-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଝରନିପାଲି ଗ୍ରାମ ପଞ୍ଚାୟତସ୍ତରରେ ସ୍ଵତନ୍ତ୍ର ଗ୍ରାମ ସଭା ଅନୁଷ୍ଟିତ

26-Jan-2025



ଆଗଲପୁର:-ଆଗଲପୁର ବ୍ଲକ୍ ଅନ୍ତର୍ଗତ ଝରନିପାଲି ଗ୍ରାମ ପଞ୍ଚାୟତ ଠାରେ ସ୍ଵତନ୍ତ୍ର ଗ୍ରାମ ସଭା ସରପଞ୍ଚ ଶ୍ରୀମତୀ ସୁନୀତା ସାହୁ ଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ ଅନୁଷ୍ଟିତ ହୋଇଯାଇଛି।ଏହି ଗ୍ରାମ ପଞ୍ଚାୟତର ନିର୍ବାହୀ ଅଧିକାରୀ ରଶ୍ମି ରଞ୍ଜନ ପଧାନ ସମସ୍ତଙ୍କୁ ସ୍ବାଗତ ଜଣାଇ ସାମୁହିକ କାର୍ଯକ୍ରମ ଉପରେ ପ୍ରସ୍ତାବ ରଖିବା ପାଇଁ ପ୍ରକାଶ କରିଥିଲେ।ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ରେ ଅବସ୍ଥାପିତ ଥିବା ଅରୁଣା ର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତି ଙ୍କୁ ସ୍ଵାଗତ ଜଣାଇ ଶିଶୁ ସୁରକ୍ଷା ଉପରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୋଜନା ଉପରେ ବକ୍ତବ୍ୟ ପ୍ରଦାନ କରିବାକୁ କହିଥିଲେ।ଏହି ସ୍ଵତନ୍ତ୍ର ଗ୍ରାମ ସଭାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ର ଜିଲ୍ଲା ପରାମର୍ଶଦାତା ଶ୍ରୀ ପ୍ରମୋଦ ବଗର୍ତ୍ତି ପଞ୍ଚାୟତ ଶିଶୁ ସୁରକ୍ଷା ଯୋଜନା ଉପରେ ବିବରଣୀ ଉପସ୍ଥାପନ କରିଥିଲେ।ପିତୃ ମାତୃ ହିନ ଶିଶୁଙ୍କୁ ପୋଷ୍ଟ ପୋଷକତା ରାଶି  ସହାୟତା ପ୍ରଦାନ ପାଇଁ ଶିଶୁ ଙ୍କୁ ଚିହ୍ନଟ,ଶିକ୍ଷା ପାଇଁ ସୁଦକ୍ଷ ଯୋଜନା,ଯଶୋଦା ଯୋଜନା ଏବଂ ଶିଶୁଙ୍କ ପାଇଁ ସାମୁହିକ ସଚେତନତା ଉପରେ ସରପଞ୍ଚଙ୍କ ପରାମର୍ଶ କ୍ରମେ ୨୦୨୫-୨୦୨୬ ଆର୍ଥିକ ବର୍ଷ ପାଇଁ ଏକ ଲକ୍ଷ ଟଙ୍କାର ପ୍ରସ୍ତାବ ରଖିବା ସହିତ ପୂର୍ବ ବର୍ଷ ପାଇଁ ଥିବା ୧,୦୦,୦୦୦ଟଙ୍କା  ଶିଶୁ ମାନଙ୍କ ପାଇଁ ଖର୍ଚ୍ଚ କରିବାକୁ ଯୋଜନା ପଞ୍ଚାୟତ ସ୍ତରରେ ନିଷ୍ପତି ପ୍ରଦାନ କରାଯାଇଥିଲା।ଏହି ଅବସରରେ ୱାର୍ଡ  ମେମ୍ବର, ଆଶା, ଅଙ୍ଗନ- ୱାଡ଼ି,ପଞ୍ଚାୟତ ର ଜନସାଧାରଣ,ପଲ୍ଲୀ ଆଲୋକ ପାଠାଗାର ର ପ୍ରକଳ୍ପ ସଂଯୋଜକ ହୀରାଲାଲ୍ ମିଶ୍ର,ପିଣ୍ଟୁ ପଧାନ ଏବଂ ପଞ୍ଚାୟତ ର ନୋଡାଲ ଅଫିସର ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like