-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ,ବଲାଂଗୀର ଜିଲ୍ଲା ଶାଖା ର ବିଶେଷ ସଭା ଅନୁଷ୍ଠିତ

26-Jan-2025



ବଲାଙ୍ଗିର:-ବଲାଂଗୀର ଜିଲ୍ଲା ସଂଘର ସଭାନେତ୍ରୀ ଶାନ୍ତିଲତା ସାହୁ ଙ୍କ ଆବାହନ କ୍ରମେ ସ୍ଥାନୀୟ ପୂର୍ବତଟ ରେଲୱେ ଶ୍ରମିକ ୟୁନିୟନ ଠାରେ ଏକ ବିଶେଷ ସଭା ଅନୁଷ୍ଠିତ ହୋଇଯାଇଛି।ଏହି ସଭାରେ ପୂର୍ବତନ ସ୍କୁଲ ଉପ ନିରୀକ୍ଷକ ଶ୍ୟାମ ସୁନ୍ଦର ଦାସ,ବିଇଡି ସଂଘର ଜିଲ୍ଲା ସଭାପତି ମଧୁ ସୁଦନ ନାୟକ ଓ ପୂର୍ବତନ ଜିଲ୍ଲା ଉପ ସଭାପତି ଧ୍ରୁବରାଜ ଚୋପାଦର ପ୍ରମୁଖ ମଞ୍ଚାସିନ ଥିଲେ।
ଏହି ସଭାରେ ଜିଲ୍ଲାର ସମସ୍ତ ବ୍ଲକ ର ଶିକ୍ଷକ ପ୍ରତିନିଧି ଙ୍କ ଉପସ୍ଥିତି ରେ ନିମ୍ନୋକ୍ତ ବିଷୟ ଗୁଡ଼ିକ ଆଲୋଚନା ହୋଇଥିଲା।
ପ୍ରଥମେ ନୂତନ ଡିଇଓ ଙ୍କୁ ସ୍ୱାଗତ କରାଯିବା,ଜିଲ୍ଲାର ଶିକ୍ଷା ବ୍ୟବସ୍ଥା  ଉପରେ ସମ୍ୟକ୍ ଧାରଣା ଉପସ୍ଥାପନା କରିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଥିଲା।ପରେ ବକେୟା ପ୍ରାପ୍ୟ,ପ୍ରମୋସନ ଓ ଦୀର୍ଘ ଦିନ ଧରି ଗୋଟିଏ ଷ୍ଟେସନ ରେ କାର୍ଯ୍ୟରତ ଥିବା ଅଧିକାରୀ,କିରାଣୀ ଓ ସି ଆର୍ ସି ସିଙ୍କର ବଦଳି ପାଇଁ ଦାବି ଭଳି ବିଷୟ ଉପରେ ଆଲୋଚନା ହୋଇଥିଲା। 
ଏହି ସଭାରେ ବରିଷ୍ଠ ଶିକ୍ଷକ ପ୍ରତିନିଧି ଅନୁପମା ପ୍ରହରାଜ,ବିପିନ ବୁଡେକ,ବସନ୍ତ ବୁଡେକ,ରାଜ୍ୟଉପସଭାପତି ପ୍ରଶାନ୍ତ ପୁରୋହିତ, ଦୁର୍ୟୋଧନ ପଶାୟତ,ଭୀମସେନ ଦଣ୍ଡସେନା ପ୍ରମୁଖ ନିଜ ନିଜର ବକ୍ତବ୍ୟ ଉପସ୍ଥାପନ କରିବା ସହ ଶିକ୍ଷକ ମାନଙ୍କ ସମସ୍ୟା ଉପରେ ଆଲୋକପାତ କରିଥିଲେ।
ଶ୍ରୀ ଶ୍ୟାମ ସୁନ୍ଦର୍ ଦାସ ତାଙ୍କ ବକ୍ତବ୍ୟରେ ଶିକ୍ଷକ ମାନଙ୍କ ସମସ୍ୟା ର ସମାଧାନ ଦିଗରେ ମତାମତ ଦେଇଥିଲେ।ଶିକ୍ଷକ ମାନଙ୍କ ପାଖକୁ ଯାଇ ତାଙ୍କର ସମସ୍ୟା ବୁଝି ତୁରନ୍ତ ସମାଧାନ କରିବାକୁ ଉପଦେଶ ମଧ୍ୟ ଦେଇଥିଲେ।ଶେଷରେ ନିଶାମୁକ୍ତ ସୁସ୍ଥ ସମାଜ ଗଠନ ପାଇଁ ଆହ୍ୱାନ ଦେବା ସହ ନିଶା ନିବାରଣ ପାଇଁ ଉଚିତ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ଆଲୋଚନା ମଧ୍ୟ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like