-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

କରୁଣାଶାନ୍ତି ଆବାସିକ ବିଜ୍ଞାନ ମହାବିଦ୍ୟାଳୟରେ ଗଣତନ୍ତ୍ର ଦିବସ ପାଳିତ 

26-Jan-2025



ଗୋଳନ୍ଥରା ନିକଟସ୍ଥ କରୁଣାଶାନ୍ତି ଆବାସିକ ବିଜ୍ଞାନ ମହାବିଦ୍ୟାଳୟରେ ୭୬ତମ ଗଣତନ୍ତ୍ର ଦିବସ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି । ସୁଶ୍ରୀ ସୋନାଲି ପଟ୍ଟନାୟକ ଅତିଥି ପରିଚୟ ପ୍ରଦାନ କରିଥିଲେ । ଏଥିରେ ବ୍ରହ୍ମପୁର ସଲିଡ଼ାରିଟୀ ଫର୍ ଡେଭଲପମେଣ୍ଟ କମୁନିଟିର କୋଷାଧ୍ୟକ୍ଷ ଶ୍ରୀ ସଦାନନ୍ଦ ଉଠାନସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଦିବସର ଶୁଭେଛା ଜଣାଇବା ସହ ଭାରତର ସମ୍ବିଧାନ ବିଷୟରେ ସଚେତନତା ସହ ଛାତ୍ରଛାତ୍ରୀ କିପରି ଭଲ ମଣିଷ ହେବେ ତାହା ଉପରେ ଆଲୋଚନା କରିଥିଲେ । ସମ୍ମାନିତ ଅତିଥି ସଲିଡ଼ାରିଟୀ ଫର୍ ଡେଭଲପମେଣ୍ଟ କମୁନିଟିର ନିର୍ଦ୍ଦେଶକ ଶ୍ରୀ ଦେବାଶିଷ ପଟ୍ଟନାୟକ, ମହାବିଦ୍ୟାଳୟର ଉପାଧ୍ୟକ୍ଷ ଶ୍ରୀ ଅନୀଲ କୁମାର ଦିଗାଲ, ବ୍ରହ୍ମପୁର ସଲିଡ୍ ର ସମସ୍ତ କର୍ମକର୍ତ୍ତା, ଶ୍ରୀ ପ୍ରକାଶ ମହାରଣା ଙ୍କ ସମେତ ମହାବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା ଓ ଅନ୍ୟାନ୍ୟ କର୍ମଚାରୀ ପ୍ରମୁଖ ଦାୟିତ୍ଵ ସମ୍ପାଦନା କରିଥିଲେ । ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ଵାରା ଜାତୀୟ ସଙ୍ଗୀତ  ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ପିରାମିଡ୍ ସ୍ଥାପନା ହୋଇଥିଲା । ଶେଷରେ ସୁଶ୍ରୀ ରଜେଶ୍ୱରୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like