲ ମେହେର ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ବଳନ ପୂର୍ବକ ପତାକା ଉତ୍ତୋଳନ କରିବା ସହ ମିଳିତ ପ୍ୟାରେଡରେ ରେ ଅଭିଭାଦନ ଗ୍ରହଣ କରିଥିଲେ। ଅନ୍ୟତମ ଅତିଥି ଭାବେ ପୁର୍ବ ଛାତ୍ର ସଂସଦ ର ସଂପାଦକ ଶ୍ରୀଯୁକ୍ତ ଅଜୟ ଅଗ୍ରୱାଲ ଯୋଗଦେଇ ଥିଲେ।ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ଅତିଥି ପରିଚୟ ଓ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ସୁକାନ୍ତ କିଶୋର ସାହୁ ସଂଯୋଜନା କରିଥିଲେ ।ଦିବା ପର୍ଯ୍ୟାୟ ପ୍ରମୁଖ ମୁଦିରଥ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ବୃତ୍ତି ପରୀକ୍ଷାରେ ଓ NRTS ପରୀକ୍ଷାରେ କୃତିତ୍ବ ହାସଲ କରିଥିବା ୧୩ ଜଣ ଭାଇଭଉଣୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଉପଖଣ୍ଡ ସ୍ତରରେ ବିଭିନ୍ନ ପ୍ରତିଯୋଗୀତାରେ ୨୮ଜଣ ଭାଇଭଉଣୀ ମାନେ ପୁରସ୍କୃତ ହୋଇଥିଲେ।ବିଦ୍ୟାମନ୍ଦିର ବିଭାଗରେ ମୁଖ୍ୟ ଅତିଥି ଭାବରେ କୋଷ।ଧ୍ଯକ୍ଷ ଶ୍ରୀଯୁକ୍ତ ଘନଶ୍ୟାମ ପୁଞ୍ଜି ଦୀପ ପ୍ରଜ୍ଜ୍ୱଳନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଅନ୍ୟତମ ଅତିଥି ଭାବରେ ଉପସଭାପତି ଶ୍ରୀଯୁକ୍ତ ଗୋପାଳ କୃଷ୍ଣ ମିଶ୍ର ଓ ବିଶ୍ଵ ହିନ୍ଦୁ ପରିଷଦ ଓଡିଶା ପଶ୍ଚିମ ପ୍ରାନ୍ତର ସମ୍ପାଦକ ଶ୍ରୀଯୁକ୍ତ ଭକ୍ତଚରଣ ସାହୁ ଉପସ୍ଥିତି ଥିଲେ । ବିଦ୍ୟାମନ୍ଦିର ପ୍ରମୁଖ ଶ୍ରୀଯୁକ୍ତ ଦେବରାଜ ଡନସନା ମୁଖ୍ୟ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ ।ଏହି କାର୍ଯ୍ୟକ୍ରମକୁ କଲ୍ୟାଣୀ ମିଶ୍ର ଗୁରୁମା ସଂଯୋଜନା କରିଥିବା ବେଳେ ଶ୍ରୀଯୁକ୍ତ ତରଣୀସେନ ମହାପାତ୍ର ଗୁରୁଜୀ ଧନ୍ୟବାଦ ଅର୍ପଣ କରିଥିଲେ ।ମାତୃଭାରତୀ ର ସଭ୍ୟା ବୃନ୍ଦ, ପୂର୍ବ ତନ ଛାତ୍ର ସଂସଦ ର ସଭ୍ୟ ସଭ୍ୟା ମାନେ ମଧ୍ୟ ଉପସ୍ଥିତ ଥିଲେ।ସମସ୍ତ ଗୁରୁଜୀ ଗୁରୁମା ମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like