-+91-9937148622 |
prerana_bgr@rediffmail.com |
Thursday 5th March 2026 |
R.N.I. Regd No. ODIODI/2010/46693
Breaking News
08-Oct-2020
କଟକ: ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମ୍ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ୍ ଚିହ୍ନଟ ହେବାପରେ ସେ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ଟ୍ୱିଟ୍ କରି ସେ ଏହି ସୂଚନା ଦେଇଛନ୍ତି। ଟ୍ୱିଟ୍ କରି ମୋକିମ୍ କହିଛନ୍ତି, RT PCR ରିପୋର୍ଟରେ ମୁଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛି। ଶୀଘ୍ର ଆରୋଗ୍ୟ ପାଇଁ ଆପଣମାନଙ୍କ ଆଶୀର୍ବାଦ ଚାହୁଁଛି!!*