-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ 76 ତମ ଗଣତନ୍ତ୍ର ଦିବସ ପାଳିତ

26-Jan-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ 76 ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ମହାତ୍ମା ଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ପ୍ରଦାନ କରିବା ସହିତ ସ୍ୱାଧୀନତା ପାଇଁ ଶହୀଦ ହୋଇଥିବା ସ୍ୱାଧୀନତା ସଂଗ୍ରାମୀ ଙ୍କ ସ୍ମୃତି ଚାରଣ କରିବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ଏହି ଅବସରରେ ବ୍ଲକ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟା|ଳୟ, ଥାନା, ପୋଷ୍ଟ ଅଫିସ, ମହିଳା ଓ ଶିଶୁ ବିକାଶ କାର୍ଯ୍ୟଳୟ, ସାମ୍ବାଦିକ ସଂଘ,ଜୟ ଭାରତ ଅଟୋ ଉନ୍ନୟିନ,ମୋଟର ସାଇକେଲ ମେକାନିକଲ ସଙ୍ଘ ଏଵଂ ବିଭିନ୍ନ ସରକାରୀ ବେସରକାରୀ କାର୍ଯ୍ୟାଳୟ ରେ ଓ ବିଭିନ୍ନ ବିଦ୍ୟାଳୟ ଗୁଡିକରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି | ଏହି ଶୁଭ ଅବସରରେ ବିଭିନ୍ନ ସରକାରୀ କାର୍ଯ୍ୟାଳରେ ମଧ୍ୟ  ଦାୟିତ୍ୱରେ ଥିବା ଅଧିକାରୀମାନେ ପତକା ଉତଲନ କରିଥିଲେ।ଆଜିର କାର୍ଯ୍ୟକ୍ରମଟି ସୁରୁଖୁରୁରେ ଅନୁଷ୍ଠିତ ହେଲା।ଡାବୁଗାଁ ବିଧାୟକ ଶ୍ରୀ ମନହର ରନ୍ଧାରୀ ସ୍ଥାନିତ ସରକାରୀ ପଞ୍ଚାୟତ ହାଇସ୍କୁଲ ରେ ବ୍ଲକସ୍ତରୀୟ ପତାକା ଉତ୍ତୋଳନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like