-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଓଡିଶା ବୁଣାକାର ମହାସଂଘର ବାର୍ଷିକ ସମ୍ମିଳନୀ ରେ ମହିଳା ବୁଣାକାର ସମ୍ବର୍ଦ୍ଧିତ

27-Jan-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଓଡିଶା ବୁଣାକାର ମହାସଂଘର ବାର୍ଷିକ ସମ୍ମିଳନୀ ଓ ବୁଣାକାର ପ୍ରତିଭା ସମ୍ମାନ ଉତ୍ସବ ଭୁବନେଶ୍ଵର ସ୍ଥିତ ଇଞ୍ଜିନିୟର ଭବନ ଠାରେ ମହାସଂଘର ସଭାପତି ଶ୍ରୀଧର ବେହେରା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିଲା। ଏହି ସମ୍ମିଳନୀ କୁ ମୁଖ୍ୟ ଅତିଥି ଭାବରେ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢୀ ପ୍ରଦୀପ ପ୍ରଜ୍ଵଳନ କରି କାର୍ଯ୍ୟକ୍ରମ କୁ ଉଦ୍ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବରେ ଯାଜପୁର ଲୋକ ସଭା ସାଂସଦ ରବିନ୍ଦ୍ର ନାରାୟଣ ବେହେରା, ହସ୍ତତନ୍ତ ବୟନ ଓ ହସ୍ତଶିଳ୍ପ ବିଭାଗ ଶାସନ ସଚିବ ଗୁହା ପୁନମ ତାପସ କୁମାର, ବିଶିଷ୍ଠ ସମବାୟ ବିଦ ଯଜ୍ଞେଶ୍ୱର, ରାଜ୍ୟ ବିଜେପି ସମବାୟ ସେଲ ସଂଯୋଜକ ରଞ୍ଜନ ମଙ୍ଗରାଜ ସମବାୟ ବ୍ୟାଙ୍କ ପୂର୍ବତନ ସଭାପତି ଅକ୍ଷୟ ମହାନ୍ତି ପ୍ରମୁଖ ଯୋଗଦାନ କରିଥିଲେ। ଏହି ଅବସରରେ ରାଜ୍ୟର ପ୍ରତିଭା ସମ୍ମାନ ମହିଳା ଏବଂ ପୁରୁଷ ବୁଣାକାର ମାନଙ୍କୁ ତାଙ୍କର କଳାକୃତି ପାଇଁ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ ଏ ଅବସରରେ ସୁବର୍ଣ୍ଣପୁର ଜିଲ୍ଲାର ସରୋଜିନୀ ମେହେର ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବାରୁ ଜିଲ୍ଲା ର ବୁଣାକାର ମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି ହୋଇଛି। ଏହି କାର୍ଯ୍ୟକ୍ରମ ରେ ମହାସଂଘର କର୍ମକର୍ତ୍ତା ସଞ୍ଜୟ କୁମାର ମେହେର, ନିତ୍ୟାନନ୍ଦ ମେହେର, ହରିହର ମେହେର,ଗୋବିନ୍ଦ ଚନ୍ଦ୍ର ଦାସ,କୁଞ୍ଜ ମେହେର, କିଶୋର ଚନ୍ଦ୍ର ଦାସ , ପ୍ରକାଶ କୁମାର ଦାସ ପଦନ ବର୍ଦ୍ଧନ, ବେଣୁଧର ଦାସ, ପ୍ରତାପ ଦାସ ନରେନ୍ଦ୍ର ବେହେରା, ହୃଦାନନ୍ଦ ରାଉତ, ବିଶ୍ଵନାଥ ଦାସ, ଶ୍ୟାମ ମେହେର ଓ ସହଦେବ ମେହେର ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like