-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଷାଠିଏ ଘର ଡୁମାଲ ସମାଜର ବାର୍ଷିକୋତ୍ସବ

26-Jan-2025



ବଲାଙ୍ଗିର(ପ୍ରେରଣା ଖବର):  ସାଧାରଣତନ୍ତ୍ର ଦିବସ ଅବସରରେ ସଦର ବ୍ଲକ ଅନ୍ତର୍ଗତ ଶିବତଲା ଗ୍ରାମଠାରେ ମାଁ ମାହେଶ୍ୱରୀ ଆଞ୍ଚଳିକ କମିଟି ପକ୍ଷରୁ ଷାଠିଏ ଘର ଡୁମାଲ ସମାଜର ବାର୍ଷିକୋତ୍ସବ ପାଳିତ ହୋଇଯାଇଛି । କମିଟି ସଭାପତି ଗୁରୁଦେବ କର୍ମୀଙ୍କ ଅଧକ୍ଷ୍ୟତାରେ ଅନୁଷ୍ଠିତ ଏହି ସଭାରେ ଜଗନ୍ନାଥ କରନ ମୁଖ୍ୟଅତିଥି ରୁପେ ଯୋଗ ଦେଇ ଥିବା ବେଳେ ସତ୍ୟବାଦି ପଧାନ, ରମାକାନ୍ତ ପଧାନ, ଇଶ୍ୱର କରନ, ତୀର୍ଥ ପଧାନ, ପ୍ରକାଶ ମେରଲି, ଶମ୍ଭୁ ପ୍ରସାଦ ମହାକୁର, ବଜରଙ୍ଗି ଅମାତ, ବିରେନ୍ଦ୍ର ଗଡୁଆ, ବ୍ୟାସଦେବ ଦେହୁରି, ପୁରୁଷୋତ୍ତମ କର୍ମୀ, ଅନିରୁଦ୍ଧ ପଧାନ ସମ୍ମାନୀତ ଅତିଥି ଭାବେ ମଞ୍ଚାସୀନ ଥିଲେ । ଶିବତଲା, ଆଡେନଡୁଙ୍ଗୁରି ଓ ଫଟକରା ଜାତି  ଗ୍ରାମବାସୀଙ୍କୁ ନେଇ ଆୟୋଜିତ ଏହି ବୈଠକରେ ଡୁମାଲ ଜାତିର ଗ୍ରାମ୍ୟ ସମ୍ବିଧାନର ରୁପରେଖ ଉପରେ ଆଲୋଚନା କରାଯାଇ, ପୁର୍ବରୁ ଚାଲି ଆସୁଥିବା କଷ୍ଟସାଧ୍ୟ ନୀତି ନିୟମ ଗୁଡିକୁ ପରିବର୍ତ୍ତିତ ସମୟରେ  ଉକ୍ତ ନୀତି ନିୟମ ଗୁଡିକୁ ଯଥା ସମ୍ଭବ ଗ୍ରାମ ସ୍ତରରୁ ଶଂସୋଧିତ କରି ସମାଜରେ ଗୃହିତ କରିବା ପାଇଁ ବକ୍ତମାନେ ମତ ବ୍ୟକ୍ତ କରିଥିଲେ । ଯାହାକୁ ସର୍ବସମ୍ମତି କ୍ରମେ ଗୃହିତ କରାଯାଇଥିଲା । ଏହି ସଭାରେ ଉପସଭାପତି ସନ୍ତୋଷ କର୍ମୀ, ସହ ସଂପାଦକ ମଦନ ଦନ୍ତା, କୋଷାଧକ୍ଷ୍ୟ ସଂର୍କିତନ ମହାକୁର, ଦେବ ବଘାର, ନାରୀ ନେତ୍ରୀ ଭାର୍ଗବୀ କର୍ମୀ, କୁନ୍ତି କର୍ମୀ, ମେଘମାଳ ଗଡୁଆ, ସକୁନ୍ତଳା ବଘାର,ଭାରତୀ ଦନ୍ତା, ମାମି ଦନ୍ତା, ସୁଜାତା ନାଏକଙ୍କ ସମେତ ଶହ ଶହ ଜାତିଭାଇ ଯୋଗ ଦେଇଥିଲେ । ଶେଷରେ ସଂପାଦକ ସନାତନ ବଘାର ଧନ୍ୟବାଦ ଅର୍ପଣ କରିଥିେଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like