-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପଶ୍ଚିମ ଓଡ଼ିଶା ଶାଖା ପକ୍ଷରୁ ମାଗଣା ସ୍ବାସ୍ଥ୍ୟ ଚିକିତ୍ସା ଶିବିର ଉଦ୍ଘାଟନ

27-Jan-2025



- ସୋନପୁର( ମନୋରଞ୍ଜନ ତ୍ରିପାଠୀ )
 ସ୍ୱର୍ଗତ ଜ୍ଞାନୀ ହୋତା ଓ ଚିତ୍ତ ରଞ୍ଜନ ହୋତା ଙ୍କ ସ୍ମୃତି ଉଦ୍ଦେଶ୍ୟରେ ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପଶ୍ଚିମ ଓଡ଼ିଶା ଶାଖା ପକ୍ଷରୁ  ଗତ କାଲି  ମା ସୁରେଶ୍ଵରୀ ଙ୍କ ଠାରେ ପୂଜା ଅର୍ଚ୍ଚନା ପରେ ସୋନପୁର  ଘୋଡା ଘାଟ ପଡ଼ା ( ମହାରଣା ପଡ଼ା) ଠାରେ ଏକ ମାଗଣା ସ୍ବାସ୍ଥ୍ୟ ଚିକିତ୍ସା ଶିବିର ମା ଘର ର  ଶୁଭାରମ୍ଭ କରାଯାଇଛି l  ପ୍ରଫେସର   ଦତ୍ତେଶ୍ୱର ହୋତା ଙ୍କ ସଂଯୋଜନା ରେ ଅନୁଷ୍ଟିତ ଏହି ମା ଘର ଶିବିର କୁ ଅବସର ପ୍ରାପ୍ତ ବିଚାରପତି ( ଓଡ଼ିଶା ହାଇକୋର୍ଟ) ଶ୍ରୀ ଚିତ୍ତ ରଞ୍ଜନ ଦାଶ ଉଦ୍ଘାଟନ କରି ଏହା ଏକ ସ୍ଵାଗତ ଯୋଗ୍ୟ ପଦକ୍ଷେପ ଓ ଏ ମହତ୍ ସେବା କାର୍ଯ୍ୟ କ୍ରମ ସୁବର୍ଣ୍ଣପୁର ଜିଲ୍ଲା ପାଈଁ ଶୁଭଙ୍କର ଅଟେ  ବୋଲି କହିଥିଲେ l ସୁବର୍ଣ୍ଣପୁର ଜିଲ୍ଲା ର ସମସ୍ତ ଅଞ୍ଚଳ ର ଗରିବ ଲୋକ ଙ୍କ ପାଇଁ ମାଗଣା ରେ ପରୀକ୍ଷା ଓ ଚିକିତ୍ସା ର ସୁ - ବ୍ୟବସ୍ଥା ପାଇଁ ଏହି ମା ଘାର ର ଶୁଭାରମ୍ଭ  କରଯାଇଛି l ପ୍ରଥମ ଦିନ ଏହି ଶିବିର ରେ ସ୍ୱର୍ଗତ ଚିତ୍ତ ରଞ୍ଜନ ହୋତା ଙ୍କ ପୈତୃକ ଗ୍ରାମ ତେଲେଣ୍ଡl ଓ ଜ୍ଞାନୀ ହୋତା ଙ୍କ ପୈତୃକ ଗ୍ରାମ ସେଲେଡି ଗାଁ ର ୧୯୮ ଜଣ ଗରିବ ରୋଗୀ ଙ୍କୁ ମାଗଣା ଚିକିତ୍ସା ସେବା ଓ ମାଗଣା ଔଷଧ ପ୍ରଦାନ କରଯାଇଛି l  ପ୍ରତି  ମାସ ଦ୍ବିତୀୟ ଶନିବାର ଓ ରବିବାର ଦିନ ରେ ଏହି ଘୋଡ଼ା ଘାଟ ପଡ଼ା ମା ଘର ସୋନପୁର ରେ ବିଭିନ୍ନ ଅଞ୍ଚଳ ର ଗରିବ ଶ୍ରେଣୀର ରୋଗୀ ଙ୍କ ପାଇଁ ମାଗଣା ରେ ଚିକିତ୍ସା  ସେବା ଯୋଗାଇ ଦିଆଯିବ ବୋଲି ଡ଼ା .ଦତ୍ତେଶ୍ୱର ହୋତା  ମିଡିଆ ଙ୍କୁ ପ୍ରକାଶ କରିଛନ୍ତି l ସୁବର୍ଣ୍ଣପୁର ର ସୁପର ସିନିୟର୍ ସିଟିଜେନ୍ ଡ଼ା ରାଜେନ୍ଦ୍ର କୁମାର ମିଶ୍ର, ସୁଶ୍ରୀ ରେଣୁକା ମିଶ୍ର, ଓ ବଳରାମ ମିଶ୍ର ଙ୍କୁ ଏହି ଉତ୍ସବ ରେ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ସମ୍ବଲପୁର ର ପୁର୍ବତନ ସାଂସଦ ଭବାନୀ ଶଙ୍କର ହୋତା ,ସୋନପୁର ର ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ଓ  ମନୋରଞ୍ଜନ ତ୍ରୀପାଠୀ ଙ୍କୁ ମଧ୍ୟ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଧିତ କରାଯାଇଥିଲା l ଟ୍ରଷ୍ଟ ର ଶୁଭେଚ୍ଛୁ ଶ୍ରୀବତ୍ସ ମଲ୍ଲିକ, ବୈକୁଣ୍ଠ ଶତପଥି, ପଠାନ କୁମାର ପଣ୍ଡା, ସୈଳେନ୍ଦ୍ର ସାହୁ , ରବି ନାରାୟଣ ମହାପାତ୍ର, ପ୍ରଦୀପ ପୁରୋହିତ, ଅଭ୍ୟାଗତ ମହାପାତ୍ର, ସତ୍ୟ ନାରାୟଣ ତ୍ରୀପାଠୀ , ମନୋରଞ୍ଜନ ତ୍ରୀପାଠୀ ପ୍ରମୁଖ କାର୍ଯ୍ଯ କ୍ରମ ରେ   ସହଯୋଗ କରିଥିଲେ l ଆଜିର କ୍ୟାମ୍ପ ରେ ୟୁରୋଲୋଜିଷ୍ଟ, ନେଫ୍ରୋଲୋଜିଷ୍ଟ, ଓ ଏଣ୍ଡୋକ୍ରିନୋଲୋଜିଷ୍ଟ ବିଭାଗ ର ପ୍ରଫେସର ଯୋଗ ଦେଇ ରୋଗୀ ଙ୍କ  ଉତ୍ତମ ସେବା ପ୍ରଦାନ କରିଥିଲେ l ପ୍ରତି ମାସ ର ଦ୍ବିତୀୟ ଶନିବାର ରବିବାର ଏହି ମା ଘର ସୋନପୁର ରେ ରୋଗୀ ସେବା ପ୍ରଦାନ କରାଯିବ ବୋଲି ପ୍ରଫେସର ହୋତା ତଥା ମ୍ୟାନେଜିଂ ଟ୍ରଷ୍ଟି ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like