-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||     

HOME   ଜିଲ୍ଲା

ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ

27-Jan-2025



ବ୍ରହ୍ମପୁର ରେ ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ 
ବ୍ରହ୍ମପୁର ଖଲ୍ଲିକୋଟ ଏକକ ବିଶ୍ବବିଦ୍ୟାଳୟ ଖେଳ ପଡିଆ ଠାରେ ୭୬ ତମ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଛି। ଉକ୍ତ କାର୍ଯ୍ୟକ୍ରମ ରେ ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ ଡଃ ପ୍ରମୋଦ କୁମାର ପୃଷ୍ଟି ପତାକା ଉତ୍ତୋଳନ କରି ଗଞ୍ଜାମ ଜିଲ୍ଲାର ଶିକ୍ଷା, କଳାସଂସ୍କୃତି ଓ ଐତିହ୍ୟତା କୁ ବଞ୍ଚାଇ ରଖିବାକୁ ଆହ୍ୱାନ ଦେଇଥିଲେ। ଇତ୍ୟବସରରେ ବ୍ରହ୍ମପୁର ଆରକ୍ଷୀ ଅଧ୍ୟକ୍ଷ ଡ଼ଃ ସର୍ବଣ ବିବେକ ଏମ୍, ବ୍ରହ୍ମପୁର ଉପଜିଲ୍ଲାପାଳ ହୀନା ଦସ୍ତାଗିରି ଓ ପୁର୍ବତନ ବିଧାୟକ ଡଃ ରମେଶ ଚନ୍ଦ୍ର ଚ୍ୟାଉପଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଆଜିର ଏହି ପେରେଡ କାର୍ଯ୍ୟକ୍ରମ ସହର ର ବହୁ ଅନୁଷ୍ଠାନ ଯଥା ଖଲ୍ଲିକୋଟ ଏକକ ବିଶ୍ବବିଦ୍ୟାଳୟ, ସରକାରୀ ମହିଳା ମହାବିଦ୍ୟାଳୟ, ସରକାରୀ କୁଇନ୍ ମିଶନ ଉଚ୍ଚବିଦ୍ୟାଳୟ,ଭି ଭି ଗିରି ବାଳିକା ଉଚ୍ଚ ବିଦ୍ୟାଳୟ ,ଦିଲ୍ଲୀ ପବ୍ଲିକ ସ୍କୁଲ,ଡି ପଲ୍ ସ୍କୁଲ,କେ ସି ପବ୍ଲିକ ସ୍କୁଲ ଭଳି ବହୁ ଶିକ୍ଷାନୁଷ୍ଠାନ ର ପ୍ରତିଯୋଗୀ ଅଂଶ ଗ୍ରହଣ କରି ପୁରସ୍କୃତ ହୋଇଛନ୍ତି। ଏହି କାର୍ଯ୍ୟକ୍ରମ କୁ ସୁଚନା ଓ ଲୋକସମ୍ପର୍କ ବିଭାଗ,ପୋଲିସ ଆର୍ ଆଇ ଏମ୍ ଲକ୍ଷ୍ମୀ ଙ୍କ ସମେତ ବହୁ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026

You Might Also Like