-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||     

HOME   ଜିଲ୍ଲା

ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପଶ୍ଚିମ ଓଡ଼ିଶା ଶାଖା ପକ୍ଷରୁ ମାଗଣା ସ୍ବାସ୍ଥ୍ୟ ଚିକିତ୍ସା ଶିବିର ଉଦ୍ଘାଟନ

27-Jan-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସ୍ୱର୍ଗତ ଜ୍ଞାନୀ ହୋତା ଓ ଚିତ୍ତ ରଞ୍ଜନ ହୋତା ଙ୍କ ସ୍ମୃତି ଉଦ୍ଦେଶ୍ୟରେ ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପଶ୍ଚିମ ଓଡ଼ିଶା ଶାଖା ପକ୍ଷରୁ  ଗତ କାଲି  ମା ସୁରେଶ୍ଵରୀ ଙ୍କ ଠାରେ ପୂଜା ଅର୍ଚ୍ଚନା ପରେ ସୋନପୁର  ଘୋଡା ଘାଟ ପଡ଼ା ( ମହାରଣା ପଡ଼ା) ଠାରେ ଏକ ମାଗଣା ସ୍ବାସ୍ଥ୍ୟ ଚିକିତ୍ସା ଶିବିର ମା ଘର ର  ଶୁଭାରମ୍ଭ କରାଯାଇଛି l  ପ୍ରଫେସର   ଦତ୍ତେଶ୍ୱର ହୋତା ଙ୍କ ସଂଯୋଜନା ରେ ଅନୁଷ୍ଟିତ ଏହି ମା ଘର ଶିବିର କୁ ଅବସର ପ୍ରାପ୍ତ ବିଚାରପତି ( ଓଡ଼ିଶା ହାଇକୋର୍ଟ) ଶ୍ରୀ ଚିତ୍ତ ରଞ୍ଜନ ଦାଶ ଉଦ୍ଘାଟନ କରି ଏହା ଏକ ସ୍ଵାଗତ ଯୋଗ୍ୟ ପଦକ୍ଷେପ ଓ ଏ ମହତ୍ ସେବା କାର୍ଯ୍ୟ କ୍ରମ ସୁବର୍ଣ୍ଣପୁର ଜିଲ୍ଲା ପାଈଁ ଶୁଭଙ୍କର ଅଟେ  ବୋଲି କହିଥିଲେ l ସୁବର୍ଣ୍ଣପୁର ଜିଲ୍ଲା ର ସମସ୍ତ ଅଞ୍ଚଳ ର ଗରିବ ଲୋକ ଙ୍କ ପାଇଁ ମାଗଣା ରେ ପରୀକ୍ଷା ଓ ଚିକିତ୍ସା ର ସୁ - ବ୍ୟବସ୍ଥା ପାଇଁ ଏହି ମା ଘାର ର ଶୁଭାରମ୍ଭ  କରଯାଇଛି l ପ୍ରଥମ ଦିନ ଏହି ଶିବିର ରେ ସ୍ୱର୍ଗତ ଚିତ୍ତ ରଞ୍ଜନ ଦାଶ ଙ୍କ ପୈତୃକ ଗ୍ରାମ ତେଲେଣ୍ଡl ଓ ଜ୍ଞାନୀ ହୋତା ଙ୍କ ପୈତୃକ ଗ୍ରାମ ସେଲେଡି ଗାଁ ର ୧୯୮ ଜଣ ଗରିବ ରୋଗୀ ଙ୍କୁ ମାଗଣା ଚିକିତ୍ସା ସେବା ଓ ମାଗଣା ଔଷଧ ପ୍ରଦାନ କରଯାଇଛି l  ପ୍ରତି  ମାସ ଦ୍ବିତୀୟ ଶନିବାର ଓ ରବିବାର ଦିନ ରେ ଏହି ଘୋଡ଼ା ଘାଟ ପଡ଼ା ମା ଘର ସୋନପୁର ରେ ବିଭିନ୍ନ ଅଞ୍ଚଳ ର ଗରିବ ଶ୍ରେଣୀର ରୋଗୀ ଙ୍କ ପାଇଁ ମାଗଣା ରେ ଚିକିତ୍ସା  ସେବା ଯୋଗାଇ ଦିଆଯିବ ବୋଲି ଡ଼ା .ଦତ୍ତେଶ୍ୱର ହୋତା  ମିଡିଆ ଙ୍କୁ ପ୍ରକାଶ କରିଛନ୍ତି l ସୁବର୍ଣ୍ଣପୁର ର ସୁପର ସିନିୟର୍ ସିଟିଜେନ୍ ଡ଼ା ରାଜେନ୍ଦ୍ର କୁମାର ମିଶ୍ର, ସୁଶ୍ରୀ ରେଣୁକା ମିଶ୍ର, ଓ ବଳରାମ ମିଶ୍ର ଙ୍କୁ ଏହି ଉତ୍ସବ ରେ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ସମ୍ବଲପୁର ର ପୁର୍ବତନ ସାଂସଦ ଭବାନୀ ଶଙ୍କର ହୋତା ,ସୋନପୁର ର ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ଓ  ମନୋରଞ୍ଜନ ତ୍ରୀପାଠୀ ଙ୍କୁ ମଧ୍ୟ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଧିତ କରାଯାଇଥିଲା l ଟ୍ରଷ୍ଟ ର ଶୁଭେଚ୍ଛୁ ଶ୍ରୀବତ୍ସ ମଲ୍ଲିକ, ବୈକୁଣ୍ଠ ଶତପଥି, ପଠାନ କୁମାର ପଣ୍ଡା, ସୈଳେନ୍ଦ୍ର ସାହୁ , ରବି ନାରାୟଣ ମହାପାତ୍ର, ପ୍ରଦୀପ ପୁରୋହିତ, ଅଭ୍ୟାଗତ ମହାପାତ୍ର, ସତ୍ୟ ନାରାୟଣ ତ୍ରୀପାଠୀ , ମନୋରଞ୍ଜନ ତ୍ରୀପାଠୀ ପ୍ରମୁଖ କାର୍ଯ୍ଯ କ୍ରମ ରେ   ସହଯୋଗ କରିଥିଲେ l ଆଜିର କ୍ୟାମ୍ପ ରେ ୟୁରୋଲୋଜିଷ୍ଟ, ନେଫ୍ରୋଲୋଜିଷ୍ଟ, ଓ ଏଣ୍ଡୋକ୍ରିନୋଲୋଜିଷ୍ଟ ବିଭାଗ ର ପ୍ରଫେସର ଯୋଗ ଦେଇ ରୋଗୀ ଙ୍କ  ଉତ୍ତମ ସେବା ପ୍ରଦାନ କରିଥିଲେ l ପ୍ରତି ମାସ ର ଦ୍ବିତୀୟ ଶନିବାର ରବିବାର ଏହି ମା ଘର ସୋନପୁର ରେ ରୋଗୀ ସେବା ପ୍ରଦାନ କରାଯିବ ବୋଲି ପ୍ରଫେସର ହୋତା ତଥା ମ୍ୟାନେଜିଂ ଟ୍ରଷ୍ଟି ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026

You Might Also Like