-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME    ଅନ୍ୟାନ୍ୟ

ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ଠାରେ ସାଧାରଣତନ୍ତ୍ର ଦିବସ ପାଳନ

26-Jan-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ଠାରେ ଆଜି ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଚିକିତ୍ସାଧିକାରୀ ଡ଼ା.ସମ୍ବିତ  ବାରିକ ମୁଖ୍ୟଅତିଥି ଭାବେ ଯୋଗଦାନ କରି  ତ୍ରିରଙ୍ଗା ପତାକାକୁ ସମ୍ମାନର ସହ ଉତ୍ତୋଳନ କରିଥିଲେ ।ଦେଶର ଅଖଣ୍ଡତା, ଶୃଙ୍ଖଳିତ ସମାଜ, ସମସ୍ତ କର୍ମଚାରୀ ଶୃଙ୍ଖଳତା ସହ ନିଜନିଜ କର୍ତ୍ତବ୍ୟ ପ୍ରତି ଅଧିକ ଧ୍ୟାନ ଦେବା, ଏକାଗ୍ରତା ବଜାୟ ରଖିବା ଉପରେ ସମ୍ବୋଧିତ କରିବା ସହ,ସମ୍ବିଧାନ ରଚୟିତା ବାବା ସାହେବ୍ ଆମ୍ବେଦକରଙ୍କ ଚିନ୍ତାଧାରାରେ ଅନୁପ୍ରାଣିତ ହେବାକୁ ଦିଗଦର୍ଶନ ପ୍ରଦାନ କରିଥିଲେ।ଏଇ ଅବସରରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଗଣ ଉପସ୍ଥିତ ହୋଇ ତ୍ରିରଙ୍ଗା ପତାକାକୁ ସମ୍ମାନ ଜଣାଇ ସାଧାରଣତନ୍ତ୍ର ଦିବସ ପାଳନ କରିଥିଲେ। ଶେଷରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ପୁରୁଷ ବନ୍ଧ୍ୟାକରଣ ଅସ୍ତ୍ରୋପଚାର ପାଇଁ ଉତ୍ତମ ପରାମର୍ଶ ସେବା ଉଦ୍ଦେଶ୍ୟରେ କାର୍ଯ୍ୟରତ କର୍ମଚାରୀ ଶ୍ରୀଯୁକ୍ତ ମନୋଜ ପ୍ରଧାନଙ୍କୁ ଉପଢୌକନ, ମାନପତ୍ର ସହ ସମ୍ମାନୀତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like