-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||     

HOME   ଜିଲ୍ଲା

ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳିତ, ଦୀପିକା ଓ ବର୍ଷାରାଣୀ ବକ୍ତୃତାରେ ପ୍ରଥମ

12-Jan-2021



ବ୍ରହ୍ମପୁର, ବୁଗୁଡା: ( ଡ଼ଃ. କୁମୁଦ ଚନ୍ଦ୍ର ବେହେରା) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡା ବ୍ଲକର ମାଣିତରା ଗ୍ରାମର ଭାରତ ନିର୍ମାଣ ରାଜୀବ ଗାନ୍ଧୀ ସେବା କେନ୍ଦ୍ରରେ ମା' ସେନାପତି ଯୁବକ ସଙ୍ଘ ପକ୍ଷରୁ ଜାନୁଆରୀ ୧୨ ତାରିଖ ଦିନ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳନ ହୋଇଯାଇଛି। ଏହି ଉପଲକ୍ଷେ ଜୁନିୟର ଓ ସିନିୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଉପଲକ୍ଷେ ଅନୁଷ୍ଠିତ ସଭାରେ ସରପଞ୍ଚଙ୍କ ପ୍ରତିନିଧି ଯୁବ ସମାଜସେବୀ ବବୁଲ ନାୟକ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ବୁଗୁଡା ପ୍ରେସ କ୍ଳବ ସଭାପତି ଅନିଲ କୁମାର ମହାରଣା, ମୁଖ୍ୟ ବକ୍ତା ଭାବେ ଶିକ୍ଷକ ଜୟନ୍ତ କୁମାର ପଟ୍ଟନାୟକ ଏବଂ ସମ୍ମାନୀତ ଅତିଥି ଭାବେ ଅଧ୍ୟାପକ କାହ୍ନୁ ଚରଣ ଦାଶ ଓ ସନକ କୁମାର ବିଶ୍ବାଳ ଯୋଗଦେଇଥିଲେ। ପ୍ରଥମେ ସ୍ୱାମୀ ବିବେକାନନ୍ଦଙ୍କ ତୈଳଚିତ୍ର ସମୁଖରେ ଅତିଥି ବୃନ୍ଦ ପଦୀପ ପ୍ରଜ୍ଜ୍ୱଳନ କରିଥିଲେ। ସ୍ୱାମୀ ବିବେକାନନ୍ଦଙ୍କ ଆଦର୍ଶ ଓ ଦିଗ ଦର୍ଶନ କୁ ନେଇ ଅତିଥି ବୃନ୍ଦ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିବା ସହ ଯୁବ ସମାଜ ସ୍ୱାମୀଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ପରାମର୍ଶ ଦେଇଥିଲେ। "ଭାରତୀୟ ଜୀବନ ଦର୍ଶନରେ ସ୍ୱାମୀ ବିବେକାନନ୍ଦଙ୍କ ପ୍ରଭାବ" ବିଷୟରେ  ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଜୁନିୟର ବିଭାଗରେ ଦୀପିକା ଗୌଡ଼ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ସାଇନା ନାୟକ ଦ୍ଵିତୀୟ ଓ ଚିନ୍ମୟ ସେଠୀ ତୃତୀୟ ସ୍ଥାନ ଅଧିକାର କରିଥିଲେ। ସେହିପରି ସିନିୟର ବିଭାଗରେ ବର୍ଷାରାଣୀ ବେହେରା ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଶାସ୍ବତୀ ଶ୍ରୀୟାଂଶୁ ଦ୍ଵିତୀୟ ଓ ଶୁଭଶ୍ରୀ ଗୌଡ଼ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଅତିଥି ବୃନ୍ଦ ବକ୍ତୃତା ପ୍ରତିଯୋଗିତାରେ କୃତିତ୍ବ ଅର୍ଜ୍ଜନ କରିଥିବା ଛାତ୍ରୀମାନଙ୍କୁ ପ୍ରଶଂସା ପତ୍ର ଓ ସିଲଡ଼ ପ୍ରଦାନ କରିଥିଲେ। ମା' ସେନାପତି ଯୁବକ ସଙ୍ଘର ସଭାପତି ଅଭିଳାଷ ମହାରଣାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ପାଦକ ଏସ. ଲକ୍ଷ୍ମଣ ଚୌଧୁରୀ ସଂଯୋଜନା କରିଥିବା ବେଳେ ସମସ୍ତ ସଦସ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026

You Might Also Like