-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

27-Jan-2025



ବଲାଙ୍ଗିର (ପ୍ରେରଣା ଖବର): ଜିଲ୍ଲାସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ଜିଲ୍ଲା ମୁଖ୍ୟାଳୟ ରେ ଥିବା ମନୋହର ପୁର ରିଜର୍ଭ ପୋଲିସ ଗ୍ରାଉଣ୍ଡରେ ଅନୁଷ୍ଠିତ ହେଇଛି | ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଜିଲ୍ଲାପାଳ ଗୌରଵ ଶୀଵାଜୀ ଇସଲଵାର ପତାକା ଉତ୍ତୋଳନ କରି ଜିଲ୍ଲାବାସୀଙ୍କ ପାଇଁ ଉଦବୋଧନ ଦେଇଥିଲେ | ତାଙ୍କ ଭାଷଣରେ ସେ ଜିଲ୍ଲାର ସମସ୍ତ ସଂଗ୍ରାମୀ, ସହିଦ ଓ ବରପୁତ୍ରମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ଜିଲ୍ଲାବାସୀଙ୍କୁ ୭୬ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇ ଥିଲେ। ଜାନୁଆରୀ ୨୬ ତାରିଖଟି ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏକ ଐତିହାସିକ ଦିନ। ଆଧୁନିକ ଭାରତ ଇତିହାସରେ ୧୯୫୦ ମସିହା ଜାନୁଆରୀ ୨୬ ତାରିଖଟି ଏକ ମାଇଲଖୁଣ୍ଟ ହୋଇ ରହିଛି। ଭାରତର ସମ୍ବିଧାନ ଏହି ଦିନରେ କାର୍ଯ୍ୟକାରୀ ହୋଇ ଥିଲା। ସମ୍ବିଧାନ ହେଉଛି ଯେକୌଣସି ଦେଶ ପାଇଁ ସର୍ବୋଚ୍ଚ ଆଇନ। ଏହି ଦିବସଟି ଆମ ସମସ୍ତଙ୍କ ପାଇଁ ଚିରସ୍ମରଣୀୟ ଯାହାକୁ ଆମେ ସାଧାରଣତନ୍ତ୍ର ଦିବସ ଭାବେ ଗର୍ବ ଓ ଗୌରବ ର ସହ ପାଳନ କରୁଛୁ ।

ଏହି ପବିତ୍ର ଦିନଟି ସମସ୍ତଙ୍କ ପାଇଁ ହେଉଛି ସଙ୍କଳ୍ପର ଦିନ। ବିବିଧତା ମଧ୍ୟରେ ଏକତା ହେଉଛି ଆମ ଦେଶର ପରିଚୟ। ଅନେକ ଜାତି, ଭାଷା, ଧର୍ମ, ବିଶ୍ୱାସ, ସଂସ୍କୃତି ଓ ପରମ୍ପରା ଏ ଦେଶକୁ ମହାନ୍‌ ଓ ସମୃଦ୍ଧ କରିଛି  ବୋଲି ମୁଖ୍ୟ ଅତିଥି ଅଭିଭାଷଣ ଦେଇଥିଲେ। ଦେଶ ମାତୃକର ସେବା କରିବାର ସୁଯୋଗ ମିଳିଥିବାରୁ ସମସ୍ତେ ନିଜକୁ ଧନ୍ୟ ମଣିବା ସହ ସଂସ୍କୃତି, ପରମ୍ପରା ତଥା ଐତିହକୁ ସର୍ବଦା ସମ୍ମାନ କରିବାକୁ ଚେଷ୍ଟିତ ରହିବା ବୋଲି ଉଦବୋଧନ ଦେବା ପରେ ସମ୍ମିଳିତ ପରେଡର ଅଭିବାଦନ ଗ୍ରହଣ କରି କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ | ଏହା ପରେ ମେଡିକାଲ ଯାଇ ବିଭିନ୍ନ ୱାର୍ଡ ବୁଲି ଫଳ ଏବଂ ମିଠା ବାଣ୍ଟି , ଜେଲରେ ଅନ୍ତେବାସୀଙ୍କୁ ମିଠା, ପୁଇଁତଳାରେ ଶାଢ଼ୀ ଓ ଲୁଙ୍ଗି ବଣ୍ଟନ କରି ସମାରୋହ ଶେଷ କରିଥିଲେ | ଏହି ଉତ୍ସବରେ ଆରକ୍ଷୀ ଅଧିକ୍ଷକ ଋଷିକେଶ ଖିଲାରୀ ଦ୍ୟଂଦେଓ, ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା , ଉପଜିଲ୍ଲାପାଳ ଆଲୋକ ପଟେଲ ମୁଖ୍ୟ ଅତିଥିଙ୍କ ସହ ଉପସ୍ଥିତ ଥିଲେ |

ପାରେଡ ରେ ସମୁଦାୟ ୪୬ ଟି ଦଳ ଅଂଶଗ୍ରହଣ କରିଥିଲେ । କିସ୍, ଆଇଡିଏମ୍, ପଥରଚେପା ସ୍ଥିତ ଆଦର୍ଶ ବିଦ୍ୟାଳୟ ଏବଂ ସେମଫର୍ଡ ସ୍କୁଲ ସାଂସ୍କୃତିକ ନୃତ୍ୟ ପ୍ରଦର୍ଶନ କରିଥିଲେ। ବିଭିନ୍ନ ପ୍ରତିଯୋଗିତା ତଥା ଜିଲ୍ଲାକୁ ଗୌରବାନ୍ଵିତ କରିଥିବା ବ୍ୟକ୍ତିବିଶେଷଙ୍କୁ ପୁରସ୍କୃତ କରାଯାଇଥିଲା। ସକାଳୁ ମହାନ ପୁରୁଷ ମାନଙ୍କ ପ୍ରତିମୂର୍ତ୍ତରେ ମାଲ୍ୟାର୍ପଣ କରା ଯାଇଥିଲା। ମାଲ୍ୟାର୍ପଣ ବେଳେ ଉଭୟ ଅତିରିକ୍ତ ଜିଲ୍ଲାପାଳଙ୍କ ସମେତ ଜୟରାମ ମିଶ୍ର, ବିକ୍ରମ ବୋହିଦାର , ନୀଳମଣି ମିଶ୍ର , ବିଷ୍ଣୁ କେଡିଆ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like